Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ନଭେମ୍ବର ୨୪ ରୁ ୨୬ ଦ୍ୱିତୀୟ ସୋଆ ସାହିତ୍ୟ ଉତ୍ସବ
ଭୁବନେଶ୍ୱର, ନଭେମ୍ବର ୨୨: ଦେଶର ସାହିତ୍ୟ, ସଂସ୍କୃତି, କଳା, ମଂଚ ଓ ଚଳଚ୍ଚିତ୍ର କ୍ଷେତ୍ରର ପ୍ରାୟ ୨୫୦ ରୁ ଊର୍ଦ୍ଧ୍ୱ ଉଜ୍ଜଳ ତାରକାମାନେ ଏଠାରେ ନଭେମ୍ବର ୨୪ ରୁ ଆରମ୍ଭ ହେଉଥିବା ୩ ଦିନିଆ ସୋଆ ସାହିତ୍ୟ ଉତ୍ସବରେ ଯୋଗ ଦେବେ । ଏହି ଉତ୍ସବରେ ଏହି ବିଶିଷ୍ଟ ବ୍ୟକ୍ତିମାନେ ଭାରତୀୟ କଳା,!-->…
Read More...
Read More...
ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ
ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।
ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ!-->!-->!-->…
Read More...
Read More...
ପବିତ୍ର ଅଁଳା ନବମୀ ଅବସରେ ଓଡିଆଣୀ ବେଶରେ ରାଧାରାଣୀ
ପୁରୀ: ଆଜି ପବିତ୍ର ଅଁଳା ନବମୀରେ ପୁରୀ ସାକ୍ଷୀଗୋପାଳର ସାକ୍ଷୀଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ ନୀତି ଆରମ୍ଭ ହୋଇଯାଇଛି। ରାଧାରାଣୀ ଓଡ଼ିଆଣୀ ବେଶରେ ଓ ଶ୍ରୀକୃଷ୍ଣ ନଟବର ବେଶରେ ସଜ ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଏଥିପାଇଁ ବଡ଼ି ଭୋରରୁ ହଜାର ହଜାର ଶ୍ରଦ୍ଧାଳୁ ଲମ୍ବା ଧାଡ଼ିରେ!-->…
Read More...
Read More...
ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ
ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି
ଭୁବନେଶ୍ବର: ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି । ଅବସର ପାଇଁ ବଂଶଲଙ୍କୁ ରାଜ୍ୟ ସରକାର ଦେଲେ ଅନୁମତି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ ହେଲା ୩୪୯ଟି ନୂଆ ଆମ୍ବୁଲାନ୍ସ
ଭୁବନେଶ୍ଵର: ସ୍ୱାସ୍ଥ୍ୟ ସେବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ ଥର ପାଇଁ ଏତେ ସଂଖ୍ୟକ ଆମ୍ବୁଲାନ୍ସ ରାଜ୍ୟର ମେଡିକାଲ!-->…
Read More...
Read More...
ସୋଆ ଜାଗୋ ପକ୍ଷରୁ ସ୍କୁଲ୍ବ୍ୟାଗ୍ ବଂଟନ
ଭୁବନେଶ୍ୱର,୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ( ଆଇଟିଇଆର୍) ର ଛାତ୍ରଛାତ୍ରୀମାନଙ୍କର ସାମାଜିକ ଦାୟିତ୍ୱବୋଧର ପ୍ରତୀକ “ଜାଗୋ” କ୍ଳବ୍ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବସ୍ତି ଅଂଚଳର ଶିଶୁମାନଙ୍କୁ ସ୍କୁଲ୍ ବ୍ୟାଗ!-->…
Read More...
Read More...
ଆସନ୍ତା କାଲିଠୁ ରୋପ୍ୱେର ମଜା ନେବେ ପର୍ଯ୍ୟଟକ
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନୂତନ ଜ୍ଞାନକୈାଶଳରେ ନିର୍ମିତ ହୋଇଥିବା ରୋପଓ୍ବେକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଲୋକାର୍ପିତ କରିଛନ୍ତି। ଆସନ୍ତାକାଲି ଠାରୁ ପର୍ଯ୍ୟଟକମାନେ ଏହି ସୁବିଧା ନେଇ ପାରିବେ। ଏନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ସରିଛି। ୧୩ କୋଟିରୁ!-->…
Read More...
Read More...
ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର: ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଦାୟିତ୍ୱ ମିଳିବା ପରେ ସୁରେଶ ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ପଦରୁ!-->…
Read More...
Read More...
ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କଲା ଭାରତ
ମୁମ୍ବାଇ: ଚଳିତ ବିଶ୍ବକପରେ ସମସ୍ତ ମ୍ୟାଚ୍ ଜିତିବା ସହ ଫାଇନାଲରେ ପ୍ରବେଶ କରିଛି ଭାରତ। ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇଲା ରୋହିତ ବାହିନୀ । ମହମ୍ମଦ ସାମିଙ୍କ ଘାତ ବୋଲିଂ ଦଳକୁ ବିଜୟର ସ୍ବାଦ ଚଖାଇଛି । ସାମି ୭ଟି ଓ୍ବିକେଟ ଅକ୍ତିଆର କରିଛନ୍ତି ।
ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ!-->!-->!-->…
Read More...
Read More...