Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
Today’s Highlight
ପୂଜା ପାଇଁ ବିଏମସି ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର: ଶାରଦୀୟ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ଶେଷ କରିବା ପାଇଁ ବିଏମସି ପକ୍ଷରୁ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଟିତ ହୋଇଯାଇଛି । ବୈଠକରେ ରାଜଧାନୀର ୧୮୫ଟି ପୂଜା ମଣ୍ଡପର ସଭାପତି, ସମ୍ପାଦକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଭୁବନେଶ୍ବର ମେୟର ସୁଲୋଚନା!-->…
Read More...
Read More...
ଅକ୍ଟୋବର ୧୪ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ମୟୁରଭଞ୍ଜ: ଚଳିତ ମାସ ଅକ୍ଟୋବର ୧୪ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବିଶ୍ୱ ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ ତଥା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟ ପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନି ଶନିବାର!-->…
Read More...
Read More...
ଭାରତୀୟ ହକି ଟିମର ପ୍ରତି ଖେଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଏସିଆନ ଗେମ୍ସରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ପ୍ରତି ଖୋଳାଳିଙ୍କ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖେଳାଳିଙ୍କ ସହ ଦଳର ଅନ୍ୟ ସପୋର୍ଟ ଷ୍ଟାଫଙ୍କ ଲାଗି ମଧ୍ୟ ୫ ଲକ୍ଷ ଟଙ୍କା!-->…
Read More...
Read More...
ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୨୨ ଗବେଷକ
ଭୁବନେଶ୍ୱର, ୦୬/୧୦: ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୨ ଜଣ ବିଶିଷ୍ଟ ଗବେଷକ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି । ୨୦୨୩ ନିମନ୍ତେ ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ ଆଧାରକୁ ନେଇ!-->…
Read More...
Read More...
ସିଆଲୋଏଣ୍ଡୋସ୍କୋପି ମାଧ୍ୟମରେ ଲାଳଗ୍ରନ୍ଥିରେ ଥିବା ବ୍ୟାଧିର ଚିକିତ୍ସା କଲେ ସମ୍ ସର୍ଜନ
ଭୁବନେଶ୍ୱର, ୦୬/୧୦: ଅତ୍ୟାଧୁନିକ ଚିକିତ୍ସା ପଦ୍ଧତି ସିଆଲୋଏଣ୍ଡୋସ୍କୋପି ଯାହାକି ଏକ ମିନିମାଲି ଇନ୍ଭାସିଭ ପ୍ରକ୍ରିୟା ତାହା ମାଧ୍ୟମରେ ଜଣେ ଯୁବକଙ୍କର ଲାଳଗ୍ରନ୍ଥିରେ ସମସ୍ୟାର ପରୀକ୍ଷଣ ଓ ଚିକିତ୍ସା କରି ତାଙ୍କର ସବ୍ମାଣ୍ଡିବୁଲାର ଡକ୍ଟରୁ ୨୭ଟି ପଥର କାଢ଼ିବାରେ ସଫଳ ହୋଇଛନ୍ତି ସମ୍!-->…
Read More...
Read More...
ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ରଚିଛି ତାଣ୍ଡବ
ସିକିମ: ପ୍ରବଳ ବର୍ଷା ଯୋଗୁ ସିକିମରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟା ବିଭୀଷିକା ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେନା ଓ ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି । ନିଖୋଜ ଯବାନଙ୍କୁ ଖୋଜିବା କାର୍ଯ୍ୟ ଜାରି ରହିଛି । ସେପଟେ ସିକିମ ବନ୍ୟାରେ ମୋଟ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା!-->…
Read More...
Read More...
ମାଓ ଦମନ ନେଇ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ
ନୂଆଦିଲ୍ଲୀ: ଦିଲ୍ଲୀରେ ମାଓ ଦମନ ଉପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ମାଓ ଦମନ କ୍ଷେତ୍ରରେ ଓଡ଼ିଶା ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ବଖାଣିଥିଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ତା ସହିତ ୧୦ଟି ମାଓ ପ୍ରଭାବିତ!-->…
Read More...
Read More...
ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର
ନୂଆଦିଲ୍ଲୀ: ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିରୋଧରେ ଲଢ଼ିଥିବା ନର୍ଗିସ ମହମ୍ମଦୀଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର। ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବିରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ!-->…
Read More...
Read More...
ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ଡେଣ୍ଟାଲ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଛାତ୍ରୀ ଜଣଙ୍କ ଭୁବନେଶ୍ୱରର ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି।
!-->!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ
ନୂଆଦିଲ୍ଲୀ: କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରହିଥିବା ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ। ଆରବିଆଇର ମନିଟାରୀ ପଲିସି କମିଟି ବୈଠକ ପରେ ରେପୋ ରେଟକୁ ପୂର୍ବଭଳି ୬.୫ପ୍ରତିଶତରେ!-->…
Read More...
Read More...