ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

Today’s Highlight

ଏଣିକି ୬୦୦ ଟଙ୍କାରେ ମା ମାନେ ପାଇବେ ରୋଷେଇ ଗ୍ୟାସ

ନୂଆଦିଲ୍ଲୀ: ପାର୍ବଣରେ ମାଆ ମାନଙ୍କୁ ଖୁସି କରାଇଲେ ମୋଦି। ପୁଣି ୧୦୦ ଟଙ୍କା ଶସ୍ତା ହେଲା ଉଜ୍ଜ୍ଵଳା ଗ୍ୟାସ ସିଲିଣ୍ଡର। ଏଣିକି ୬୦୦ ଟଙ୍କାରେ ମା ମାନେ ପାଇବେ ରୋଷେଇ ଗ୍ୟାସ। ରାଜ୍ୟବ୍ୟାପୀ ଗରିବ ମହିଳାଙ୍କ ମଧ୍ୟରେ ଖୁସିର ଲହରି। ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ
Read More...

ଆଇସିୟୁରେ ବାଜିବ ଭଜନ

କଟକ: ଏଣିକି ହସ୍ପିଟାଲ ଆଇସିୟୁରେ ବାଜିବ ଭଜନ। ଏହାସହ ବାଜିବ ମଧୂର ଯନ୍ତ୍ର ସଙ୍ଗୀତ। ଆଇସିୟୁରେ ଥିବା ରୋଗୀଙ୍କ ମାନସିକ ଚାପ ପକାଇବା ପାଇଁ ୨୪ଘଂଟା ଇନଷ୍ଟ୍ରୁମେଂଟାଲ ମ୍ୟୁଜିକ୍ ଓ ଭକ୍ତି ସଙ୍ଗୀତ ବାଜିବ । ମେଡିକାଲ କର୍ତୃପକ୍ଷଙ୍କ ଏହି ପଦକ୍ଷେପ ଦ୍ୱାରା ରୋଗୀଙ୍କ ମନୋବଳ ବଢିବ ଓ ରୋଗୀ
Read More...

ଏଥର ପୂଜାରେ ମେଲୋଡି ପ୍ରୋଗ୍ରାମ ରାତି ୧୦ ଟା ନୁହେଁ ୧୨ଟା

ଭୁବନେଶ୍ୱର: ଆଗକୁ ରହିଛି ଦୁର୍ଗାପୂଜା। ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏନେଇ ଭୁବନେଶ୍ୱରରେ ଦୁର୍ଗାପୂଜା, ରାବଣପୋଡ଼ି, ଭସାଣି ଉତ୍ସବ ପାଇଁ କମିଶନରେଟ୍ ପୋଲିସ ସହ ପୂଜା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପୂଜା ସମୟରେ ଆଇନଶୃଙ୍ଖଳା
Read More...

ରିପୋର୍ଟ କହିଲା ପୁଅ ନୁହେଁ ହୋଇଥିଲା ଝିଅ

ଭୁବନେଶ୍ବର: ରିପୋର୍ଟରୁ ସ୍ପଷ୍ଟ ହେଲା ପୁଅ ନୁହେଁ ହୋଇଥିଲା ଝିଅ । ରାଜଧାନୀ କ୍ୟାପିଟାଲ ମେଡିକାଲରେ ଘଟିଥିବା ଶିଶୁ ଅଦଳବଦଳ ଅଭିଯୋଗ ଘଟଣା ନେଇ ଡିଏନ୍‌ଏ ରିପୋର୍ଟ ଆସିଛି । ଡିଏନ୍‌ଏ ରିପୋର୍ଟରୁ ସ୍ପଷ୍ଟ ହୋଇଛି ଯେ, ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ବାଳଙ୍କ ପୁଅ ହୋଇ ନଥିଲା । ବରଂ
Read More...

