Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
Today’s Highlight
ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ତଥା!-->!-->!-->…
Read More...
Read More...
ଡିସେମ୍ବର ୧୦ରୁ ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ
ନୂଆଦିଲ୍ଲୀ: କ୍ରୀଡ଼ା ପ୍ରତିଭାଙ୍କୁ ଚିହ୍ନଟ କରିବା ଏବଂ ଯୁବ ଓ ଆଶାୟୀ ପାରା ଆଥଲେଟ୍ (ଦିବ୍ୟାଙ୍ଗ କ୍ରୀଡ଼ାବିତ୍)ମାନଙ୍କୁ ଆଗକୁ ବଢ଼ିବାର ସୁଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂହ ଠାକୁର ପ୍ରଥମ ଖେଲୋ ଇଣ୍ଡିଆ ପାରା ଗେମ୍ସ ଘୋଷଣା!-->…
Read More...
Read More...
ପାରାଦ୍ବୀପ ପୋର୍ଟ ୱେଷ୍ଟର୍ଣ୍ଣ ଡକ୍ ନିମନ୍ତେ ନବୀନ ଜିନ୍ଦଲଙ୍କ ଭୂମିପୂଜନ
ପାରାଦ୍ବୀପ: ପାରାଦ୍ବୀପ ବନ୍ଦରର ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲ ଦ୍ବାରା ଆଜି ଭୂମିପୂଜନ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ଶ୍ରୀ ପିଏଲ ହାରନାଧ!-->…
Read More...
Read More...
ଜମ୍ମୁକାଶ୍ମୀରରେ ଆତଙ୍କବାଦୀ-ସେନା ମୁହାଁମୁହିଁ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଚାଲିଛି ଗୁଳି ବିନିମୟ। ଏଥିରେ ଭାରତୀୟ ସେନାର ଜଣେ ମେଜର୍ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି। ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି। ଆତଙ୍କୀଙ୍କୁ!-->…
Read More...
Read More...
ବଡଓଷା ଲାଗି ଚଳଚଞ୍ଚଳ ବାବା ଧବଳେଶ୍ଵରଙ୍କ ପୀଠ
କଟକ: ଆସନ୍ତା କାଲିଠାରୁ ଆରମ୍ଭ ହେଉଛି ପଞ୍ଚକ। ଧବଳେଶ୍ଵରଙ୍କ ପୀଠରେ ସମାଗମ ହେବେ ହଜାର ହଜାର ଶ୍ରଦ୍ଧାଳୁ। ଏଥର ଝୁଲାପୋଲ ନୂହେଁ ନୂତନ ଭାବେ ନିର୍ମିତ କଂକ୍ରିଟ୍ ସେତୁ ଦେଇ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ସେଥିପାଇଁ ଦେବତ୍ତୋର ବିଭାଗ ପକ୍ଷରୁ କଂକ୍ରିଟ୍ ସେତୁ ଠାରୁ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇଦିନିଆ ମୁମ୍ବାଇ ଗସ୍ତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଯାଇଛନ୍ତି। ସେ ଆଜି ସନ୍ଧ୍ୟାରେ ମୁମ୍ବାଇସ୍ଥିତ ଜାହାଙ୍ଗୀର ଆର୍ଟ ଗ୍ୟାଲେରୀରେ ଆୟୋଜିତ ଫଟୋ ପ୍ରଦର୍ଶନୀ!-->…
Read More...
Read More...
ନଭେମ୍ବର ୨୪ ରୁ ୨୬ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ
ଭୁବନେଶ୍ୱର, ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । ଏହି ଉତ୍ସବରେ ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟ କଳା,!-->…
Read More...
Read More...
ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।
ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ପବିତ୍ର ଅଁଳା ନବମୀ ଅବସରେ ଓଡିଆଣୀ ବେଶରେ ରାଧାରାଣୀ
ପୁରୀ: ଆଜି ପବିତ୍ର ଅଁଳା ନବମୀରେ ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ଆରମ୍ଭ ହୋଇଯାଇଛି। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ!-->…
Read More...
Read More...
ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ
ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...