Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ
ଭୁବନେଶ୍ୱର, ଜୁଲାଇ ୧୩: ଓଡିଶାର ଶ୍ରୀଜଗନ୍ନାଥ ସଂସ୍କୃତି ଭିତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡକ୍ଟର ଭାସ୍କର!-->…
Read More...
Read More...
ଫୁଲୁଛି ଯମୁନା: ଭାସୁଛି ରାଜଧାନୀ ଦିଲ୍ଲୀ
ନୂଆଦିଲ୍ଲୀ: ଯମୁନା ନଦୀରେ ବନ୍ୟା ଯୋଗୁଁ ଭାସୁଛି ରାଜଧାନୀ ଦିଲ୍ଲୀ । ବିଭିନ୍ନ ରାସ୍ତା ଉପରେ ନଈ ଭଳି ପାଣିର ସୁଅ ଛୁଟୁଛି ନଦୀ ଜଳସ୍ତର ବଢ଼ିବାରୁ ଦିଲ୍ଲୀରେ ସମସ୍ତ ସ୍କୁଲ୍ ଏବଂ କଲେଜ ଆସନ୍ତା ରବିବାର ପର୍ଯ୍ୟନ୍ତ ବନ୍ଦ ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ!-->…
Read More...
Read More...
ନିଖୋଜ ଛାତ୍ରର ମିଳିଲା ପତ୍ତା
ଭୁବନେଶ୍ବର: ଭୁବନେଶ୍ବରରୁ ନିଖୋଜ ଛାତ୍ରର ମିଳିଲା ପତ୍ତା। ନିଖୋଜ ୧୬ ବର୍ଷୀୟ ଛାତ୍ର ୟୋଗେଶ ବାଲାଜୀଙ୍କୁ ଡେଲାଙ୍ଗ ଜେନାପୁର ଷ୍ଟେସନ ନିକଟରୁ ଉଦ୍ଧାର କଲା ମୈତ୍ରୀବିହାର ପୋଲିସ । ୧୬ ବର୍ଷର ପିଲାର ମୁଣ୍ଡଜାମିନ ପାଇଁ ଦୁର୍ବୁତ୍ତ ମାଗୁଥିଲେ ୩ ଲକ୍ଷ ଟଙ୍କା ।
ଏ ନେଇ ଗତକାଲି ଥାନା!-->!-->!-->…
Read More...
Read More...
ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା: ୨ ଆହତ
ନ୍ୟୁଜ୍ ବ୍ୟୁରୋ: କୋକସରା ବ୍ଲକ ଆମପାଣି ଘାଟିରେ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ଓ କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ସୁରକ୍ଷିତ ଥିବା ଜଣାପଡିଛି । ୨ ଆହତଙ୍କୁ କୋକସରା ଡାକ୍ତରଖାନାରେ!-->…
Read More...
Read More...
ନିଅଣ୍ଟିଆ ବର୍ଷା କୁ ଭରଣା କରିବାକୁ ଆସୁଛି ବଡ଼ ଲଘୁଚାପ
ଭୁବନେଶ୍ବର: ଜୁନ ୦୧ ରୁ ଜୁଲାଇ ୧୩ ତାରିଖ ମଧ୍ୟରେ ରାଜ୍ୟ ରେ ସ୍ଵାଭାବିକ ଭାବେ ୩୩୪.୪ମିମି ବର୍ଷା ହେବାକଥା କିନ୍ତୁ ଏହି ସମୟ ରେ ୨୪୩.୯ମିମି ବର୍ଷା ହୋଇଛି । ଯାହା ସ୍ଵାଭାବିକ ଠାରୁ ୨୭% କମ୍ ବର୍ଷା। ଏହି ସମୟ ରେ କଳାହାଣ୍ଡି ରେ ୬୫% କମ୍ ବର୍ଷା ହୋଇଥିବା ବେଳେ, ୧୭ ଜିଲ୍ଲା ରେ କମ୍!-->…
Read More...
Read More...
ସେତୁ ଯୋଜନାରେ ସାମିଲ ହେଲା ୧୦ ପଞ୍ଚାୟତ
ଭୁବନେଶ୍ବର: ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍ଧି କରି ଚିତ୍ରକୋଣ୍ଡା ବ୍ଲକ୍ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍ର!-->…
Read More...
Read More...
ଚନ୍ଦ୍ରୟାନ-୩ ମିଶନର ସଫଳତା ନେଇ ତିରୁପତି ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ଇସ୍ରୋର ବୈଜ୍ଞାନିକ
ତିରୁପତି: ଚନ୍ଦ୍ରଯାନ ୩ ପାଇଁ କାଉଣ୍ଟଡାଉନ୍ ଆରମ୍ଭ । ଆସନ୍ତାକାଲି ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ ହେବ। ୨୪ ଘଣ୍ଟା ଧରି ଚାଲିଥିବା ‘ଲଞ୍ଚ ରିହର୍ସାଲ୍’ ଶେଷ ହୋଇଛି ବୋଲି ଇସ୍ରୋ ମଙ୍ଗଳବାର ଟ୍ୱିଟ୍ କରିଛି। ତାପୂର୍ବରୁ ଆନ୍ଧ୍ରପ୍ରଦେଶର ତିରୁପତି ଭେଙ୍କଟଚଲାପାଥି!-->…
Read More...
Read More...
ଆରମ୍ଭ ହେଲା ନବ ଦାସ ହତ୍ୟା ମାମଲା ଶୁଣାଣି, ଝାରସୁଗୁଡାରେ ଗୋପାଳ
ଝାରସୁଗୁଡା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଶୁଣାଣି ଆଜିଠାରୁ ଆରମ୍ଭ ହେଉଛି। ଏଥିପାଇଁ ଅଭିଯୁକ୍ତ ଗୋପାଳ ଦାସକୁ ଚୌଦ୍ବାର ଜେଲରୁ ଆଣି ଝାରସୁଗୁଡାରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍। କଡ଼ା ସୁରକ୍ଷା ଭିତରେ ଗୋପାଳ ଦାସଙ୍କୁ ଝାରସୁଗୁଡା ନିଆଯାଇଛି। ପରେ ଗୋପାଳ ଦାସକୁ ଓଏସଏପି!-->…
Read More...
Read More...
ଇଏନ୍ଟି ପାଇଁ ସମ୍ ହସ୍ପିଟାଲ୍ରେ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା
ଭୁବନେଶ୍ୱର: ଜନସାଧାରଣଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ସମ୍ପନ୍ନ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାର ଧାରା ଅବ୍ୟାହତ ରଖି ଇନ୍ଷ୍ଟିଚ୍ୟୁଟ୍ ଅଫ୍ମେ ଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ର କର୍ଣ୍ଣ, ନାସା ଓ ଗଳା ବିଭାଗରେ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଏଣ୍ଡାସ୍କୋପି ଓ ଷ୍ଟ୍ରୋବୋସ୍କୋପି!-->…
Read More...
Read More...
୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଢ଼ିଶା ଗସ୍ତ ଚୂଡ଼ାନ୍ତ ହୋଇଛି। ଆସନ୍ତା ୨୬ ତାରିଖରେ ସେ କଟକ ଆସିବେ। ଏଥର ରାଷ୍ଟ୍ରପତି କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜର ଛାତ୍ର ସଂସଦ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏସସିସି!-->…
Read More...
Read More...