Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
Today’s Highlight
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ବିମାନ ଇନ୍ଧନ ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଭାରତର କମ୍ ମୂଲ୍ୟର ବିମାନ ସେବା ଯୋଗାଇ ଆସୁଥିବା କମ୍ପାନୀ ଇଣ୍ଡିଗୋ ଆଜିଠାରୁ ଘରୋଇ ଏବଂ ଆନ୍ତର୍ଜାତିକ ବିମାନ ଟିକେଟରେ ୪୨୫ ଟଙ୍କାରୁ ୨୩୦୦ ଟଙ୍କା ପର୍ଯ୍ୟନ୍ତ!-->…
Read More...
Read More...
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
କଟକ: ବହୁଚର୍ଚ୍ଚିତ ସି-ସୋର ଚିଟଫଣ୍ଡ କେଳେଙ୍କାରୀ ମାମଲାରେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି ମିଳିଛି। ପୂର୍ବରୁ ମିଳିଥିବା ଅନ୍ତରୀଣ ସୁରକ୍ଷାର ସମୟସୀମାକୁ ହାଇକୋର୍ଟ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।ସେହିପରି!-->…
Read More...
Read More...
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଭୁବନେଶ୍ବର: ପୁଣି କୋର୍ଟକୁ ବୋମା ଧମକ । ଆଜି ଭୁବନେଶ୍ୱର ସ୍ଥିତ ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତକୁ ବୋମା ବିସ୍ଫୋରଣରେ ଉଡ଼ାଇଦେବାକୁ ଇ-ମେଲ ଯୋଗେ ଧମକ ମିଳିଛି। ଏହାକୁ ନେଇ ରାଜଧାନୀରେ ଚାଞ୍ଚଲ୍ୟ ଖେଳିଯାଇଛି। ଗତ କିଛି ମାସ ହେବ ରାଜ୍ୟର ବିଭିନ୍ନ କୋର୍ଟକୁ ଏଭଳି ଇ-ମେଲ୍!-->…
Read More...
Read More...
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
ମୁମ୍ବାଇ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ସାଉଦି ଆରବରୁ ଅଶୋଧିତ ତୈଳ ନେଇ ଆସୁଥିବା ଏକ ଟ୍ୟାଙ୍କର ସୁରକ୍ଷିତ ଭାବେ ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇରେ ପହଞ୍ଚିଛି। ପ୍ରାୟ ୧୩୫ ହଜାର ମେଟ୍ରିକ୍ ଟନ୍ ଅଶୋଧିତ ତୈଳ ବୋଝାଇଥିବା ଏହି!-->…
Read More...
Read More...
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ଭୁବନେଶ୍ବର: ଆରମ୍ଭ ହେଲାଣି ମୁଣ୍ଡଫଟା ଖରା। ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା।ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ। ଖରାଦିନେ କଟିବନି ଲାଇନ। ଅଂଶୁଘାତ ମୁକାବିଲା ପାଇଁ ଅଣ୍ଟା ଭିଡ଼ିଲେ ସରକାର। ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ!-->…
Read More...
Read More...
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ଆଜି ପୁଣି ଥରେ ଆଇଏଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି (ଗୁରବାର) ବିଜ୍ଞପ୍ତି ପ୍ରକାଶ ପାଇଛି।୨୦୨୨ କ୍ୟାଡରର ୫ ଆଇଏଏସଙ୍କୁ ଉପଜିଲାପାଳ ଭାବେ!-->…
Read More...
Read More...
ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ଦଙ୍ଗା ମାମଲାର ଅଭିଯୁକ୍ତ ଶର୍ଜିଲ ଇମାମଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। କରକରଡୁମା କୋର୍ଟ ତାଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଭାଇଙ୍କ ବିବାହରେ ଯୋଗଦେବା ପାଇଁ କୋର୍ଟ ମାନବିକତା ଆଧାରରେ ଏହି ଜାମିନ ଦେଇଛନ୍ତି।
ରିପୋର୍ଟ ଅନୁସାରେ ଅତିରିକ୍ତ!-->!-->!-->…
Read More...
Read More...
କ୍ଷମା ମାଗିଲା ଏନସିଇଆରଟି
ନୂଆଦିଲ୍ଲୀ; ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (ଏନସିଇଆରଟି)। ନ୍ୟାୟପାଳିକା ସମ୍ବନ୍ଧୀୟ ବିବାଦୀୟ ଚାପ୍ଟରକୁ ନେଇ ଏନସିଇଆରଟି ନିର୍ଦ୍ଦେଶକ ଓ ସଦସ୍ୟ ନିସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି।!-->…
Read More...
Read More...
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ନୂଆଦିଲ୍ଲୀ: ଓଡ଼ିଶା ପାଇଁ ବଡ଼ ଖୁସି ଖବର ଆସିଛି। ରେଳ ସଂଯୋଗୀକରଣ ନେଇ ବଡ଼ ଘୋଷଣା କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର ହୋଇଛି। ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍।
ଓଡିଶାରେ ରେଳ!-->!-->!-->…
Read More...
Read More...
ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ଗସ୍ତ ସମୟରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ ରାଜ୍ୟରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ପ୍ରାଥମିକ ଲକ୍ଷ୍ୟ। ସେ କହିଛନ୍ତି ଯେ କୌଣସି ଯୋଗ୍ୟ!-->…
Read More...
Read More...