Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
Today’s Highlight
ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍
ବରଗଡ଼: ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ। ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି। ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ!-->…
Read More...
Read More...
ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସେପ୍ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥବାଣ୍ଟିବ ସଚେତନତାର ମନ୍ତ୍ର ସତର୍କ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା!-->!-->!-->…
Read More...
Read More...
ପ୍ରତିବର୍ଷ ଏମ୍ସ ଭୁବନେଶ୍ୱରକୁ ଆସୁଛନ୍ତି ୨୫୦-୩୫୦ ନୂତନ ଶିଶୁ କର୍କଟ ରୋଗୀ
ଶିଶୁ କର୍କଟ ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବାରେ ଏମ୍ସ ଭୁବନେଶ୍ୱର ହେଉଛି ରାଜ୍ୟର ଏକମାତ୍ର ସରକାରୀ ଅନୁଷ୍ଠାନ
ଶିଶୁ କର୍କଟ ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବା ପାଇଁ ଏମ୍ସ ପକ୍ଷରୁ ୱାକାଥନ୍, ଡାକ୍ତର ଏବଂ ରୋଗୀ/ପିତାମାତାଙ୍କ ସହିତ ଖୋଲା ଆଲୋଚନା ଭଳି ବିଭିନ୍ନ!-->!-->!-->…
Read More...
Read More...
ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି
ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।!-->…
Read More...
Read More...
ଆଇନରେ ପରିଣତ ହେଲା ମହିଳା ସଂରକ୍ଷଣ ବିଲ୍
ନୂଆଦିଲ୍ଲୀ: ଆଇନରେ ପରିଣତ ହୋଇଛି ମହିଳା ସଂରକ୍ଷଣ ବିଲ୍। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୋହର ପରେ ସଂସଦରେ ପାରିତ ହୋଇଥିବା ଐତିହାସିକ ମହିଳା ସଂରକ୍ଷିତ ବିଲ୍ ଆଜି ଆଇନରେ ପରିଣତ ହୋଇ ଯାଇଛି। ସର୍ବସମ୍ମତିକ୍ରମରେ ମହିଳା ସଂରକ୍ଷଣ ବିଲ୍ ବା ନାରୀ ଶକ୍ତି ବନ୍ଦନ ଅଧିନିୟମ ଉଭୟ!-->…
Read More...
Read More...
ଡ. ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ବ
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡ. ଜଷ୍ଟିସ୍ ବିଦ୍ୟୁତ୍ ରଂଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। କେନ୍ଦ୍ର ଆଇନ୍ ମନ୍ତ୍ରାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର!-->…
Read More...
Read More...
ଏବେ ଆଇନ୍ ବୃତି ବିଷୟରେ ଧାରଣା ବଦଳିଯାଇଛି
ଭୁବନେଶ୍ୱର: ୨୫ ବର୍ଷ ପୂର୍ବର ଆଇନ ବୃତି ଉପରେ ଥିବା ଲୋକଙ୍କ ଧାରଣା ସମ୍ପୂର୍ଣ୍ଣ ଭାବେ ବଦଳିଯାଇଛି। ବର୍ତମାନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଏହା ଏକ ଆକର୍ଷଣୀୟ ପେସା ଭାବେ ଗୃହୀତ ହୋଇପାରିଛି ବୋଲି ଶୁକ୍ରବାର ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ସୁବାଷ ଚନ୍ଦ୍ର ପରିଜା!-->…
Read More...
Read More...
ଦୁଇ ବିଜେପି ବିଧାୟକ ମୋହନ ଏବଂ ମୁକେଶ ନିଲମ୍ବିତ
ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନର ଗୃହ କାର୍ଯ୍ୟ ଜାରି ଥିବା ବେଳେ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ପୋଡ଼ିୟମକୁ ବିଜେପିର ବିଧାୟକମାନେ ହୋହାଲ୍ଲା କରିବା ସହିତ ଡାଲି ଫିଙ୍ଗିଛନ୍ତି। ଏହି ଘଟଣା ନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ବିଧାୟକ ମୋନହ ଚରଣ ମାଝୀ ଓ ଲୋଇସିଂହା ବିଧାୟକ!-->…
Read More...
Read More...
ବଙ୍ଗୋପସାଗରରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ମ୍ୟାଁମାର – ଥାଇଲାଣ୍ଡ ଉପକୂଳ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଂଟା ମଧ୍ୟରେ ବାଂଲାଦେଶ ଉପକୂଳ ମୁହାଁ ହେବା ସହ ଉତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ!-->…
Read More...
Read More...
‘ସବୁଜ ବିପ୍ଳବ’ର ଜନକ ସ୍ବାମୀନାଥନ୍ଙ୍କ ପରଲୋକ
ଚେନ୍ନାଇ: ‘ସବୁଜ ବିପ୍ଳବ’ର ଜନକ କୁହାଯାଉଥିବା ଏମଏସ ସ୍ବାମୀନାଥନ୍ଙ୍କ ପରଲୋକ। ୧୯୨୫ ମସିହା ଅଗଷ୍ଟ ୭ ତାରିଖରେ ତାମିଲନାଡୁର ତାଞ୍ଜାବୁର ଜିଲ୍ଲାରେ ଜନ୍ମିତ ସ୍ବାମୀନାଥନ୍ଙ୍କୁ ମୃତ୍ୟୁ ବେଳକୁ ୯୮ ବର୍ଷ ହୋଇଥିଲା। । ଜଣେ ଅନ୍ତର୍ଜାତୀୟ ସ୍ତରର କୃଷିଅର୍ଥନୀତିଜ୍ଞ, କୃଷି ବିଜ୍ଞାନୀ ଓ!-->…
Read More...
Read More...