Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ
ଭୁବନେଶ୍ବର: ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ!-->…
Read More...
Read More...
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ
ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ନୀଳାଦ୍ରି ଭକ୍ତ ନିବାସରେ ହୋଇଥିବା ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ ହୋଇଛି। ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ଵ ଦିଆଯାଇଛି। ସେହିପରି ଶୃଙ୍ଖଳିତ ନୀତି ,ବାଳଭୋଗ ଓ!-->…
Read More...
Read More...
ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ
ଭୁବନେଶ୍ୱର , ୧୬/୧୦: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ । ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪। ଏଗାର ବର୍ଷ!-->…
Read More...
Read More...
ଆସନ୍ତା ୨୦ ତାରିଖରୁ ରାଜଧାନୀରେ ମିଳିବନି କଞ୍ଚା ପରିବା
ଭୁବନେଶ୍ବର: ରାଜଧାନୀରେ ମିଳିବନି କଞ୍ଚା ପରିବା। ଚେତାବନୀ ଦେଲା କଞ୍ଚା ପରିବା ବ୍ୟବସାୟୀ ମହାସଂଘ । ୟୁନିଟ୍ -୧ ହାଟକୁ ଲମ୍ବିଥିବା ରାସ୍ତାକୁ ବେଆଇନ୍ ଅବରୋଧକୁ କେନ୍ଦ୍ର କରି ଆନ୍ଦୋଳନକୁ ଓହ୍ଲାଇବ ସଂଘ। ଏହା ସହ ଆହୁରି ୧୦ ଦଫା ଦାବିକୁ ନେଇ ମଧ୍ୟ ସଂଘ ଆନ୍ଦୋଳନ କରିବ।
ରାଜମହଲରୁ!-->!-->!-->…
Read More...
Read More...
ମିନି ଅଙ୍ଗନବାଡିକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ମିଳିଲା ଅନୁୁମୋଦନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି!-->…
Read More...
Read More...
ଏଥର ଭିଜିବ ଦଶହରା !
ଭୁବନେଶ୍ବର: ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୁଳ ଓଡ଼ିଶା ରେ ବର୍ଷା ଆଶଙ୍କା ।
!-->!-->!-->…
Read More...
Read More...
ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ
ଭୁବନେଶ୍ବର: ପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି।!-->…
Read More...
Read More...
ଅପରାହ୍ନରେ ବସିବ ଛତିଶାନିଯୋଗ ବୈଠକ
ପୁରୀ: ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତନିବାସରେ ବସିବ ଛତିଶାନିଯୋଗ ବୈଠକ । କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯିବା ସହ କିଭଳି ନୀତିକାନ୍ତି ଶୃଙ୍ଖଳିତ ହୋଇପାରିବ ଓ ସେହି ସମୟରେ ମହାପ୍ରଭୁଙ୍କ ଠାରେ ଲାଗି ବାଳଭୋଗ କିଭଳି ସମୟାନୁସାରେ!-->…
Read More...
Read More...
ଇଂଲଣ୍ଡକୁ ୬୯ ରନରେ ହରାଇଲା ଆଫଗାନିସ୍ତାନ
ନୂଆଦିଲ୍ଲୀ: ବିଶ୍ବକପ୍ କ୍ରିକେଟର ଆଫଗାନିସ୍ତାନ ଦଳ ବିଶ୍ବ ଚାମ୍ପିଅନ ଇଂଲଣ୍ଡକୁ ୬୯ ରନରେ ହରାଇଦେଇଛି । ଆଫଗାନିସ୍ତାନ ଦ୍ବାରା ରଖାଯାଇଥିବା ୨୮୫ ରନ ଜବାବରେ ଇଂଲଣ୍ଡ ୨୧୫ ରନ କରି ଅଲଆଉଟ ହୋଇଯାଇଛି । ହେନେରି ବ୍ରୁକଙ୍କ ବ୍ୟତୀତ ଦଳର ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଆଫଗାନ ବୋଲରଙ୍କ!-->…
Read More...
Read More...
୨୩ ଜାନୁଆରୀକୁ ଜାତୀୟ ପତାକା ଦିବସ ଭାବେ ପାଳନ କରିବାକୁ ଶ୍ରୀ ନବୀନ ଜିନ୍ଦଲଙ୍କ ଆହ୍ବାନ
କଟକ, ଅକ୍ଟୋବର ୧୪: ଜାନୁଆରୀ ୨୩ ତାରିଖରେ ଆମେ ଜାତୀୟ ପତାକାକୁ ସମ୍ମାନର ସହ ପ୍ରଦର୍ଶନ କରିବାର ଅଧିକାର ପାଇଥିବାରୁ ଆମେ ଏହିଦିନକୁ ଜାତୀୟ ପତାକା ଦିବସ ଭାବରେ ପାଳନ କରିବା ଉଚିତ ବୋଲି ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆର ସଭାପତି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ!-->…
Read More...
Read More...