ପ୍ରାଣୀଜଗତ ଉପରେ ବି ପଡ଼ୁଛି ଜଳବାୟୁ ପରିବର୍ତନର ପ୍ରଭାବ

ଭୁବନେଶ୍ୱର: ଏକ ସୁରକ୍ଷିତ ପୃଥିବୀ ନିମନ୍ତେ ଧ୍ୱଂସ ସାଧନ ଓ ପ୍ରଦୂଷଣ ବିନା ବିକାଶ ବର୍ତମାନ ସମୟର ସବୁଠାରୁ ବଡ଼ ଆବଶ୍ୟକତା ବୋଲି ବିଶିଷ୍ଟ ଜୀବବିଜ୍ଞାନୀ ପ୍ରଫେସର ଆଦିତ୍ୟ ପ୍ରସାଦ ଦାଶ ମତ ପ୍ରକାଶ କରିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ଅବସରରେ
Read More...

ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ : ଆପ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପରେ ଏବେ ସଞ୍ଜୟ ସିଂଙ୍କୁ ଗିରଫ କରିଛି ଇଡି । ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ କରାଯାଇଥିବା କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଆମ୍
Read More...

ଚାଇନାରେ ଚମକିଲେ ଓଡ଼ିଆ ପୁଅ କିଶୋର

ଚାଇନା: ଇତିହାସ ରଚିଲେ କିଶୋର ଜେନା। ଏସୀୟ କ୍ରୀଡ଼ାରେ ଜିତିଲେ ରୌପ୍ୟ। ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ଜିତିଛି ଭାରତ । ଭାରତର ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ ପ୍ରଦର୍ଶନ କରି ସ୍ବର୍ଣ୍ଣ ହାତେଇଚନ୍ତି। ସେ ୮୮.୮୮ ମିଟର ଦୂରକୁ ଜାଭେଲିନ ଫିଙ୍ଗି ସ୍ବର୍ଣ୍ଣ
Read More...

ସୋଆ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ ଆୟୋଜିତ

ଭୁବନେଶ୍ୱର, ଅକ୍ଟୋବର ୩: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ ସ୍ୱଚ୍ଛ ଭାରତ ଅଭିଯାନ, ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସୋଆର ଛାତ୍ରଛାତ୍ରୀମାନେ ଖଣ୍ଡଗିରି ପାହାଡରେ ସଫେଇ କାର୍ଯ୍ୟକ୍ରମ ସହିତ
Read More...

ପୋଖରୀରେ ବୁଡ଼ି ଛାତ୍ର ମୃତ

ଭୁବନେଶ୍ୱର: ବରମୁଣ୍ଡା ମ୍ୟୁନିସିପାଲ କର୍ପୋରେସନ ହାଇସ୍କୁଲର ଛାତ୍ର ଓମ୍ ପ୍ରକାଶ ପ୍ରଧାନ ପୋଖରୀରୁ ବୁଡ଼ି ଯିବାରୁ ତାଙ୍କ ମୃତ୍ୟୁ ହୋଇଛି ।ସେ ବରମୁଣ୍ଡା ଗାଁ ନୀଳକଣ୍ଠେଶ୍ୱର ମନ୍ଦିର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଓମ୍ ବଳିଆ ବାବା ଆଶ୍ରମରେ ରହି ଅଷ୍ଟମ ଶ୍ରେଣୀରେ ପାଠ
Read More...

କାରିକୋ ଓ ଓ୍ବେସମ୍ୟାନଙ୍କୁ ମିଳିବ ନୋବେଲ ପୁରସ୍କାର

ବ୍ୟୁରୋ ନ୍ୟୁଜ୍: ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ମେଡିସିନ ପାଇଁ କ୍ୟାଟଲିନ କାରିକୋ ଓ ଡ୍ରିଉ ୱିସମ୍ୟାନଙ୍କୁ ୨୦୨୩ ବର୍ଷ ପାଇଁ ନୋବେଲ ପୁରସ୍କାର ମିଳିବ । କୋଭିଡ-୧୯ ଭାଇରସର ଭାକ୍ସିନ ବିକାଶରେ ଏହି ଦୁଇ ବୈଜ୍ଞାନିକଙ୍କ ଗବେଷଣା ଫଳପ୍ରଦ ହୋଇଥିବାରୁ ସେମାନଙ୍କୁ
Read More...