Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category
Today’s Highlight
ଦିଲ୍ଲୀ-ଏନସିଆରରେ ଭୂମିକମ୍ପର ଝଟକା
ନୂଆଦିଲ୍ଲୀ: ରବିବାର ଅପରାହ୍ଣ ୪ଟା ସମୟରେ ଦିଲ୍ଲୀ-ଏନସିଆରରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୧ ଥିବା ଜଣାପଡ଼ିଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ହରିୟାଣାର ଫରିଦାବାଦରେ ଥିଲା। ଏହାର ତୀବ୍ରତା ରିଚ୍ଟର!-->…
Read More...
Read More...
ଏଥର ଜନ୍ମଦିନ ପାଳିବେନି ନବୀନ
ଭୁବନେଶ୍ବର: ଆସନ୍ତା କାଲି ଅର୍ଥାତ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଏଥର ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ ବୋଲି କହିଛନ୍ତି। କାରଣ ଗତ ମାସରେ ନବୀନଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ସେଥିଲାଗି ଚଳିତ ବର୍ଷ ସେ ଜନ୍ମଦିନ!-->…
Read More...
Read More...
ବୁଣାକାରମାନଙ୍କୁ ରାଜ୍ୟସରକାରଙ୍କର ଭେଟି
ଭୁବନେଶ୍ୱର : ରାଜ୍ୟରେ ବୁଣାକାର ମାନଙ୍କ ସାମାଜିକ-ଅର୍ଥନୈତିକ ସଶକ୍ତିକରଣକୁ ସୁଗମ କରିବା ସହିତ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ୍ର ଐତିହକୁ ସଂରକ୍ଷିତ ରଖିବା ପାଇଁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ବିଭିନ୍ନ ବିକାଶମୂଳକ ଏବଂ କଲ୍ୟାଣମୂଳକ ଯୋଜନା କାର୍ଯ୍ୟକ୍ରମ କରାଯାଇଛି ।!-->…
Read More...
Read More...
ଜାଗୋର ୧୭ ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, ୧୨/୧୦: ବସ୍ତିରେ ଅନେକ ଅବହେଳିତ ଓ ନିଷ୍ପେସିତ ପିଲା ରହୁଛନ୍ତି । ବିଭିନ୍ନ କାରଣରୁ ସେମାନେ ବସ୍ତି ଭିତରେ ହିଁ ସୀମିତ ରହିଯାଉଛନ୍ତି । ପାଠପଢ଼ା ତ ଦୂରର କଥା, ଦେହ ଲୁଚାଇବାକୁ ଖଣ୍ଡେ ଭଲ ପୋଷାକ ଆଉ ଦି’ ଓଳି ଦୁଇ ମୁଠା ଖାଇବା ସେମାନଙ୍କ ପାଇଁ ସ୍ୱପ୍ନ ପାଲଟିଛି । ଏମିତି!-->…
Read More...
Read More...
ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଗଣ୍ଠିବାତ ଦିବସ ପାଳିତ
ଭୁବନେଶ୍ୱର, ୧୨/୧୦: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର । ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି । ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ ଆଣିଲେ ଏହି ରୋଗରୁ ମଣିଷ ସୁସ୍ଥ ହୋଇପାରିବ ବୋଲି କହିଛନ୍ତି ରାଜ୍ୟ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ।!-->…
Read More...
Read More...
ଲକ୍ଷ୍ମୀ ବସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ
ମାଲକାନଗିରି: ମୁଖ୍ୟମନ୍ତ୍ରୀଙ୍କ ଗସ୍ତବେଳେ ଗମନାଗମନ ଅସୁବିଧା ଜାଣିବା ପରେ ଏହିଠାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ତେବେ ଆଜି ମାଲକାନଗିରିରେ ପତାକା ଦେଖାଇ ଲକ୍ଷ୍ମୀ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
!-->!-->!-->…
Read More...
Read More...
ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା
ବ୍ରହ୍ମପୁର: ଗୋଷାଣୀ ନୂଆଗାଁ ଥାନା ଅର୍ନ୍ତଗତ ନୀଳକଣ୍ଠ ନଗରରେ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ ସୌଦାମିନୀ ରଥ। ସୌଦାମିନୀ ଶିଶୁ ସୁରକ୍ଷା କମିଟିର ଜଣେ ସଦସ୍ୟା ଥିଲେ।
ଗତକାଲି ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ତାଙ୍କୁ ହତ୍ୟା କରିଛି।!-->!-->!-->…
Read More...
Read More...
ହୁରୁନ ପକ୍ଷରୁ ଭାରତର ଧନୀ ତାଲିକା ପ୍ରକାଶ
ନୂଆଦିଲ୍ଲୀ: ବୁଧବାର ହୁରୁନ ପକ୍ଷରୁ ଭାରତର ଧନୀ ତାଲିକା ପ୍ରକାଶ ପାଇଛି । ୩୬୦ ୱାନ୍ ୱେଲ୍ଥ ହୁରୁନ୍ ଇଣ୍ଡିଆ ରିଚ୍ ଲିଷ୍ଟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଚେୟାରମ୍ୟାନ୍ ମୁକେଶ ଅମ୍ବାନୀ, ଅଦାନୀ ଗ୍ରୁପର ମୁଖ୍ୟ ଗୌତମ ଅଦାନୀଙ୍କୁ ପଛରେ ପକାଇଛନ୍ତି। ହୁରୁନ୍ ଇଣ୍ଡିଆ ଏବଂ ୩୬୦ ୱାନ୍ ୱେଲ୍ଥ !-->…
Read More...
Read More...
ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଦ୍ବିତୀୟ ମ୍ୟାଚରେ ଭାରତର ବୃହତ୍ତ ବିଜୟ। ୮ ୱିକେଟରେ ଆଫଗାନିସ୍ତାନକୁ ପରାସ୍ତ କଲା ଟିମ୍ ଇଣ୍ଡିଆ। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବା ସହ ୫୦ ଓଭରରେ ୨୭୨ ରନ କରିବାରେ ସମର୍ଥ ହୋଇଥିଲା ଆଫଗାନିସ୍ତାନ । ତେବେ ୨୭୩ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅତି!-->…
Read More...
Read More...
ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
ଭୁବନେଶ୍ୱର, ୧୧/୧୦: ସାମ୍ପ୍ରତିକ ପ୍ରତିକୂଳ ଅବସ୍ଥାରେ ମାନସିକ ସନ୍ତୁଳନ ବଜାୟ ରଖିବା ଓ ଏହି ସମସ୍ୟାର ସଫଳ ଉପଚାରର ଆବଶ୍ୟକତା ଉପରେ ମଙ୍ଗଳବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଠାରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ଅବସରରେ ଅନୁଷ୍ଠିତ ଏକ!-->…
Read More...
Read More...