Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ
Browsing Category
Today’s Highlight
ଆଜି ସର୍ବଦଳୀୟ ବୈଠକ, କାଲିଠୁ ବିଧାନସଭା ଅଧିବେଶନ
ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଶେଷ ହୋଇଛି। ସାଢ଼େ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଗୃହକାର୍ଯ୍ୟକୁ ସୁରୁଖୁରୁରେ ପରିଚାଳନା ନେଇ ବିଭିନ୍ନ ଦଳର ନେତାଙ୍କ ସହ ଆଲୋଚନା!-->…
Read More...
Read More...
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ନୂଆଦିଲ୍ଲୀ: ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକ ପୁଣିଥରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଥିବାରୁ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି। ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ (ୟୁଏଫ୍ବିୟୁ) ପକ୍ଷରୁ ସେପ୍ଟେମ୍ବର ୨୮, ୨୯ ଓ ୩୦ରେ ଦେଶବ୍ୟାପୀ!-->…
Read More...
Read More...
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ଡ୍ୟୁଟି ସମୟରେ ପୋଲିସ କର୍ମଚାରୀଙ୍କ ମୋବାଇଲ୍ ଫୋନ୍ ଓ ସୋସିଆଲ ମିଡିଆ ବ୍ୟବହାରକୁ ନେଇ କଡ଼ା କଟକଣା ଜାରି କରିଛି ଭୁବନେଶ୍ୱର-କଟକ କମିସନରେଟ୍ ପୋଲିସ। କର୍ତ୍ତବ୍ୟରେ ଅବହେଳା ରୋକିବା ସହ ସୁରକ୍ଷା ଓ ଗୋପନୀୟତା ବଜାୟ ରଖିବା ଏହାର ମୁଖ୍ୟ ଉଦ୍ଦେଶ୍ୟ। ନୂଆ ମାର୍ଗଦର୍ଶିକା!-->…
Read More...
Read More...
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ନ୍ୟୁଜ୍ ବ୍ୟୁରୋ: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ୨୦ତମ ଏସୀୟ କ୍ରୀଡ଼ାରେ ସୁଟିଂରୁ ଭାରତର ପଦକ ଅଭିଯାନ ଆରମ୍ଭ ହୋଇଛି। ମହିଳା ୧୦ ମିଟର ଏୟାର ରାଇଫଲ୍ ଟିମ୍ ଇଭେଣ୍ଟରେ ଏଲାଭେନିଲ୍ ଭାଲାରିଭାନ୍, ସୋନମ ମାସ୍କର ଓ ବିଦର୍ଶା କେ. ବିନୋଦଙ୍କ ଦଳ ରୌପ୍ୟ ପଦକ ଜିତିଛି। ଭାରତୀୟ ଦଳ ମୋଟ!-->…
Read More...
Read More...
ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ। ରବିବାର ଭୁବନେଶ୍ୱରରେ ସେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସାକ୍ଷାତକାର ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ୱୀରାଜ!-->…
Read More...
Read More...
ସୋଆ ଦନ୍ତ ଚିକିତ୍ସା ଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମ୍ଆର୍ ଏମ୍ଡିଏସ୍ ଥେସିସ୍ ଗ୍ରାଂଟ
ଭୁବନେଶ୍ୱର, ସେପେ୍ଟମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍ସେସ୍ (ଆଇଡିଏସ୍)ର ଦୁଇଜଣ ସ୍ନାତକୋତର ଛାତ୍ରୀ ୨୦୨୬ ପାଇଁ ଆଇସିଏମ୍ଆର୍ ଏମ୍ଡିଏସ୍ ଥେସିସ୍ ଗ୍ରାଂଟ ନିମନ୍ତେ ମନୋନୀତ ହୋଇଛନ୍ତି। ଏକାଡେମିକ୍ ଉତ୍କର୍ଷତା ଓ!-->…
Read More...
Read More...
ସୋଆର ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନସେସ୍ ଏବଂ ହୋଟେଲ୍ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ…
ଭୁବନେଶ୍ୱର, ୧୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ଓ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍)ର ଛାତ୍ରଛାତ୍ରୀଙ୍କ ନିମନ୍ତେ ଶନିବାର ଏକ ସ୍ୱତନ୍ତ୍ର ଗ୍ରାଜୁଏସନ୍ ଉତ୍ସବ!-->…
Read More...
Read More...
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକୁ କେବଳ ଲାଭ କମାଇବା ଉଦ୍ଦେଶ୍ୟରେ ବ୍ୟବସାୟିକ ଢାଞ୍ଚାରେ ଚଳାଇବାକୁ ଅନୁମତି ଦିଆଯାଇପାରିବ ନାହିଁ। ଶିକ୍ଷା ସମ୍ବନ୍ଧୀୟ ସାର୍ବଜନୀନ ଲକ୍ଷ୍ୟ ହାସଲ କରିବା ଏହି ସଂସ୍ଥାଗୁଡ଼ିକର ମୁଖ୍ୟ ଉଦ୍ଦେଶ୍ୟ ହେବା ଉଚିତ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏମିଟି!-->…
Read More...
Read More...
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ଭୁବନେଶ୍ବର: ଖୋର୍ଦ୍ଧା ଜଟଣୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (NISER) କ୍ୟାମ୍ପସରେ ଅଘଟଣ। ଭାଗୀରଥୀ ହଷ୍ଟେଲ ଛାତରୁ ପଡ଼ି ଜଣେ ତୃତୀୟ ବର୍ଷ ଇଣ୍ଟିଗ୍ରେଟେଡ୍ ଏମ୍ଏସ୍ସି ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତକ ମହାରାଷ୍ଟ୍ରର ନାଗପୁରର ବିନୟ ସନ୍ୟାସୀ!-->…
Read More...
Read More...
ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶରେ ଘଟିଛି ହୃଦୟବିଦାରକ ଦୁର୍ଘଟଣା। ପ୍ରବଳ ବର୍ଷା ପରେ ନାଳରେ ଉଛୁଳିଥିବା ପାଣିର ପ୍ରଖର ସ୍ରୋତରେ କାର ଭାସିଯିବାରୁ ୭ ଜଣ ଓଡ଼ିଆଙ୍କ ସମେତ ୮ ଜଣଙ୍କ ଜୀବନ ଚାଲିଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଶିଶୁ, ୨ ଜଣ ମହିଳା ଓ ୩ ଜଣ ପୁରୁଷ ରହିଛନ୍ତି। ସମସ୍ତ ଓଡ଼ିଆ ମୃତକ!-->…
Read More...
Read More...