Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
ରାଜ୍ୟ କ୍ୟାବିନେଟ୍ ରେ ୧୭ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମିସନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ,!-->…
Read More...
Read More...
ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ଉପରେ ଲାଗିଲା କଟକଣା
ସମ୍ୱଲପୁର: ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରାକୁ ନେଇ ଗୋଟିଏ ବର୍ଷ ପାଇଁ ବଳବତ୍ତର ରହିବ କଣାକଣା । ମହରମ ପାଇଁ ଆଜି ଡିଆରଡିଏଙ୍କ ସମ୍ମିଳନୀ କକ୍ଷରେ ବସିଥିବା ଶାନ୍ତି କମିଟି ବୈଠକରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଥିବା ସୂଚନା ଦେଇଛନ୍ତି ସମ୍ବଲପୁର ଏସପି । ସମ୍ବଲପୁରରେ ଶାନ୍ତି!-->…
Read More...
Read More...
ସୋଆ ଦେଲା ଖଣ୍ଡଗିରି ଥାନାକୁ ଏକ ବୋଲେରୋ ନିଓ ଗାଡ଼ି
ଆଇନ୍ ଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ପାଇଁ କମିଶନରେଟ୍ ପୋଲିସକୁ ସୋଆର ସହଯୋଗଖଣ୍ଡଗିରି ଥାନାକୁ ବୋଲେରୋ ପ୍ରଦାନ
ଭୁବନେଶ୍ୱର: ଆଇନ୍ ଶୃଙ୍ଖଳା ପରିସ୍ଥିତି ତଥା ଅପରାଧ ନିୟନ୍ତ୍ରଣ ନିମନ୍ତେ କମିଶନରେଟ ପୋଲିସ୍ ପ୍ରତି ସହଯୋଗର ହାତ ବଢ଼ାଇଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ।!-->!-->!-->…
Read More...
Read More...
ରାଜ୍ୟରେ ୫ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ ଦେଲେ ରାଜ୍ୟପାଳ
ଭୁବନେଶ୍ବର: ରାଜ୍ୟରେ ସୃଷ୍ଟିହେଲା ୫ ହଜାର ନୂଆ ଡାକ୍ତର ପଦବୀ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କ୍ୟାପିଟାଲ ହସପିଟାଲ ଓ ରାଉରକେଲା ଆଇଜିଏଚରେ ୬୮୯ଟି ନୂଆ ଡାକ୍ତର ପଦବୀ ସୃଷ୍ଟି କରାଯାଇଛି । ୩୨ଟି ଉପଖଣ୍ଡ ଚିକିତ୍ସାଳୟରେ ୪୮୦ ଜଣ ଡାକ୍ତର ନିଯୁକ୍ତ ହେବେ। ଏହି ନୂଆ ଡାକ୍ତର!-->…
Read More...
Read More...
ରେଳରେ ଜେନେରାଲ କୋଚରେ ଯାତ୍ରା କରୁଥିବା ଲୋକମାନେ ପାଇବେ ସୁଲଭ ମୂଲ୍ୟରେ ଖାଦ୍ୟ
ନୂଆଦିଲ୍ଲୀ: ଭାରତୀୟ ରେଳବାଇରେ ଜେନେରାଲ କୋଚରେ ଯାତ୍ରା କରୁଥିବା ଯାତ୍ରୀଙ୍କୁ ଖାଇବା ପିଇବା ପାଇଁ ଚିନ୍ତା କରିବାକୁ ପଡିବ ନାହିଁ । ଷ୍ଟେସନର ପ୍ଲାଟଫର୍ମରେ ଜେନେରାଲ କୋଚ୍ ସମ୍ମୁଖରେ ‘ଇକୋନୋମି ମିଲ୍ସ’ ଷ୍ଟଲ୍ ନିର୍ମାଣ କରାଯିବ। ଏହି ଷ୍ଟଲଗୁଡ଼ିକରେ ଖାଦ୍ୟ ଓ ପାନୀୟ ଅତି ସୁଲଭ ମୂଲ୍ୟରେ!-->…
Read More...
Read More...
ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ
ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚ ଓ ଅନ୍ୟମାନଙ୍କ ସହ 5T ସଚିବଙ୍କ ଆଲୋଚନା ଆରମ୍ଭ,
ଭୁବନେଶ୍ୱର: ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ!-->!-->!-->…
Read More...
Read More...
ସମ ହସ୍ପି୍ଟାଲ୍ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍ଘାଟିତ
ଭୁବନେଶ୍ୱର: ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍’ ଉଦ୍ଘାଟିତ ହୋଇଯାଇଛି । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍ଷ୍ଟେସନ ଲୋକାର୍ପିତ
୬୫୦ କୋଟି ଟଙ୍କା ଖର୍ଚ୍ଚ, ଉପକୃତ ହେବେ ରାଜ୍ୟର ୨.୨ ଲକ୍ଷ ଲୋକମିଳିବ ଗୁଣାତ୍ମକ, ନିରନ୍ତର ବିଜୁଳିOPGC ଓ OPTCL ପକ୍ଷରୁ ରାଜ୍ୟ ସରକାରଙ୍କୁ ୧୪୫ କୋଟି ଟଙ୍କା ଅନ୍ତରୀଣ ଲାଭାଂଶ ପ୍ରଦାନ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ କୋଟି‘ସମସ୍ତଙ୍କ ପାଇଁ ବିଜୁଳି’ ଲକ୍ଷ୍ୟ ହାସଲରେ ମିଳିଛି!-->…
Read More...
Read More...
ଓଡିଶାକୁ ମିଳିଲା ଶ୍ରେଷ୍ଠ ରାଜ୍ୟ ଭାବେ ‘ଭୂମି ସମ୍ମାନ’ ପୁରସ୍କାର
ନୂଆଦିଲ୍ଲୀ: ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କରକମଲରେ ଭୂମି ସଂସ୍କାର କ୍ଷେତ୍ରରେ ଭାରତର ଶ୍ରେଷ୍ଠ ୭୫ ଜିଲ୍ଲାକୁ ଭୂମି ସମ୍ମାନ ପୁରସ୍କାର ପ୍ରଦାନ କରାଯାଇଛି। ଡିଜିଟାଲ୍!-->…
Read More...
Read More...
ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ସାମ୍ବାଦିକଙ୍କ ସ୍ବାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ!-->…
Read More...
Read More...