Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
Today’s Highlight
ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ମାଟ୍ରିକ ଟିପ୍ସ
ଭୁବନେଶ୍ବର: ଆଗକୁ ମାଟ୍ରିକ ପରୀକ୍ଷା ଆସୁଥିବାବେଳେ କେମିତି ଛାତ୍ରଛାତ୍ରୀ ଚାପମୁକ୍ତ ରହିବେ । କେମିତି ସଫଳତା ହାସଲ କରିବେ, ଏ ନେଇ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି । ଏଥିପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତି କିଭଳି କରିବେ ସେ ନେଇ ମାର୍ଗଦର୍ଶିକାରେ ବିସ୍ତୁତ ଭାବେ!-->…
Read More...
Read More...
ଶିଶୁ ପୁତ୍ରକୁ ମାରିଲା ପରେ ଗାଈକୁ ଖାଇଲା ବାଘ
ନୂଆପଡ଼ା: ଗତକାଲି ୬ ବର୍ଷର ନାବାଳକକୁ ମାରିବା ପରେ ଆଜି ସକାଳେ ଏକ ଗାଈକୁ ଖାଇଛି ବାଘ। ରାତିରେ ଗୁହାଳରେ ପଶି ଗାଈକୁ ମାରି ଦେଇଛି ବାଘ। ଗତକାଲି ଘର ଅଗଣାରୁ ୭ ବର୍ଷର ଶିଶୁପୁତ୍ରକୁ ଝାମ୍ପି ନେଇଥିଲା କଲରା ପତରିଆ ବାଘ । ମୃତକ ହୁମନ୍ ମାଝିଙ୍କ ପୁଅ ଡମ୍ବରୁ ମାଝି । ବାଘ ମୁହଁରୁ ଛୁଆଟିକୁ!-->…
Read More...
Read More...
ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ
ଭୁବନେଶ୍ବର: ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ। ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ସକାଳ ୮ଟା ୪୫ ବେଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି।
ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ!-->!-->!-->…
Read More...
Read More...
ଆଉ ଦୁଇ ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆମ ଓଡ଼ିଶା ନବୀନ ଓଡ଼ିଶାରେ ସାମିଲ ହେଲା ଆଉ ଦୁଇ ଜିଲ୍ଲା । ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ଜିଲ୍ଲାର ୧୧ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ!-->…
Read More...
Read More...
ସୋଆରେ ଏମ୍.ଏସ୍.ସ୍ୱାମୀନାଥନ ସ୍ମାରକୀ ଆଲୋଚନାଚକ୍ର ଆୟୋଜିତ
ଭୁବନେଶ୍ୱର,୩୦/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ (ଆଇଏଏସ୍)ରେ ପ୍ରଖ୍ୟାତ କୃଷି ବୈଜ୍ଞାନିକ ସ୍ୱର୍ଗତଃ ଏମ୍.ଏସ୍.ସ୍ୱାମୀନାଥନ୍ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଓଡ଼ିଶା!-->…
Read More...
Read More...
ଟ୍ରାକ୍ ମରାମତି ପରେ ଚାଲିଲା ଟ୍ରେନ୍
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ଟ୍ରାକରେ ଗଡ଼ିଲା ଟ୍ରେନ୍ । ର୍ଘଟଣାଗ୍ରସ୍ତ ଟ୍ରାକ୍ ମରାମତି ସରିବା ପରେ ଅପ୍ ଲାଇନ୍ରେ ଟ୍ରାଏଲ୍ ରନ୍ ପରେ ଅର୍ଥାତ ଅପରାହ୍ନ ୨ଟା ୩୬!-->…
Read More...
Read More...
ଓଡିଶା-ଆନ୍ଧ୍ର ସୀମାରେ ୩ଟି ଟ୍ରେନ୍ ଭିତରେ ଦୁର୍ଘଟଣା
ଆନ୍ଧ୍ରପ୍ରଦେଶ: ଗୋଟିଏ ଟ୍ରାକ୍ରେ ଆସୁଥିବା ବେଳେ ଦୁଇ ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଆନ୍ଧ୍ରପ୍ରଦେଶରେ ଘଟିଛି। ଏଥିରେ ବହୁ ଯାତ୍ରା ଗୁରୁତର ଆହତ ହୋଇଛନ୍ତି। ଦୁଇ ପାସେଞ୍ଜର ଟ୍ରେନ୍ଟି ଓଡ଼ିଶା ଆସୁଥିବା!-->…
Read More...
Read More...
ଜାନୁଆରି ପହିଲା ୨୦୨୪ ରେ ମେଟ୍ରୋ ରେଳ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କଟକ ଭୁବନେଶ୍ବର କୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍
ଭୋର୍ ୪-୩୦ ରେ ମେଟ୍ରୋ ରେଳ ଷ୍ଟେସନ ଟରମିନାଲ ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ ଡିପୋ ବୁଲି ଦେଖିଲେ ପାଣ୍ଡିଆନ୍
ଆଗାମୀ!-->!-->!-->!-->!-->…
Read More...
Read More...
ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ
ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।
ସ୍ୱରୂପ !-->!-->!-->…
Read More...
Read More...
ବଦଳିଲେ କଟକ ଜିଲ୍ଲାପାଳ
ଭୁବନେଶ୍ବର: ଭବାନୀ ଶଙ୍କର ଚଇନିଙ୍କୁ କଟକ ଜିଲ୍ଲାପାଳ ପଦରୁ ବଦଳି କରାଯାଇ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ସେହିଭଳି କଟକର ନୂଆ ଜିଲ୍ଲାପାଳ ଭାବେ ନରହରି ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ଭବାନୀ ଶଙ୍କରଙ୍କ ବଦଳରେ କଟକର ନୂଆ ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ!-->…
Read More...
Read More...