Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର
Browsing Category
Today’s Highlight
ଅଗଷ୍ଟ ୧ରୁ ବଦଳିବ ସ୍ପିଡ୍ ପୋଷ୍ଟ ନିୟମ
ନୂଆଦିଲ୍ଲୀ: ଗୁରୁତ୍ୱପୂର୍ଣ୍ଣ ଦସ୍ତାବେଜ ପଠାଇବା ପାଇଁ ଆଜି ମଧ୍ୟ ଅନେକ ଲୋକ ସ୍ପିଡ୍ ପୋଷ୍ଟ ଉପରେ ଭରସା କରନ୍ତି। ପାନ୍ କାର୍ଡ, ଆଧାର କାର୍ଡ, ପାସପୋର୍ଟ ଭଳି ଜରୁରୀ ଦସ୍ତାବେଜ ପଠାଉଥିଲେ ଅଗଷ୍ଟ ୧ରୁ ଲାଗୁ ହେଉଥିବା ନୂଆ ନିୟମ ବିଷୟରେ ଜାଣି ରଖିବା ଆବଶ୍ୟକ। ଡାକ ବିଭାଗ ନୂତନ!-->…
Read More...
Read More...
ରାଜ୍ୟସଭାରେ ପାସ୍ ହେଲା ଆଣ୍ଟି-ପେପର ଲିକ୍ ବିଲ୍
ନୂଆଦିଲ୍ଲୀ: ଲୋକସଭାରେ ଗୃହୀତ ହେବା ପରେ ଆଣ୍ଟି-ପେପର ଲିକ୍ ବିଲ୍କୁ ଗୁରୁବାର ରାଜ୍ୟସଭା ମଧ୍ୟ ଅନୁମୋଦନ କରିଛି। ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଭଏସ୍ ଭୋଟ୍ରେ ବିଲ୍କୁ ପାସ୍ କରିଥିଲେ। ବିଲ୍ ଉପରେ ଆଲୋଚନା ସମୟରେ ବିରୋଧୀ ଦଳ ୱାକ୍ଆଉଟ୍ କରିଥିଲେ।!-->…
Read More...
Read More...
ସୋମେଶ କୁମାର ଉପାଧ୍ୟାୟ ହେଲେ ଭଦ୍ରକର ନୂତନ ଜିଲ୍ଲାପାଳ
ଭଦ୍ରକ: ଭଦ୍ରକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ରାଜ୍ୟ ସରକାର ପକ୍ଷରୁ ଆନୁଷ୍ଠାନିକ ଆଦେଶ ଜାରି କରାଯାଇଛି। ବର୍ତ୍ତମାନର ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ କାର୍ଯ୍ୟକାଳ ଜୁଲାଇ ୩୧ରେ ଶେଷ ହେବାକୁ ଥିବାରୁ, ତାଙ୍କ ସ୍ଥାନରେ!-->…
Read More...
Read More...
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋର୍ଦ୍ଧାର ସମସ୍ତ ସ୍କୁଲ ଛୁଟି
ଭୁବନେଶ୍ବର: ଲଗାଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ବିଦ୍ୟାଳୟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ!-->…
Read More...
Read More...
ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ
କୁମାମୋଟୋ: ଦକ୍ଷିଣ ଜାପାନର କୁମାମୋଟୋ ଅଞ୍ଚଳରେ ବୁଧବାର ରିକ୍ଟର ସ୍କେଲରେ ୭.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପରେ ଅତି କମରେ ୨୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୨ ଜଣ ଆହତ ହୋଇଛନ୍ତି। ପ୍ରବଳ କମ୍ପନ ଯୋଗୁଁ ଏକ ସପିଂ ମଲ୍ ସମେତ ଅନେକ ଘର ଭୁଶୁଡ଼ି!-->…
Read More...
Read More...
୧୧ କୋଟିର ମାନହାନି ମାମଲା କଲେ ନିତିନ୍ ଗଡ଼କରୀ
ନୂଆଦିଲ୍ଲୀ: କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନିତିନ୍ ଗଡ଼କରୀ ପେଟ୍ରୋଲରେ ଇଥାନଲ୍ ମିଶ୍ରଣ କାର୍ଯ୍ୟକ୍ରମକୁ ନେଇ ତାଙ୍କ ଓ ପରିବାର ସମ୍ପର୍କରେ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ବିଭ୍ରାନ୍ତକର ତଥ୍ୟ, ଆପତ୍ତିଜନକ ପୋଷ୍ଟ ଏବଂ ଏଆଇ-ପ୍ରସ୍ତୁତ ଡିପ୍ଫେକ୍ ଭିଡିଓ ବିରୋଧରେ ବମ୍ବେ!-->…
Read More...
Read More...
ରାଜ୍ୟସଭାରେ ପାରିତ ହେଲା ‘ବନ୍ଦେ ମାତରମ୍’ ସୁରକ୍ଷା ବିଲ୍
ଅପମାନ କଲେ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍ନୂଆଦିଲ୍ଲୀ: ‘ବନ୍ଦେ ମାତରମ୍’କୁ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ) ବିଲ୍–୨୦୨୬’ ବୁଧବାର ରାଜ୍ୟସଭାରେ ପାରିତ ହୋଇଛି। ବିଲ୍ ଆଇନରେ ପରିଣତ!-->…
Read More...
Read More...
ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଜିଲ୍ଲାଗୁଡ଼ିକର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ପରିସ୍ଥିତିକୁ ଆକଳନ କରି ସ୍କୁଲ ଛୁଟି ଘୋଷଣା କରିବାର କ୍ଷମତା ସମ୍ପୃକ୍ତ!-->…
Read More...
Read More...
ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାର ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ, ୪ ମୃତ
ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଯୋଗୁଁ ୬ଟି ଜିଲ୍ଲାର ୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ରାଜେଶ ପ୍ରଭାକର ପାଟିଲଙ୍କ ସୂଚନା ଅନୁଯାୟୀ, ବନ୍ୟା ସମ୍ପର୍କିତ ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯ଟି!-->…
Read More...
Read More...
ଲୋକସଭାରେ ପାରିତ ହେଲା ସାର୍ବଜନୀନ ପରୀକ୍ଷା ସଂଶୋଧନ ବିଲ୍
ନୂଆଦିଲ୍ଲୀ: ସାର୍ବଜନୀନ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନ୍ୟାୟକୁ ରୋକିବା ଲକ୍ଷ୍ୟରେ ଆଗତ ସାର୍ବଜନୀନ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ୍, ୨୦୨୬ ବୁଧବାର ଲୋକସଭାରେ ବାଚନିକ ଭୋଟ୍ରେ ପାରିତ ହୋଇଛି। ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବିଲ୍ଟିକୁ ଗୃହର ମଞ୍ଜୁରି ମିଳିଛି। ଏହା!-->…
Read More...
Read More...