ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

Today’s Highlight

ବଙ୍ଗୋପସାଗର ରେ ବାତ୍ୟା ‘ ମିଚାଉଙ୍ଗ ‘

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ସକ୍ରିୟ ରହିଛି ବାତ୍ୟା ' ମିଚାଉଙ୍ଗ ' ଏହା ଉତ୍ତର- ପଶ୍ଚିମ ଦିଗରେ ଅଗ୍ରସର ହୋଇ ଆସନ୍ତା ୨୪ ଘଣ୍ଟା ରେ ଭୀଷଣ ବାତ୍ୟା ରେ ପରିଣତ ହେବ। ୪ ତାରିଖ ଅପରାହ୍ନ ରେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ପହଞ୍ଚିବ ଓ ଉତ୍ତର ଦିଗ ରେ ଅଗ୍ରସର ହୋଇ
Read More...

ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍‌ ବାତିଲ

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ୫୪ଟି ଟ୍ରେନ୍‌କୁ ବାତିଲ କରିଛି ପୂର୍ବତଟ ରେଳବାଇ । ପୂର୍ବତଟରୁ ବାହାରୁଥିବା ୧୨ଟି ଏବଂ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍‌କୁ ବାତିଲ କରାଯାଇଛି। ବାତିଲ ଟ୍ରେନ୍‌ଗୁଡ଼ିକ ମଧ୍ୟରେ ରହିଛି ପୁରୀ-ଚେନ୍ନାଇ, ଭୁବନେଶ୍ୱର-ତିରୁପତି,
Read More...

୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା

ଦକ୍ଷିଣ ଆଭ୍ୟନ୍ତର , ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ସମ୍ଭାବନ ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଥିବା ଅବପାତ ଆଜି ସକାଳେ ଆହୁରି ଘନିଭୂତ ହୋଇ ଗଭୀର ଅବପାତ ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ - ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ
Read More...

ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

ଭୁବନେଶ୍ୱର, ଡିସେମ୍ବର ୧: ଦକ୍ଷିଣ - ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ମୃତ, ୮ଗୁରୁତର

ଘଟଗାଁ: ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆସିଥିବା ଦୁଇ ପରିବାରଙ୍କ ଖୁସି ମଉଳି ଯାଇଛି। ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା  ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା
Read More...

ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି
Read More...

ବସ୍ ଧର୍ମଘଟ ପ୍ରତ୍ୟାହାର କଲେ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର: ବସ୍ ଧର୍ମଘଟ ପ୍ରତ୍ୟାହାର। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହାର କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ହୋଇଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବି ଉପରେ ଆଲୋଚନା ହୋଇଥିଲା।
Read More...

ସମ୍ ହସ୍ପିଟାଲ ପକ୍ଷରୁ ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ

ଭୁବନେଶ୍ୱର, ୨୯/୧୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବୁଧବାର ୱାର୍ଲ୍ଡ ମୁଭ୍‌ମେଂଟ ଡିଜ୍‌ଅର୍ଡର ଦିବସ ପାଳିତ ହୋଇଯାଇଛି । ନ୍ୟୁରୋଲୋଜି ବିଭାଗ ପକ୍ଷରୁ ଏହି ଦିବସ ପାଳନ କରାଯିବା ପରିପ୍ରେକ୍ଷୀରେ ଏକ ୱାକାଥନ ଓ ସମ୍ମିଳନୀର ଆୟୋଜନ କରାଯାଇଥିଲା
Read More...

ନୂଆ ଜୀବନ ପାଇଲେ ୪୧ ଶ୍ରମିକ

ଗୁରୁବାର ଓଡ଼ିଶାର ସମସ୍ତ ପାଞ୍ଚଜଣ ଫେରିବେ: ଶ୍ରମମନ୍ତ୍ରୀ ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀର ସୁଡ଼ଙ୍ଗ ଭିତରେ ଦୀର୍ଘ ୧୭ ଦିନ ଧରି ଜୀବନ-ମୃତ୍ୟୁ ସହିତ ଚାଲିଥିଲା ସଂଘର୍ଷ। ଶେଷରେ ଫସି ରହିଥିବା ସମସ୍ତ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ଆଜି ଉଦ୍ଧାର କରାଯାଇଛି। ପାରମ୍ପରିକ ମୂଷା
Read More...

ଜିନ୍ଦଲକୁ ମିଳିଲା ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩

ନୂଆଦିଲ୍ଲୀ: ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) କୁ ଭିନ୍ନକ୍ଷମଙ୍କ ପୁନଃଥଇଥାନ ଏବଂ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ସମ୍ମାନଜନକ ଗ୍ରୀନଟେକ୍ ସିଏସ୍ଆର ଇଣ୍ଡିଆ ପୁରସ୍କାର ୨୦୨୩ ରେ ସମ୍ମାନିତ କରାଯାଇଛି । ପ୍ରଭାବଶାଳୀ ସିଏସ୍ଆର ପଦକ୍ଷେପ
Read More...