ପ୍ରମୁଖ ଖବର

ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category

Today’s Highlight

ବିଧାନସଭା ମୌସୁମୀ ଅଧିବେଶନର ୨୦୨୩-୨୪ ଅତିରିକ୍ତ ବଜେଟ୍ ଆଗତ

ଭୁବନେଶ୍ୱର : ଚଳିତ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷର ମୂଳ ବଜେଟ ୨.୩୦ଲକ୍ଷ କୋଟି ଟଙ୍କା ଥିବାବେଳେ ଏହାର ପ୍ରାୟ ୧୨.୨୬ ପ୍ରତିଶତ ଅର୍ଥାତ୍ ୨୮୨୦୦କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟବସ୍ଥା ହୋଇଛି । ଏହାସହିତ ୨୦୨୩-୨୪
Read More...

ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖରେ ୨୦୨୩-୨୪ ଆର୍ଥିକବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ। ଅକ୍ଟୋବର ୩ ତାରିଖରେ ଗୃହୀତ ହେବ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ। ସୂଚନାଯୋଗ୍ୟ, ଆରମ୍ଭରେ ଦିବଙ୍ଗତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର,
Read More...

ଆସିବ କି ଆଉ ଏକ ବାତ୍ୟା ?

ଭୁବନେଶ୍ବର; ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଓଡ଼ିଶାକୁ ପୁଣି ବାତ୍ୟା ଭୟର ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି। ଆଇଏମଡି ଦ୍ବାରା ପ୍ରକାଶିତ ଦୀର୍ଘ ମିଆଦୀ ଆକଳନ ଅନୁସାରେ ୨୯ ସେପ୍ଟେମ୍ବରରୁ ୫ ଅକ୍ଟୋବର ମଧ୍ୟରେ ଅବପାତ ହେବାର
Read More...

ସୋଆରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଚାମ୍ପିଅନ୍‌ସିପ୍ ଆରମ୍ଭ

ଭୁବନେଶ୍ୱର , ସେପ୍ଟେମ୍ବର ୦୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍‌ ଚାମ୍ପିଅନ୍‌ସିପର ଶୁଭାରମ୍ଭ ହୋଇଥିବା ବେଳେ ଏହି ପ୍ରତିଯୋଗିତାରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଉଛନ୍ତି । ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ
Read More...

ୟୁରୋପର ସର୍ବୋଚ୍ଚ ଶିଖର ଆରୋହଣ କରିଥିବା ସମ୍ ହସ୍ପିଟାଲ୍‌ର ଇନ୍‌ଟର୍ଣ୍ଣଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୨୫/୦୮: ୟୁରୋପର ସର୍ବୋଚ୍ଚ ଶିଖର ମାଉଂଟ ଏଲ୍‌ବ୍ରସ୍‌କୁ ସଫଳତାର ସହ ଆରୋହଣ କରିଥିବା ଡଃ ଆଦିତ୍ୟ ଖାଡଙ୍ଗାଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି । ସୋଆର ଫ୍ୟାକଲ୍ଟି ଅଫ୍ ମେଡିସିନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍
Read More...

ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନ୍ୟୁଜ ବ୍ୟୁରୋ: ଆଜି ଘୋଷଣା ହୋଇଛି ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ତାଲିକା । ଏହି ତାଲିକାରେ ‘ପ୍ରତୀକ୍ଷା’ ଶ୍ରେଷ୍ଠ ଓଡିଆ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମକୁ ଜାତୀୟ ପୁରସ୍କାର ମିଳିଛି । ପୁଷ୍ପା ଫିଲ୍ମ ପାଇଁ ଆଲ୍ଲୁ
Read More...

ଆଇଟିଇଆର୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୪/୦୮ : ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ବିଭିନ୍ନ ବିଭାଗରେ ଅଧ୍ୟୟନ କରି ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀଙ୍କୁ ଗୁରୁବାର ଏହି ବିଶେଷ
Read More...

ଏକ ମାସ ଶିଶୁ ଶରୀରରେ ସଫଳ ଲାପ୍ରୋସ୍କୋପିକ୍ ସର୍ଜରୀ କଲେ ସମ୍ ସର୍ଜନ୍‌

ଭୁବନେଶ୍ୱର, ଅଗଷ୍ଟ ୨୪ : ଏକ ମାସ ଶିଶୁ କନ୍ୟାର ଶରୀରରେ ଇନ୍‌ଗୁଇନାଲ୍ ହାର୍ନିଆର ଲାପ୍ରୋସ୍କୋପିକ୍ ପଦ୍ଧତିରେ ସଫଳତାର ସହଅସ୍ତ୍ରୋପଚାର କରିବାରେ ସକ୍ଷମ ହୋଇପାରିଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ପେଡିଆଟ୍ରିକ୍ ସର୍ଜନ୍ ।“ଏଭଳି ଅସ୍ତ୍ରୋପଚାର ଆମେ ନିୟମିତ ହସ୍ପିଟାଲ୍‌ରେ କରୁଛୁ ତେବେ
Read More...

ସୋଆ ଓଡ଼ିଶାର ପ୍ରଥମ ୫ ଜି କ୍ୟାମ୍ପସ୍ ଘୋଷିତ

ଭୁବନେଶ୍ୱର: ଓଡ଼ିଶାର ପ୍ରଥମ ଶିକ୍ଷାନୁଷ୍ଠାନ ଭାବେ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରିଲାୟନ୍ସ ଜିଓ ଦ୍ୱାରା ପ୍ରଥମ ଥର ପାଇଁ ଟ୍ରୁ ୫ ଜି କ୍ୟାମ୍ପସ୍‌ର ମାନ୍ୟତା ପ୍ରଦାନ କରାଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟ, କୃଷି ଓ ଶିଳ୍ପ କ୍ଷେତ୍ରରେ
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ‘ଗାଜରଘାସ ସଚେତନତା ସପ୍ତାହ’ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ (ଆଇଏଏସ୍‌) ଏବଂ ସୋଆ ପରିଚାଳିତ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ର ମିଳିତ ସହଯୋଗରେ ଗତ ମଙ୍ଗଳବାର ଦିନ ଗାଜର ଘାସ ସଚେତନତା ସପ୍ତାହ ପାଳିତ କରାଯାଇଛି ।ଏହି ସଚେତନତା
Read More...