ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

Today’s Highlight

ଆନ୍ଦୋଳନକୁ ସ୍ଥଗିତ ରଖିଲା ପରିବା ବ୍ୟବସାୟୀ ସଂଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘ। ଲକ୍ଷ୍ମୀ ପୂଜା ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖିଲା ସଂଘ। ଗତକାଲି ମଧ୍ୟ ବିଧାୟକ, ଡେପୁଟି କମିଶନର, ଜୋନ ଏସପି ଓ ପରିବା ସଂଘକୁ ନେଇ ହୋଇଥିଲା ଆଲୋଚନା। ରାଜଧାନୀ କଞ୍ଚା ପନିପରିବା ମହାଜନ ସଂଘର ଦାବିକୁ ନେଇ
Read More...

ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

କେନ୍ଦୁଝର: କେନ୍ଦୁଝରରେ ଥିବା ଏକ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଲେ । ଘଟଣାସ୍ଥଳରେ ପୁଲିସ ଓ ଫୋରେନସିକ ଟିମ ପହଞ୍ଚି ଛାନଭିନ ଆରମ୍ଭ କରିଛି। ସୂଚନାନୁସାର; ଗତକାଲି ରାତିରେ ୪ ଜଣ ବନ୍ଧୁକଧାରୀ ବାଂଶପାଳ ବ୍ଲକ
Read More...

ପୂଜା ପାଇଁ ରାଜଧାନୀ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର: ଦଶହରା ପୂଜା ପାଇଁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଜଧାନୀର ୧୮୮ ଟି ସ୍ଥାନରେ ଦୁର୍ଗାପୂଜା ହେବ। ୨୦ ରୁ ୨୫ ଅକ୍ଟୋବର ଯାଏଁ ପୁଲିସ ଛାଉଣୀରେ ରାଜଧାନୀ
Read More...

ଭିଜିଲାନ୍ସ ଜାଲରେ ପାଳଲହଡ଼ାର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ପାଣି

ଭୁବନେଶ୍ୱର:  ଭିଜିଲାନ୍ସ ଜାଲରେ ପାଳଲହଡ଼ା ଜେଇ।। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଗ୍ର ଶିକ୍ଷା ଅଭିଯାନ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଅନୁଗୁଳ ପାଲଲହଡ଼ାରେ କାର୍ଯ୍ୟରତ ଅଛନ୍ତି ଜେଇ ପ୍ରସନ୍ନ ପାଣି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ
Read More...

ସୋଆ କୃଷି ମହାବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲଚରାଲ ସାଇନ୍‌ସେସ୍ (ଆଇଏଏସ)ର ନବାଗତ ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ନିମନ୍ତେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସୋଆ କୁଳପତି ପ୍ରଫେସର
Read More...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ

୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ପରେ ଲୋକଙ୍କ ଜମି ସମସ୍ୟାର ସମାଧାନ ପାଇଁ ଫିଟିଲା ରାସ୍ତାସିକିମ୍‌ ରୟତ ମାନଙ୍କ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି; ଉପକୃତ ହେବେ କଟକ, ପୁରୀ ଓ ବାଲେଶ୍ବରର ୨ ଲକ୍ଷ ଚାଷୀରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ
Read More...

ସୋଆ ଓଏନ୍‌ଆଇଟି–ୱାରଙ୍ଗଲ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍‌ନୋଲୋଜି, ୱାରଙ୍ଗଲ୍ (ଏନ୍‌ଆଇଟି-ଡବ୍ଲୁ) ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ଏତଦ୍ ସଂଲଗ୍ନ
Read More...

ଇଣ୍ଡିଆନ୍ ଆଇଡଲ ମଞ୍ଚରେ ଆଉ ଜଣେ ଓଡିଆ ପୁଅ

ଭୁବନେଶ୍ୱର: ଇଣ୍ଡିଆନ ଆଇଡଲ ପ୍ଲାଟଫର୍ମରେ ଚମକୁଛନ୍ତି ଓଡ଼ିଆ ପୁଅ । ଅଡିସନରେ ଗୋଲ୍ଡେନ ଟିକେଟ ହାତେଇଛନ୍ତି ବଲାଙ୍ଗୀରର ଅଜୟ ଅମର ସିଂଦେଓ । ବାପା ସଂଗୀତ ଗୁରୁ ଦିଲ୍ଲୀପ ସିଂହଦେଓ । ପୁଅ ଅଜୟକୁ ପିଲା ଦିନରୁ ହିଁ ସଂଗୀତ ଶିକ୍ଷା ଦେଇଥିଲେ। ଅଳ୍ପ ବୟସରୁ ଅଜୟ ପାଇଛନ୍ତି ଅନେକ ସମ୍ମାନ ।
Read More...

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ
Read More...

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କଙ୍କୁ ମିଳିବ ଦୀପାବଳି ବୋନସ। ଘୋଷଣା କରିଛନ୍ତି ମୋଦି ସରକାର। ଗ୍ରୁପ ବି ଏବଂ ଗ୍ରୁପ ସି ବର୍ଗର କର୍ମଚାରୀଙ୍କୁ ମିଳିବ ଲାଭ। ଦିପାବଳୀ ପୂର୍ବରୁ ସରକାର ମଙ୍ଗଳବାର ଦିନ ବୋନସ ଘୋଷଣା କରିଛନ୍ତି। ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ବର୍ଗର କର୍ମଚାରୀମାନେ
Read More...