Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍ଆଇ ସହ ଲିଙ୍କ୍: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ
Browsing Category
Today’s Highlight
ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗସ୍ତକାଳୀନ ସମୟରେ କୁଆଲାଲମ୍ପୁରରେ ପ୍ରଧାନମନ୍ତ୍ରୀ ମାଲେସିଆର ପ୍ରଧାନମନ୍ତ୍ରୀ ଅନ୍ୱାର ଇବ୍ରାହିମ୍ଙ୍କ ସହ ବିସ୍ତୃତ ଦ୍ୱିପକ୍ଷୀୟ ଆଲୋଚନା କରିଥିଲେ। ଏଥିରେ!-->…
Read More...
Read More...
ଟ୍ରକ୍-କାର ମୁହାଁମୁହିଁ ଧକ୍କା
ନ୍ୟୁଜ୍ ବ୍ୟୁରୋ: ଚିକିତ୍ସା ପାଇଁ ରୋଗୀକୁ ଡାକ୍ତରଖାନା ନେବା ବେଳେ ଜାତୀୟ ରାଜପଥରେ କାର ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟି ଚାଲିଗଲା ୨ ଜୀବନ। ଏହି ଦୁର୍ଘଟଣାରେ ଆଉ ୫ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଆଜି ଭୋର ସମୟରେ ଆନ୍ଧ୍ର ପ୍ରଦେଶର!-->…
Read More...
Read More...
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ଵର: ରାଜ୍ୟରେ ୪୧ ଥାନାରେ ପୁନଃ ସ୍ଥାପନ ହେବ ସିସିଟିଭି କ୍ୟାମେରା। ଏନେଇ ନିର୍ଦ୍ଦେଶ ଦେଲେ ସର୍ବୋଚ୍ଚ ନ୍ୟାୟାଳୟ। ଅଧିକାଂଶ ଥାନାରେ ସିସି କ୍ୟାମେରା ଲାଗିଛି, ହେଲେ ଏହାର ମରାମତି କିମ୍ବା ନିୟନ୍ତ୍ରଣ କକ୍ଷ ନାହିଁ। ଯେଉଁ କାରଣରୁ ରାଜଧାନୀର ଥାନାରେ ଲାଗିଥିବା କ୍ୟାମେରା!-->…
Read More...
Read More...
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲ୍ରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ସେ ନିଜକୁ ନିର୍ଦ୍ଦୋଷ ଦାବି କରିବା ସହ “ମୋତେ ଉଦ୍ଦେଶ୍ୟମୂଳକ ଭାବେ ଫସାଇ ଦିଆଯାଇଛି” ବୋଲି କହିଛନ୍ତି। ଆଜି ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ!-->…
Read More...
Read More...
୧୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ଗଜପତି: ମୋହନା ଜରଉ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଗଜପତି ଜିଲ୍ଲାର ମୋହନା ଥାନା ଜରଉ ଗାଁ ନିକଟରେ ରବିବାର ଏକ ପିକ୍ଅପ୍ ଭ୍ୟାନ ରାସ୍ତାରୁ ପ୍ରାୟ ୧୦ ଫୁଟ୍ ତଳକୁ ଖସି ପଡ଼ିବାରୁ ୧୭ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୫ ଜଣ ମହିଳା ଓ ୩ ଜଣ ଶିଶୁ ଅଛନ୍ତି। ଆହତଙ୍କ ମଧ୍ୟରୁ ୯ ଜଣଙ୍କ!-->…
Read More...
Read More...
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି
୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ
ନ୍ୟୁଜ୍ ବ୍ୟୁରୋ: ଭାରତୀୟ ବାୟୁସେନାର ଯୁଦ୍ଧ କ୍ଷମତାକୁ ଆହୁରି ମଜବୁତ କରିବା ପାଇଁ ଭାରତ ଫ୍ରାନ୍ସ ଠାରୁ ଆଉ ୧୧୪ଟି ରାଫେଲ ଫାଇଟର ଜେଟ୍ କିଣିବା ପ୍ରସ୍ତୁତି ଆରମ୍ଭ କରିଛି। ଚଳିତ ମାସ ଶେଷରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ଭାରତ!-->!-->!-->…
Read More...
Read More...
ରାଜ୍ୟରେ ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ
ଭୁବନେଶ୍ବର: ରାଜ୍ୟରେ ଖୁବ୍ଶୀଘ୍ର ନୂଆ ଅବକାରୀ ଆଇନ ଲାଗୁ ହେବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ଏହି ଆଇନକୁ ଅନୁପାଳନ କରାଯିବ ବୋଲି ସେ କହିଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ‘ନିଶାମୁକ୍ତ!-->!-->!-->…
Read More...
Read More...
ମାର୍ଚ୍ଚ ୧୪କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି
ଭୁବନେଶ୍ବର: ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦର ଯାଞ୍ଚ କରୁଥିବା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍ ଏହି ମାମଲାରେ ଶୁଣାଣିକୁ ମାର୍ଚ୍ଚ ୧୪ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଥିବା ସୂଚନା ମିଳିଛି।
ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ!-->!-->!-->…
Read More...
Read More...
୯ ହଜାର ବୋତଲ କଫ ସିରଫ ଜବତ, ଜଣେ ଗିରଫ
ସୋନପୁର: ସୋନପୁର ପୁଲିସକୁ ବଡ ସଫଳତା। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ସାହାଜବାହାଲ ଗାଁ ନିକଟରୁ ବିପୁଳ ପରିମାଣର କଫ ସିରଫ ଜବତ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଥିବାବେଳେ, ଆଉ ୩ ଜଣ ଫେରାର ହୋଇଯାଇଛନ୍ତି।
୨ଟି ଗାଡ଼ିରେ କଫ ସିରଫ ଚାଲାଣ!-->!-->!-->…
Read More...
Read More...
ନମାଜ ସମୟରେ ଇସଲାମାବାଦ ମସଜିଦରେ ବିସ୍ଫୋରଣ; ୫୦ରୁ ଅଧିକ ମୃତ୍ୟୁ
ଇସଲାମାବାଦ: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଶୁକ୍ରବାର ନମାଜ ସମୟରେ ଏକ ମସଜିଦରେ ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଯେଉଁଥିରେ ୫୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୭୦ରୁ ଅଧିକ ଆହତ ହୋଇଛନ୍ତି ଏବଂ ସେମାନଙ୍କୁ ନିକଟବର୍ତ୍ତୀ ୩ଟି ହସ୍ପିଟାଲରେ ଭର୍ତ୍ତି!-->…
Read More...
Read More...