ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

କୁକୁରମାନେ ବି ହୃଦଘାତର ଶିକାର ହୁଅନ୍ତି

ଭୁବନେଶ୍ୱର, ଜୁଲାଇ୧୨: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯବଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ
Read More...

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି

ଭୁବନେଶ୍ୱର: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ
Read More...

ଆସିଲା ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗରେ

ଭୁବନେଶ୍ବର: ଆସିଲା ଚଳିତ ବର୍ଷର ଯୁକ୍ତଦୁଇ ପ୍ରଥମ କଟ୍ ଅଫ୍ ମାର୍କ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରେଭେନ୍ସା । ବିଜ୍ଞାନରେ ୯୧.୬୭%, ବାଣିଜ୍ୟରେ ୭୯.୨୦%, କଳାରେ ୮୦ % ସହ ରେଭେନ୍ସା ଆଗରେ ରହିଛି । ସେହିପରି ଏଫଏମ କଲେଜରେ ବିଜ୍ଞାନ କଟ ଅଫ୍ ମାର୍କ ୯୦ % । ୮୯% କଟ୍ ଅଫ୍ ସହ
Read More...

ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ

ଭୁବନେଶ୍ୱର: ଆଜି ସରକାର ଆଇଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଯାମିନୀ ଷଡଙ୍ଗୀଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ୍)ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଏହି ଦାୟିତ୍ୱରେ ଥିବା ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ
Read More...

କଳାହାଣ୍ଡି ଜିଲ୍ଲା ପାଇଁ ବିଜେଡିର ନୂତନ କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ବର: ଆଜି ବିଜେଡିର କଳାହାଣ୍ଡି ଜିଲ୍ଲା ପାଇଁ ନୂତନ କର୍ମକର୍ତ୍ତା ନିଯୁକ୍ତ ହୋଇଛନ୍ତି । ପୁଷ୍ପେନ୍ଦ୍ର ସିଂଦେଓ ଜିଲ୍ଲା ବିଜେଡି ସଭାପତି ହୋଇଥିବାବେଳେ କାର୍ଯ୍ୟକାରୀ ସଭାପତି ହୋଇଛନ୍ତି ଦିବ୍ୟ ଶଙ୍କର ମିଶ୍ର । ସେହିପରି ୭ ଜଣଙ୍କୁ ଉପସଭାପତି, ୮ ସାଧାରଣ ସମ୍ପାଦକ ଓ ୧୨ ସମ୍ପାଦକ
Read More...

ବିଶ୍ୱ ସ୍ନାୟୁରୋଗ ଓ ମୁଣ୍ଡବିନ୍ଧା ଗବେଷଣା ସମାଜ ତରଫରୁ ସମ୍ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଚୌଧୁରୀଙ୍କୁ…

ଭୁବନେଶ୍ୱର, ଜୁଲାଇ ୩: ଜୁନ୍ ୧୬ ରୁ ୧୮ ତାରିଖରେ ବାଙ୍ଗାଲୋରରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ମୁଣ୍ଡବିନ୍ଧା ଓ ଅର୍ଦ୍ଧକପାଳୀ (ମାଇଗ୍ରେନ) ଗବେଷଣା ସମାଜର ଅନ୍ତରାଷ୍ଟ୍ରୀୟ ସମ୍ମିଳନୀରେ ବରିଷ୍ଠ ସ୍ନାୟୁରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ସୂର୍ଯ୍ୟପ୍ରକାଶ ଶିବନାରାୟଣ ଚୌଧୁରୀଙ୍କୁ ଫେଲୋସିପ
Read More...

ପୁରୀ ରଥଯାତ୍ରାରେ ୧୦ ଲକ୍ଷ ୫୦ ହଜାରରୁ ଅଧିକ ଭକ୍ତଙ୍କୁ ସେବା ଯୋଗାଇଲା ଜେଏସପି ଫାଉଣ୍ଡେସନ

୧୦.୫ ଲକ୍ଷ ଭକ୍ତମାନଙ୍କୁ ଗରମ ରନ୍ଧା ଖାଦ୍ୟ ପ୍ରଦାନଭକ୍ତଙ୍କ ମଧ୍ୟରେ ୬୦୦୦ ଗ୍ଲୁକୋଜ୍ ପ୍ୟାକେଟ୍ ବଣ୍ଟନଭକ୍ତମାନଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଣ   ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସମାଜକଲ୍ୟାଣ ସଂସ୍ଥା ଜେଏସପି ଫାଉଣ୍ଡେସନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ଜଗନ୍ନାଥ ରଥଯାତ୍ରାରେ ବଡ
Read More...

ଜୁଲାଇ ୪ରେ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ଜୁଲାଇ ୧: ପୂର୍ବ ଭାରତରେ ପଶ୍ଚିମା ପବନ ପ୍ରବାହିତ ହେବା ଦ୍ୱାରା ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ହୋଇପଡ଼ିଥିବା ସତ୍ୱେ ପଶ୍ଚିମ କେନ୍ଦ୍ର ବଙ୍ଗୋପ ସାଗର ଏବଂ ଏହାର ନିକଟବର୍ତୀ ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ
Read More...

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ ଜେଲ

ଭୁବନେଶ୍ବର: ପତ୍ନୀହନ୍ତା ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ । ପତ୍ନୀ ହତ୍ୟା ଅଭିଯୋଗରେ ଗୁଣୁପୁରର ପୂର୍ବତନ ବିଧାୟକ ରାମ ମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ବର ସ୍ବତନ୍ତ୍ର ଏଡିଜେ-୩ କୋର୍ଟ । ଦଫା ୩୦୨ ପାଇଁ ଆଜୀବନ କାରାଦଣ୍ଡ ଆଦେଶ ସହ ୫୦ ହଜାର
Read More...

ଏବର୍ଷର ଶେଷ ଆଡ଼ପମଣ୍ଡପ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ: ଆଜି ଜନ୍ମବେଦୀରେ ଚାଲିଛି ଏବର୍ଷର ଶେଷ ଆଡ଼ପମଣ୍ଡପ ଦର୍ଶନ। ବ୍ୟାରିକେଡ ମଧ୍ୟ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ବାଟେ ପ୍ରବେଶ କରି ନାକଚଣା ଦ୍ୱାରଦେଇ ପ୍ରସ୍ଥାନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳ ୩ଟା ୨୦ରୁ ଦ୍ୱାରଫିଟା ଓ ୪ଟାରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କ
Read More...