Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ନ୍ୟାସ୍ନାଲ୍ ଗେମ୍ସରେ ପ୍ରତିନିଧିତ୍ୱ କରିବେ ସୋଆର ଫ୍ୟାକଲ୍ଟି ଓ ଦୁଇ ଛାତ୍ରୀ
ଭୁବନେଶ୍ୱର, ୧୯/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଜଣେ ଫ୍ୟାକଲ୍ଟି ଓ ଦୁଇ ଜଣ ଛାତ୍ରୀ ଆସନ୍ତା ଅକ୍ଟୋବର ୨୫ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଗୋଆ ଠାରେ ଆୟୋଜିତ ହେବାକୁ ଥିବା ୩୭ତମ ନ୍ୟାସ୍ନାଲ୍ ଗେମ୍ସରେ ମିନି ଗଲ୍ଫ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିବେ । ଏହି!-->…
Read More...
Read More...
ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବସ୍ ଧର୍ମଘଟ
ଭୁବନେଶ୍ବର: ଅକ୍ଟୋବର ୨୦ ତାରିଖ ଅର୍ଥାତ ଆସନ୍ତାକାଲିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟରେ ଘରୋଇ ଯାତ୍ରୀବାହୀ ବସ୍ ସେବା ବନ୍ଦ ରହିବ। ସକାଳ ୬ଟାରୁ ଘରୋଇ ବସ୍ ଧର୍ମଘଟ ହେବ। ତେବେ ରାଜ୍ୟ ସରକାର ବସ୍ ମାଲିକ ସଂଘକୁ କୌଣସି ପ୍ରକାର ଲିଖିତ ପ୍ରତିଶ୍ରୁତି ଦେଇନଥିବାରୁ ବସ୍ ମାଲିକ!-->…
Read More...
Read More...
ଏଣିକି କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ
ଭୁବନେଶ୍ବର: ଏଣିକି ଆଉ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍!-->…
Read More...
Read More...
ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର!-->…
Read More...
Read More...
ଆନ୍ଦୋଳନକୁ ସ୍ଥଗିତ ରଖିଲା ପରିବା ବ୍ୟବସାୟୀ ସଂଘ
ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ରାଜଧାନୀ କଞ୍ଚା ପରିବା ବ୍ୟବସାୟୀ ମହାସଂଘ। ଲକ୍ଷ୍ମୀ ପୂଜା ପର୍ଯ୍ୟନ୍ତ ଆନ୍ଦୋଳନକୁ ସ୍ଥଗିତ ରଖିଲା ସଂଘ। ଗତକାଲି ମଧ୍ୟ ବିଧାୟକ, ଡେପୁଟି କମିଶନର, ଜୋନ ଏସପି ଓ ପରିବା ସଂଘକୁ ନେଇ ହୋଇଥିଲା ଆଲୋଚନା। ରାଜଧାନୀ କଞ୍ଚା ପନିପରିବା ମହାଜନ ସଂଘର ଦାବିକୁ ନେଇ!-->…
Read More...
Read More...
ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
କେନ୍ଦୁଝର: କେନ୍ଦୁଝରରେ ଥିବା ଏକ ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ୫ ରାଉଣ୍ଡ ଗୁଳି ଫୁଟାଇ ୫ ଲକ୍ଷ ଟଙ୍କା ଲୁଟିନେଲେ । ଘଟଣାସ୍ଥଳରେ ପୁଲିସ ଓ ଫୋରେନସିକ ଟିମ ପହଞ୍ଚି ଛାନଭିନ ଆରମ୍ଭ କରିଛି।
ସୂଚନାନୁସାର; ଗତକାଲି ରାତିରେ ୪ ଜଣ ବନ୍ଧୁକଧାରୀ ବାଂଶପାଳ ବ୍ଲକ!-->!-->!-->…
Read More...
Read More...
ପୂଜା ପାଇଁ ରାଜଧାନୀ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର: ଦଶହରା ପୂଜା ପାଇଁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଜଧାନୀର ୧୮୮ ଟି ସ୍ଥାନରେ ଦୁର୍ଗାପୂଜା ହେବ। ୨୦ ରୁ ୨୫ ଅକ୍ଟୋବର ଯାଏଁ ପୁଲିସ ଛାଉଣୀରେ ରାଜଧାନୀ!-->…
Read More...
Read More...
ଭିଜିଲାନ୍ସ ଜାଲରେ ପାଳଲହଡ଼ାର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ପାଣି
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପାଳଲହଡ଼ା ଜେଇ।। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମଗ୍ର ଶିକ୍ଷା ଅଭିଯାନ କନିଷ୍ଠ ଯନ୍ତ୍ରୀଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଅନୁଗୁଳ ପାଲଲହଡ଼ାରେ କାର୍ଯ୍ୟରତ ଅଛନ୍ତି ଜେଇ ପ୍ରସନ୍ନ ପାଣି । ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ!-->…
Read More...
Read More...
ସୋଆ କୃଷି ମହାବିଦ୍ୟାଳୟର ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲଚରାଲ ସାଇନ୍ସେସ୍ (ଆଇଏଏସ)ର ନବାଗତ ପ୍ରଥମ ବର୍ଷ ସ୍ନାତକ ଓ ସ୍ନାତକୋତର ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ନିମନ୍ତେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସୋଆ କୁଳପତି ପ୍ରଫେସର!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ
୫-ଟି ସଚିବ ଶ୍ରୀ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ପରେ ଲୋକଙ୍କ ଜମି ସମସ୍ୟାର ସମାଧାନ ପାଇଁ ଫିଟିଲା ରାସ୍ତାସିକିମ୍ ରୟତ ମାନଙ୍କ ଜମି ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି; ଉପକୃତ ହେବେ କଟକ, ପୁରୀ ଓ ବାଲେଶ୍ବରର ୨ ଲକ୍ଷ ଚାଷୀରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ!-->…
Read More...
Read More...