Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓ.ଏ.ଏସ୍ ଅଧିକାରୀ ପ୍ରଶାନ୍ତ ରାଉତଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବରିଷ୍ଠ ଓଡିଶା ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁରର ପୂର୍ବତନ ସହକାରୀ ଉପ- ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ରାଉତଙ୍କୁ ସରକାରୀ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବିଭିନ୍ନ ଦୁର୍ନୀତିରେ ଅଭିଯୋଗରେ ଜଡିତ!-->…
Read More...
Read More...
ଦୁଇ ଦିନିଆ ବରଗଡ଼ ଗସ୍ତରେ ଫାଇଭ୍ ଟି ସଚିବ
ଭୁବନେଶ୍ବର: ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ ଦୁଇଦିନିଆ ବରଗଡ଼ ଗସ୍ତରେ । ଅତାବିରା ସରଣ୍ଡାରୁ ଗସ୍ତ ଆରମ୍ଭ କରିଛନ୍ତି ଫାଇଭ୍ ଟି ସଚିବ । ଦୁଇ ଦିନିଆ ଗସ୍ତ କାଳରେ ସେ ଜିଲ୍ଲାର ସମସ୍ତ ୫ଟି ନିର୍ବାଚନ ମଣ୍ଡଳୀ ଗସ୍ତ କରିବା ସହ ବିଭିନ୍ନ ପ୍ରକଳ୍ପର ସ୍ଥିତି ସମୀକ୍ଷା କରିବେ । ବିଭିନ୍ନ!-->…
Read More...
Read More...
ଆଜି ବି ବର୍ଷିବ: ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ବର: ଗତ କିଛି ଦିନ ହେଲା ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ମୌସୁମୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆହୁରି ସକ୍ରିୟ କରିଛି । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର!-->…
Read More...
Read More...
ଦିଗପହଣ୍ଡିରେ ଦୁଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା: ୧୨ ମୃତ୍ୟୁ
ବ୍ରହ୍ମପୁର: ଗଞ୍ଜାମ ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ବଡ଼ ଧରଣର ବସ ଦୁର୍ଘଟଣା । ଦୁଇ ଘରୋଇ ଓ ସରକାରୀ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଘରୋଇ ମିନି ବସ୍ ସହ ସରକାରୀ ଓଏସଆରଟିସି ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ!-->…
Read More...
Read More...
ଓଡ଼ିଶାରେ ପ୍ରଥମ – ସମ୍ରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଂଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ
ଭୁବନେଶ୍ୱର, ଜୁନ୍ ୨୫ : ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଂଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇପାରିଛି । ଗତ ଶନିବାର ଦିନ ଦେଶର ତିନିଟି!-->…
Read More...
Read More...
ସମ୍ ଅଲ୍ଟିମେଟ୍ରେ ବିଏଲ୍ଏସ୍ ଓ ଏସିଏଲ୍ଏସ୍ ପ୍ରୋଭୋଇଡର କୋର୍ସ ଉଦ୍ଘାଟନ
ଭୁବନେଶ୍ୱର, ଜୁନ୍ ୨୪ : ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶୁକ୍ରବାର ବେସିକ୍ ଲାଇଫ୍ ସପୋର୍ଟ (ବିଏଲ୍ଏସ୍ )ଓ ଆଡଭାନ୍ସ କାର୍ଡିଆକ୍ ଲାଇଫ୍ ସପୋର୍ଟ (ଏସିଏଲ୍ଏସ୍) ର ୩ ଦିନିଆ ପ୍ରୋଭାଇଡର କୋର୍ସ ଉଦ୍ଘାଟନ ହୋଇଯାଇଛି । ସମ୍ ଅଲ୍ଟିମେଟ୍ ମେଡିକେୟାର, ଭୁବନେଶ୍ୱର ଇଣ୍ଡିଆନ୍ ସୋସାଇଟି ଅଫ୍!-->…
Read More...
Read More...
ଶିକ୍ଷା ଓ ଗବେଷଣା କ୍ଷେତ୍ରକୁ ନେଇ ସୋଆ ଏବଂ ଆଇସିଏମ୍ଆର-ଆର୍ଏମ୍ଆର୍ସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର, ଜୁନ୍ ୨୪ : ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ପାରସ୍ପରିକ ସହଯୋଗ ନିମନ୍ତେ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଇସିଏମ୍ଆର୍- ରିଜିଓନାଲ୍ ମେଡିକାଲ୍ ରିସର୍ଚ୍ଚ ସେଂଟର (ଆଇସିଏମ୍ଆର୍-ଆର୍ଏମ୍ଆର୍ସି) ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣା ଅନୁଯାୟୀ!-->…
Read More...
Read More...
ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଉପଜିଲ୍ଲାପାଳ
ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଫସିଲେ ବଡ଼ ବାବୁ । ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍। ଆଜି ଗୋଟିଏ ବ୍ୟାଙ୍କର ପାସବୁକ, ଏଟିମଏମ ଜବତ କରିଛି ଭିଜିଲାନ୍ସ । ସେହି ଆକାଉଣ୍ଟରେ ୨୦୧୯ରୁ ଏପର୍ଯ୍ୟନ୍ତ ୨୬ ଲକ୍ଷ ୨୭ ହଜାର ଟଙ୍କା!-->…
Read More...
Read More...
ପୁରୀ ରଥ ଯାତ୍ରାରେ ଜେଏସପି ଫାଉଣ୍ଡେସନ ପକ୍ଷରୁ ଭକ୍ତମାନ ନିମନ୍ତେ ଭୋଜନ ସେବା
ବର୍ତ୍ତମାନ ପର୍ଯ୍ୟନ୍ତ ୩୦୦,୦୦୦ରୁ ଅଧିକ ଭକ୍ତଙ୍କୁ ସତେଜ ଖାଦ୍ୟ ଯୋଗାଣପୁରୀ ବସ୍ ଷ୍ଟାଣ୍ଡ ପରିସରରେ ନେତ୍ରୋତ୍ସବ ଦିନ ଠାରୁ ସେବା ଆରମ୍ଭଭକ୍ତମାନଙ୍କ ମଧ୍ୟରେ ୫୦୦୦ ଗ୍ଲୁକୋଜ୍ ପ୍ୟାକେଟ୍ ବଣ୍ଟନ ଏବଂ ଜିଲ୍ଲା ପ୍ରଶାସନକୁ ୭୦୦ ରେନକୋଟ୍ ପ୍ରଦାନ
ଭୁବନେଶ୍ୱର (୨୩/୦୬/୨୦୨୩): ଜିନ୍ଦଲ!-->!-->!-->…
Read More...
Read More...
ସରିଲା ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତି
ପୁରୀ: ସରିଛି ଶ୍ରୀବିଗ୍ରହଙ୍କ ଆଡପ ମଣ୍ଡପ ବିଜେ ନୀତିି। ଏବେ ପରଠାରୁ ଜନ୍ମବେଦୀରେ ଚାଲିବ ଲୀଳାଖେଳା । ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀବିଗ୍ରହ । ପରମ୍ପରା ଅନୁସାରେ ସନ୍ଧ୍ୟା ଧୂପ ପରେ ରଥରୁ ଘୋଡା ଖୋଲାଯାଇ ଚାରମାଳ!-->…
Read More...
Read More...