Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇଲେ ମହାମହିମ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,!-->…
Read More...
Read More...
ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ୧୪ଜଣ ଓଏଏସ୍ ଅଫିସରଙ୍କୁ ଅଦଳବଦଳ କରିଛନ୍ତି । ଓଡ଼ିଶା ଲୋକସେବା ଆୟୋଗଙ୍କ ସଚିବ ତଥା ବରିଷ୍ଠ ଓଏଏସ୍ ପ୍ରମୋଦ କୁମାର ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିବାବେଳେ ବରିଷ୍ଠ ଓଏଏସ୍ ରାମଚନ୍ଦ୍ର ପାଲଟାଙ୍କୁ ତାଙ୍କ ସ୍ଥାନକୁ!-->…
Read More...
Read More...
ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ମଙ୍ଗଳବାର ଦିନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ଅଂଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)!-->…
Read More...
Read More...
ବଢ଼ିଲା ଇପିଏଫଓର ସୁଧହାର
ନୂଆଦିଲ୍ଲୀ: ବଢ଼ିଲା କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା ଇପିଏଫଓର ସୁଧହାର । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟରେ ସୁଧହାର ୮.୧୫ ପ୍ରତିଶତକୁ ମଞ୍ଜୁର ଦେଇଛନ୍ତି କେନ୍ଦ୍ର ସରକାର । ସୁଧହାର ୦.୦୫ ପ୍ରତିଶତ ବଢ଼ାଇବାକୁ ଗତ ମାର୍ଚ୍ଚରେ ସୁପାରିସ କରିଥିଲା ଇପିଏଫଓ ।!-->…
Read More...
Read More...
ସୋଆ କମ୍ୟୁନିଟି ରେଡିଓର ‘ଅସ୍ମିତା’ କାର୍ଯ୍ୟକ୍ରମକୁ ପ୍ରଥମ ପୁରସ୍କାର
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ୯୦.୪ ସୋଆ କମ୍ୟୁନିଟି ରେଡିଓକୁ ଓଡିଶାର ସ୍ଥାନୀୟ ସଂସ୍କୃତିକୁ ଲୋକପ୍ରିୟ ଓ ପ୍ରସାର କରାଇବାରେ ଉଲ୍ଲେଖନୀୟ ଅବଦାନ ପାଇଁ ଜାତୀୟ ସ୍ତରରେ ଭାରତ ସରକାରଙ୍କ ଠାରୁ ପ୍ରଥମ ପୁରସ୍କାର ମିଳିଛି ।
ରାଜଧାନୀ ଦିଲ୍ଲୀରେ ରବିବାର ଅନୁଷ୍ଠିତ!-->!-->!-->…
Read More...
Read More...
ଆଇଟିଇଆର୍ ନିକଟରେ ଜଗମୋହନ ନଗର ପୋଲିସ ଫାଣ୍ଡି ଉଦ୍ଘାଟିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ନିକଟସ୍ଥ ଜଗମୋହନ ନଗର ଅଂଚଳରେ କମିଶନରେଟ ପୋଲିସ ପକ୍ଷରୁ ଏକ ପୋଲିସ୍ ଫାଣ୍ଡି ଆରମ୍ଭ କରାଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର!-->…
Read More...
Read More...
ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ
ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସମ୍ମାନିତ କରାଯାଇଛି । ଲିଙ୍କ୍ଡ ଇନ୍ ପକ୍ଷରୁ ଆୟୋଜିତ ତଥା ଅବ୍ଜରଭ୍ ନାଓ ମେଡିଆ ନେଟୱର୍କ ଓ ତେଲେଙ୍ଗାନା ସରକାରଙ୍କ!-->…
Read More...
Read More...
ନୂଆଦିଲ୍ଲୀରେ ପଲ୍ଲୀବାଣୀ ମିଶନ ପକ୍ଷରୁ ଓଡିଶା ସାମ୍ବାଦିକତା ପୁରସ୍କାର ପ୍ରଦାନ
ନୂଆଦିଲ୍ଲୀ: ଦିଲ୍ଲୀର ଅଗ୍ରଣୀ ଓଡ଼ିଆ ପ୍ରତିଷ୍ଠାନ ପଲ୍ଲୀବାଣୀ ମିଶନ ପକ୍ଷରୁ ଆୟୋଜିତ ହୋଇଛି ଓଡ଼ିଶା ଜର୍ଣ୍ଣାଲିଜମ ଆଓ୍ବାର୍ଡ ବା ଓଡିଶା ସାମ୍ବାଦିକତା ପୁରସ୍କାର ୨୦୨୩। ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ବିଗତ ପାଞ୍ଚ ବର୍ଷ ଧରି ଏହି!-->…
Read More...
Read More...
ସିବିଏସଇ ସ୍କୁଲରେ ଓଡିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ା ଯିବ ପାଠ
ଭୁବନେଶ୍ବର: ଏଣିକି ସିବିଏସଇ ସ୍କୁଲରେ ଓଡିଆ ଓ ଆଞ୍ଚଳିକ ଭାଷାରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି, ସିବିଏସଇ ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସିବିଏସଇ ସର୍କୁଲାର ଜାରି!-->…
Read More...
Read More...
ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଆଜି ବିଜେଡି କାର୍ଯ୍ୟାଳୟ ତଥା ଶଙ୍ଖ ଭବନରେ ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମହିଳା ସଶକ୍ତିକରଣ ବିନା କୌଣସି ରାଜ୍ୟ କି ସମାଜ ବା ଦେଶ ଆଗକୁ ବଢିପାରିବ ନାହିଁ । ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ବିଜୁ!-->…
Read More...
Read More...