Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ସୋଆ ଓଏନ୍ଆଇଟି–ୱାରଙ୍ଗଲ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ
ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ନ୍ୟାସ୍ନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ୱାରଙ୍ଗଲ୍ (ଏନ୍ଆଇଟି-ଡବ୍ଲୁ) ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ଏତଦ୍ ସଂଲଗ୍ନ!-->…
Read More...
Read More...
ଇଣ୍ଡିଆନ୍ ଆଇଡଲ ମଞ୍ଚରେ ଆଉ ଜଣେ ଓଡିଆ ପୁଅ
ଭୁବନେଶ୍ୱର: ଇଣ୍ଡିଆନ ଆଇଡଲ ପ୍ଲାଟଫର୍ମରେ ଚମକୁଛନ୍ତି ଓଡ଼ିଆ ପୁଅ । ଅଡିସନରେ ଗୋଲ୍ଡେନ ଟିକେଟ ହାତେଇଛନ୍ତି ବଲାଙ୍ଗୀରର ଅଜୟ ଅମର ସିଂଦେଓ । ବାପା ସଂଗୀତ ଗୁରୁ ଦିଲ୍ଲୀପ ସିଂହଦେଓ । ପୁଅ ଅଜୟକୁ ପିଲା ଦିନରୁ ହିଁ ସଂଗୀତ ଶିକ୍ଷା ଦେଇଥିଲେ। ଅଳ୍ପ ବୟସରୁ ଅଜୟ ପାଇଛନ୍ତି ଅନେକ ସମ୍ମାନ ।!-->…
Read More...
Read More...
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ!-->…
Read More...
Read More...
କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ
ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କଙ୍କୁ ମିଳିବ ଦୀପାବଳି ବୋନସ। ଘୋଷଣା କରିଛନ୍ତି ମୋଦି ସରକାର। ଗ୍ରୁପ ବି ଏବଂ ଗ୍ରୁପ ସି ବର୍ଗର କର୍ମଚାରୀଙ୍କୁ ମିଳିବ ଲାଭ। ଦିପାବଳୀ ପୂର୍ବରୁ ସରକାର ମଙ୍ଗଳବାର ଦିନ ବୋନସ ଘୋଷଣା କରିଛନ୍ତି। ଗ୍ରୁପ୍ ବି ଏବଂ ଗ୍ରୁପ୍ ସି ବର୍ଗର କର୍ମଚାରୀମାନେ!-->…
Read More...
Read More...
ସୋଆ ଏନ୍ଏସ୍ଏସ୍ର ମେଗା ଓରିଏଂଟେସନ୍ କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ନ୍ୟାସ୍ନାଲ୍ ସର୍ଭିସ୍ ସ୍କିମ୍ (ଏନ୍ଏସ୍ଏସ୍) ଶାଖା ପକ୍ଷରୁ ମଙ୍ଗଳବାର ଏକ ମେଗା ଓରିଏଂଟେସନ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ବିଶ୍ୱବିଦ୍ୟାଳୟ ସ୍ତରୀୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ!-->…
Read More...
Read More...
କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…
Read More...
Read More...
ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ସିନେପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ
ନୂଆଦିଲ୍ଲୀ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ୨୦୨୩ ଆଜି ଅନୁଷ୍ଠିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ବିଭିନ୍ନ ବର୍ଗରେ ମନୋନିତ ସିନେପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି। ଅଗଷ୍ଟ ମାସରେ ବିଜେତାଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆଜି!-->…
Read More...
Read More...
ଇଣ୍ଡିଆନ ଆଇଡଲରେ ଓଡିଆ ପୁଅ ଡାକ୍ତର ରୋହନ ବିଶ୍ୱାଳ
ଭୁବନେଶ୍ୱର: ପ୍ରଖ୍ୟାତ ରିଏଲିଟି ଟିଭି ସୋ ଇଣ୍ଡିଆନ ଆଇଡଲରେ ଓଡିଶା ମାଟିର ପୁଅ ଡାକ୍ତର ରୋହନ ବିଶ୍ୱାଳ । କହିଲେ , ସଂଙ୍ଗୀତ ହେଉଛି ମୋ ଜୀବନ , ପେଶା ହେଉଛି ଡାକ୍ତର । କୁନି କୁନି ପିଲାଙ୍କୁ ଟ୍ରିଟମେଣ୍ଟ୍ କଲା ବେଳେ ଗୀତ ଗାଇ ସେମାନଙ୍କୁ ମନୋରଞ୍ଜନ କରେ ।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର।!-->…
Read More...
Read More...
ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ
ବ୍ରହ୍ମପୁର: ବ୍ରହ୍ମପୁରରେ ଖୋଲିଲା ରକ୍ ଗାର୍ଡନ । ଆଜି ଠାରୁ ଏହି ଗାର୍ଡନରେ ପରିସରରେ ଶିଶୁଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ମାନେ ଏଠାରେ ବୁଲିବା ସହ ଏହାର ମଜା ନେଇପାରିବେ । ସର୍ବସାଧାରଣଙ୍କ ପାଇଁ ଖୋଲଯାଇଥିବା ଏହି ପାର୍କ ଦେଶର ଦ୍ଵିତୀୟ ରକ୍ ଗାର୍ଡେନ ବୋଲି!-->…
Read More...
Read More...