ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

Today’s Highlight

ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର ପାଇଛି ନୂଆ ରୂପ। ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ ଲିଙ୍କ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ
Read More...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ

ପୁରୀ: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କେମିତି ଚାଲିଛି ସେ ନେଇ ଗ୍ରାଉଣ୍ଡକୁ ଯାଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରୁ ପୁରୀ ଗସ୍ତ କରି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର
Read More...

ଦୁର୍ଘଟଣାରେ ପ୍ରାଣ ହାରିଲେ ଗର୍ଭବତୀ ପତ୍ନୀ

ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଲା ଗର୍ଭବତୀ ପତ୍ନୀଙ୍କ ଜୀବନ । ଭଦ୍ରକ- ଚାନ୍ଦବାଲି ନାଉଗୋରାଡ଼ା ଛକରେ ପଛପଟୁ ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ପିକ୍ଅପ୍ ଗାଡ଼ି । ଘଟଣାରେ ପତ୍ନୀ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଅଛନ୍ତି । ମହିଳାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଂଚଳରେ
Read More...

ପ୍ରମୋଦଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏସିଆନ ପାରା ଗେମ୍ସରେ ପଦକ ଜିତି ଥିବା ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ତା’ ସହିତ ଉଭୟଙ୍କୁ ପୁରସ୍କାର ସ୍ୱରୂପ ପୂର୍ବରୁ ଘୋଷଣା କରିଥିବା ଅର୍ଥ ରାଶି ପ୍ରଦାନ କରିଛନ୍ତି। ପ୍ରମୋଦ ଭଗତଙ୍କୁ ୨
Read More...

ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ

ପୁରୀ: ୨୦୨୪ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏନେଇ ଯୋରଦାର ପ୍ରସ୍ତୁତି ଚାଲିଛି କିନ୍ତୁ ୧୨ ତାରିଖରୁ ୫ ଦିନ ଧରି ଚାଲିବ ପ୍ରତିଷ୍ଠା, ହୋମ ଯଜ୍ଞାଦି କାର୍ଯ୍ୟକ୍ରମ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମ ସମୀକ୍ଷା
Read More...

ପ୍ରତାପ ଓ ସଞ୍ଜୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ବଡ ଦାୟିତ୍ବ ଦିଆଯାଇଛି। ଉଭୟ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ
Read More...

କଳାହାଣ୍ଡି ଆଜି ବିକାଶ ଯାତ୍ରାରେ ଆଗକୁ ବଢ଼ିଛି: ମୁଖ୍ୟମନ୍ତ୍ରୀ

କଳାହାଣ୍ଡି : କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ
Read More...

ରାଜଧାନୀରେ ଦୁଇ ଦିନିଆ ଆନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିରଣ ବିଭାଗ ଦ୍ଵାରା ମିଲେଟ ସମ୍ବନ୍ଧୀୟ ଏକ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ। ଭୁବନେଶ୍ବର ଜନତା ମିଇଦାନରେ ନଭେମ୍ବର ୯ ଓ ୧୦ ତାରିଖରେ ଏହି ଆନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠତ ହେବ। ଗତ ବର୍ଷ ଠାରୁ ନଭେମ୍ବର ୧୦ ତାରିଖକୁ
Read More...

ହାତ ଧୋଇବା ଦ୍ୱାରା ସଂକ୍ରମଣକୁ ଦୂର କରିହେବ: ବିଶେଷଜ୍ଞ

ଭୁବନେଶ୍ୱର, ୩୧/୧୦: ସେପ୍‌ସିସ୍ ଯୋଗୁଁ ବିଶ୍ୱରେ ବର୍ଷକୁ ୧ କୋଟି ଲୋକଙ୍କର ମୃତ୍ୟୁ ହେଉଛି । ପ୍ରତି ୧୦୦ ମୃତ୍ୟୁ ମଧ୍ୟରୁ ୩୫ ଟିର କାରଣ ସେପ୍‌ସିସ୍ । ଏହା ପୃଥିବୀରେ ମୃତ୍ୟୁର ତୃତୀୟ ମୁଖ୍ୟ କାରଣ ପାଲଟିଥିବା ବେଳେ ଆଇସିୟୁରେ ପ୍ରଥମ ମୃତ୍ୟୁର କାରଣ ପାଲଟିଛି ଏବଂ ଏହା କୌଣସି ମହାମାରୀ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

ଭୁବନେଶ୍ବର: ଆସନ୍ତାକାଲି କଳାହାଣ୍ଡି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା
Read More...