Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ
Browsing Category
Today’s Highlight
ବିଲ୍ ମଞ୍ଜୁରୀ ନେଇ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କ ଲାଗି ରହିବ ନାହିଁ ସମୟ ସୀମା : ସୁପ୍ରିମକୋର୍ଟ
ନୂଆ ଦିଲ୍ଲୀ: ବିଲ ମଞ୍ଜୁରୀ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ। ବିଧାୟକଙ୍କ ଦ୍ୱାରା ପାରିତ ବିଲ୍କୁ ଅନୁମୋଦନ ଦେବା ପାଇଁ ରାଜ୍ୟପାଳଙ୍କ ଆଗରେ କୌଣସ ସୀମା ଧାର୍ଯ୍ୟ କରାଯାଇ ପାରିବ ନାହିଁ। ସମାନ ନିୟମ ରାଷ୍ଟ୍ରପତିଙ୍କ କ୍ଷେତ୍ରରେ ମଧ୍ୟ ଲାଗୁ ହେବ। ଅର୍ଥାତ ବିଲ୍କୁ!-->…
Read More...
Read More...
ଅନିଲ୍ ଅମ୍ବାନୀଙ୍କୁ ଇଡି ଝଟକା
ଅନିଲ୍ ଅମ୍ବାନୀଙ୍କୁ ଇଡି ଝଟକା ଭୁବନେଶ୍ବରର ସମେତ ଏକାଧିକ ସ୍ଥାନରେ ସମ୍ପତ୍ତି ଆଟାଚ୍
ଭୁବନେଶ୍ବର: ବିଶିଷ୍ଠ ଶିଳ୍ପପତି ଅନୀଲ ଅମ୍ବାନୀଙ୍କୁ ଇଡି ଝଟକା। ଲୋନ୍ ଠକେଇ ଓ ମନି ଲଣ୍ଡରିଂ ମାମଲାରେ ସମ୍ପତ୍ତି ଆଟାଚ୍ କଲା ଇଡି। ଦେଶର ବିଭିନ୍ନ ସ୍ଥାନରେ ଥିବା ସମ୍ପତ୍ତି ପାଇଁ ମନି ଲଣ୍ଡରିଂ!-->!-->!-->…
Read More...
Read More...
ନୂଆପଡା ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ
ନୂଆପଡା: ବିଧାୟକ ଭାବେ ଶପଥ ନେଲେ ଜୟ ଢ଼ୋଲକିଆ। ଶପଥ ଗ୍ରହଣ ପୂର୍ବରୁ ଜୟ ଢ଼ୋଲକିଆ ସପରିବାର ସହ ଆସି ବିଧାନସଭାରେ ପହଞ୍ଚିଥିଲେ। ନୂଆପଡା ବିଧାୟକ ଭାବେ ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ। ଶପଥ ପାଠ କରାଇଲେ ବାଚସ୍ପତି ସୁରମା ପାଢ଼ୀ। ମାଆ ଓ ପତ୍ନୀଙ୍କ ସହ ଆସି ନୂଆ ବିଧାୟକ ଭାବେ ନେଲେ!-->…
Read More...
Read More...
ପୋଲିସ ସୁରକ୍ଷା ହଟାଇବାକୁ ପୀତବାସ ପଣ୍ଡାଙ୍କ ପତ୍ନୀଙ୍କ ଅନୁରୋଧ
ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରିବା ପରେ ତାଙ୍କ ପରିବାର ପ୍ରତି ବିପଦ ଆଶଙ୍କା କରି ପୋଲିସ ପକ୍ଷରୁ ସେମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା। କିନ୍ତୁ ଏହି ପୋଲିସ ସୁରକ୍ଷା ହଟାଇଦେବାକୁ ପୀତବାସଙ୍କ ସ୍ତ୍ରୀ ସୁସ୍ମିତା ପଣ୍ଡା ବୈଦ୍ୟନାଥପୁର ଥାନାରେ ଲିଖିତ ଜଣାଇଛନ୍ତି। ପରିବାରକୁ!-->…
Read More...
Read More...
ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର
ବିହାର: ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ନୀତୀଶ କୁମାର। ତାଙ୍କ ସହ ଅନ୍ୟ ୨୬ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂଯୁକ୍ତ ଜନତା!-->…
Read More...
Read More...
ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ଟାସ୍କ
ଭୁବନେଶ୍ବର: ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ!-->…
Read More...
Read More...
ଘରୋଇ ମେସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଜଗତସିଂହପୁର: ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଓମ୍ ପ୍ରକାଶ ଆଚାର୍ଯ୍ୟ ବୋଲି ଜଣାପଡ଼ିଛି। ସେ ଜଗତସିଂପୁରର ଏସଭିଏମ ସ୍ୱୟଂଶାସିତ କଲେଜର ଯୁକ୍ତ ୩ର ଇତିହାସ ଅନର୍ସର!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ
ମାଲକାନଗିରି: ମାଲକାନଗିରି ସୀମାରେ ପୁଣି ସୁରକ୍ଷାକର୍ମୀଙ୍କ ବଡ଼ଧରଣର ଏନକାଉଣ୍ଟର। ସୁକୁମା ଜିଲ୍ଲା ଏରାବୋର ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୬ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଟପ୍ ମାଓନେତା ଥିବା ସୂଚନା ମିଳିଛି।
ଆଲୁରି!-->!-->!-->…
Read More...
Read More...
ନିଖୋଜର ୧୨ ଦିନ ପରେ ଏସସିବିରୁ ଯୁବକ ଉଦ୍ଧାର
ନ୍ୟୁଜ୍ ବ୍ୟୁରୋ: ନଭେମ୍ବର ୧୨ତାରିଖରୁ ନିଖୋଜ ଥିବା ଜଣେ ଯୁବକଙ୍କୁ ଶେଷରେ କଟକ ଏସସିବି ମେଡିକାଲରୁ ଠାବ କରାଯାଇଛି। ଯୁବକ ଜଣକ ହେଲେ ଯୁକ୍ତ ୩ ଛାତ୍ର ସତ୍ୟଜିତ ଦାସ । ସେ ଖୋର୍ଦ୍ଧାର ଗାନ୍ଧୀ ପଡ଼ିଆର ବାସିନ୍ଦା।ଭରତପୁର ଥାନା ଅଞ୍ଚଳରୁ ସତ୍ୟଜିତ୍ ୧୨ ଦିନ ପୂର୍ବରୁ ତାଙ୍କ ବନ୍ଧୁମାନଙ୍କ!-->…
Read More...
Read More...
୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଭୁବନେଶ୍ବର: କମିଶନରେଟ ପୋଲିସର ସ୍ପେସିଆଲ କ୍ରାଇମ ୟୁନିଟ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ତା ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲା ବାଲେଶ୍ୱର ଅଞ୍ଚଳର ଶେଖ ଆକବର। ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା। ତାକୁ ଭୁବନେଶ୍ବର!-->…
Read More...
Read More...