Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ଓଡିଶା-ଆନ୍ଧ୍ର ସୀମାରେ ୩ଟି ଟ୍ରେନ୍ ଭିତରେ ଦୁର୍ଘଟଣା
ଆନ୍ଧ୍ରପ୍ରଦେଶ: ଗୋଟିଏ ଟ୍ରାକ୍ରେ ଆସୁଥିବା ବେଳେ ଦୁଇ ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଆନ୍ଧ୍ରପ୍ରଦେଶରେ ଘଟିଛି। ଏଥିରେ ବହୁ ଯାତ୍ରା ଗୁରୁତର ଆହତ ହୋଇଛନ୍ତି। ଦୁଇ ପାସେଞ୍ଜର ଟ୍ରେନ୍ଟି ଓଡ଼ିଶା ଆସୁଥିବା!-->…
Read More...
Read More...
ଜାନୁଆରି ପହିଲା ୨୦୨୪ ରେ ମେଟ୍ରୋ ରେଳ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କଟକ ଭୁବନେଶ୍ବର କୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍
ଭୋର୍ ୪-୩୦ ରେ ମେଟ୍ରୋ ରେଳ ଷ୍ଟେସନ ଟରମିନାଲ ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ ଡିପୋ ବୁଲି ଦେଖିଲେ ପାଣ୍ଡିଆନ୍
ଆଗାମୀ!-->!-->!-->!-->!-->…
Read More...
Read More...
ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ
ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।
ସ୍ୱରୂପ !-->!-->!-->…
Read More...
Read More...
ବଦଳିଲେ କଟକ ଜିଲ୍ଲାପାଳ
ଭୁବନେଶ୍ବର: ଭବାନୀ ଶଙ୍କର ଚଇନିଙ୍କୁ କଟକ ଜିଲ୍ଲାପାଳ ପଦରୁ ବଦଳି କରାଯାଇ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ସେହିଭଳି କଟକର ନୂଆ ଜିଲ୍ଲାପାଳ ଭାବେ ନରହରି ସେଠୀଙ୍କୁ ନୂଆ ଦାୟିତ୍ୱ ମିଳିଛି । ଭବାନୀ ଶଙ୍କରଙ୍କ ବଦଳରେ କଟକର ନୂଆ ଜିଲ୍ଲାପାଳ ଦାୟିତ୍ୱ ତୁଲାଇବେ!-->…
Read More...
Read More...
ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି!-->…
Read More...
Read More...
୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ
ଭୁବନେଶ୍ବର: ଆଜି ରାତିରୁ ଚାଲିବ ବସ୍ । ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ଏନେଇ ପ୍ରେସମିଟ୍ କରି ସଂଘ ସୂଚନା ଦେଇଛି । ତେବେ ରାଜ୍ୟରେ ଘରୋଇ ବସ୍ ଚାଲିବା ନେଇ ଦୀର୍ଘ ସମୟ ହେଲା ବୈଠକ ବସିଥିଲା । ବୈଠକ ପରେ ସଂଘ ସାମ୍ବାଦିକ ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା ଦେଇଛି।
ତେବେ!-->!-->!-->…
Read More...
Read More...
ସୋଆ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ
ଭୁବନେଶ୍ୱର, ୨୦/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗୁରୁବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ନବୀନ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି ପାଇଛି। ଜୁଲାଇ!-->…
Read More...
Read More...
ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ
ପୁଣେ: ବାଂଲାଦେଶ ବିପକ୍ଷରେ ଭାରତର ବିଜୟ। ଗୁରୁବାର ପୁଣେରେ ଅନୁଷ୍ଠିତ ବିଶ୍ବକପର ଏକ ମ୍ୟାଚରେ ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୬ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ୬୫ତମ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ବିଭାଗର ୧୬ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ମନ୍ତ୍ରିମଣ୍ଡଳର ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ!-->…
Read More...
Read More...