ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ଜାନୁଆରୀ ୨ରୁ ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା

ଭୁବନେଶ୍ବର: ଯୁକ୍ତଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେଉଛି। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚ୍‌ଏସ୍‌ଇ ପକ୍ଷରୁ ଆସନ୍ତା ୨୬ ତାରିଖଠାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଓ ଉତ୍ତର ଖାତା ପଠାଯିବ । ଡିସେମ୍ବର ୩୧
Read More...

ଆସନ୍ତା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା

କଟକ: ଆସନ୍ତା ଫେବ୍ରୁଆରି ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଫେବ୍ରୁଆରି ୨୦ରେ ଓଡ଼ିଆ ପରୀକ୍ଷା
Read More...

ଡିସେମ୍ବର ୯ରୁ ସୋଆରେ ଆଇଏନ୍‌ଏଇ ର ତିନିଦିନଆ ବାର୍ଷିକ ସମ୍ମିଳନୀ ଆରମ୍ଭ

ଭୁବନେଶ୍ୱର,୦୮/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଡିସେମ୍ବର ୯ ତାରିଖରୁ ଇଣ୍ଡିଆନ୍ ନ୍ୟାସ୍‌ନାଲ୍ ଏକାଡେମୀ ଅଫ୍ ଇଞ୍ଜିନିୟରିଂ (ଆଇଏନ୍‌ଏଇ)ର ତିନିଦିନିଆ ବାର୍ଷିକ ସମ୍ମିଳନୀ ଆରମ୍ଭ ହେଉଥିବା ବେଳେ ଏଥିରେ ସାରା ଦେଶରୁ ଯାନ୍ତ୍ରିକ ବିଜ୍ଞାନ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେବେ
Read More...

ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ୬ ମାସ ପାଇଁ ଏସ୍‌ମା ଲାଗୁ

ଭୁବନେଶ୍ବର: ସ୍ଵାସ୍ଥ୍ୟସେବା କ୍ଷେତ୍ରରେ ଆଗାମୀ ୬ ମାସ ପାଇଁ  ରାଜ୍ୟ ସରକାର ଏସେନସିଆଲ୍ ସର୍ଭିସେସ୍ ମେଣ୍ଟେନାନ୍ସ ଆକ୍ଟ (ଏସ୍‌ମା) ଲାଗୁ କରିଛନ୍ତି। ବୁଧବାର ଗୃହ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ରାଜ୍ୟ ସରକାର ଏହି ନିୟମ ଆଜିଠାରୁ ଆଗାମୀ ମାସ ପାଇଁ ଲାଗୁ
Read More...

୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ମଙ୍ଗଳବାର ମୋଟର ଯାନ ବକେୟା ଟିକସ ଓ ଜରିମାନାର ଏକକାଳୀନ ପରି‌ଶୋଧ ସମେତ ମୋଟ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର
Read More...

ଆନ୍ଧ୍ର ଉପକୂଳ ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଲା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଂଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଛି । ପବନର ବେଗ ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ
Read More...

ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

ଭୁବନେଶ୍ୱର, ଡିସେମ୍ବର ୪: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ରାଜ୍ୟ ସ୍ତରୀୟ
Read More...

ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା

କଟକ: ଦିନକ ପାଇଁ ବଢ଼ିଲା କଟକ ବାଲିଯାତ୍ରା। ଲୋକଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଆଜି ଐତିହାସିକ ବାଲିଯାତ୍ରାର ଶେଷ ଦିନ ଥିଲା। ସୂଚନା ଅନୁସାରେ, କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା କଟକର ଐତିହାସିକ ବାଲିଯାତ୍ରା ଆଜି ଶେଷ ହେବାର
Read More...

ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ

ତେଲେଙ୍ଗାନା: ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଘଟିଛ ବଡ ଧରଣର ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି ।  ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା
Read More...

ଚେନ୍ନାଇରେ ବାତ୍ୟା ମିଚାଓଙ୍ଗ ପ୍ରଭାବରେ ପ୍ରବଳ ବର୍ଷା

ଚେନ୍ନାଇ:  ଏବେ ବଙ୍ଗୋପସାାଗରରେ ଅଧିକ ମାତ୍ରାରେ ଘନୀଭୁତ ହୋଇ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଉଛି ସାମୁଦ୍ରିକ ବାତ୍ୟା  ‘ମିଚାଓଙ୍ଗ’। ଏହା ପ୍ରଭାବରେ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଚାଲିଛି । ଉତ୍ତର ଉପକୂଳ ତାମିଲନାଡୁର ଚେନ୍ନାଇ, ଚେଙ୍ଗଲପାଟ୍ଟୁ, କାଞ୍ଚିପୁରମ୍,
Read More...