Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଭାରତୀୟ ସେନାରେ ଯୋଗ ଦେବେ ସୋଆ ଛାତ୍ର
ଭୁବନେଶ୍ୱର, ଜୁନ୍ ୧୯: ଭାରତୀୟ ସେନାରେ ଯୋଗ ଦେବେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ର ଶ୍ରୀ ଅଙ୍କିତ ରାଜ ବିଶ୍ୱାଳ । ନିକଟରେ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର କମ୍ପ୍ୟୁଟର ସାଇନ୍ସ ବିଭାଗରୁ ଗ୍ରାଜୁଏସନ୍ କରିଥିବା ଛାତ୍ର!-->…
Read More...
Read More...
ରଥଯାତ୍ରା ସମୟରେ ପୁରୀରେ କଟିବନି ଲାଇନ୍
ପୁରୀ: ରଥଯାତ୍ରା ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ତଥା ଏହାର ତଦାରଖ ପାଇଁ ପୁରୀରେ ୫୦୦କର୍ମଚାରୀ ମୁତୟନ ହୋଇଛନ୍ତି। ଟିପିସିଓଡିଏଲ୍ କମ୍ପାନିର ସିଇଓ ଅରବିନ୍ଦ ସିଂହ ଏହି ସୂଚନା ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ବିଶ୍ବପ୍ରସିଦ୍ଧ ରଥଯାତ୍ରା ସମୟରେ ନିରବିଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ!-->!-->!-->…
Read More...
Read More...
’ର’ ର ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା
ନୂଆଦିଲ୍ଲୀ: ଭାରତର ଗୁଇନ୍ଦା ଏଜେନ୍ସି ’ର’ ର ନୂଆ ମୁଖ୍ୟ ହେବେ ବରିଷ୍ଠ ଆଇପିଏସ୍ ଅଫିସର ରବି ସିହ୍ନା । ରବି ସିହ୍ନା ହେଉଛନ୍ତି ଛତିଶଗଡ କ୍ୟାଡରର ଆଇପିଏସ୍ ଅଫିସର। କେନ୍ଦ୍ର ସରକାର ଏହି ନୂଆ ନିଯୁକ୍ତି ଦେଇଛନ୍ତି । ତେବେ ଜୁନ୍ ୩୦ ତାରିଖରେ ବର୍ତ୍ତମାନ ର’ର ମୁଖ୍ୟ ଥିବା ସାମନ୍ତ କୁମାର!-->…
Read More...
Read More...
ଆସାମରେ ସାଂଙ୍ଘାତିକ ବନ୍ୟା ସ୍ଥିତି
ଗୈାହାଟି: ଆସାମରେ ବନ୍ୟା ଅତି ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ବ୍ରହ୍ମପୁତ୍ର ନଦୀ ବିପଦ ସଙ୍କେତ ଉପରେ ପ୍ରଭାହିତ ହୋଇଛି । ଅନ୍ୟ ଶାଖା ନଦୀରେ ବି ଜଳସ୍ତର ବୃଦ୍ଧି ଘଟିଛି। ଲଗାଣ ବର୍ଷା ହେବା ଫଳରେ ଜଳସ୍ତର ବଢ଼ିବାରେ ଲାଗିଛ। ରାଜ୍ୟର ୧୦ ଜିଲ୍ଲାର ୩୭ ହଜାରରୁ ଅଧିକ ଲୋକ ଜଳବନ୍ଦୀ ହୋଇ!-->…
Read More...
Read More...
ସରିଲା ମହାପ୍ରଭୁଙ୍କ ନବଯୋୖବନ ଦର୍ଶନ
ପୁରୀ: ସରିଯାଇଛି ଚତୁର୍ଦ୍ଧାମୁରତିଙ୍କ ପବିତ୍ର ନବଯୌବନ ଦର୍ଶନ । ଅନବସର ଗୁପ୍ତନୀତି ଶେଷ ପରେ ଭକ୍ତଙ୍କୁ ନବଯୌବନ ବେଶରେ ଦର୍ଶନ ଦେଇଥିଲେ ମହାପ୍ରଭୁ । ୩ ଘଣ୍ଟା ଦର୍ଶନ ବ୍ୟବସ୍ଥା ରହିଥିବାରୁ ଆଜି ସକାଳ ୮ଟାରୁ ଏକ ଘଣ୍ଟା ଧରି ପାରମାଣିକ ଟିକେଟ ଦର୍ଶନ ହୋଇଥିଲା । ପରେ ଦିନ ୧୧ଟା!-->…
Read More...
Read More...
ମଦ ଦୋକାନରେ ଅଗ୍ନିକାଣ୍ଡ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହୀଦ ନଗର ଭବାନୀ ମଲ ନିକଟରେ ଥିବା ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳୁଛି । ତେବେ ନିଆଁର ମାତ୍ରା ଏତେ ଅଧିକ ଥିଲା ଯେ ସ୍ଥାନୀୟ ଅଞ୍ଚଳରେ ଧୁଆଁ ଭର୍ତ୍ତି ହୋଇଯାଇଥିଲା । ମଦ ଦୋକାନ ପାଖ!-->…
Read More...
Read More...
ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ନବକଳେବର
ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲ୍ଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ। ଗତ ମେ ୨୯ରେ ୫-ଟି ସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ!-->…
Read More...
Read More...
ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ବିପର୍ଯ୍ୟୟ’
ଗୁଜୁରାଟ: ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଗୁଜରାଟ ଉପକୂଳରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ କରିଛି। ସନ୍ଧ୍ୟା ପ୍ରାୟ ୬.୪୫ରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ମଧ୍ୟରାତ୍ର ଯାଏ ଚାଲୁ ରହିବ ବୋଲି ଭାରତୀୟ ପାଣିପାଗ ସୂଚନା ଦେଇଛି।
ବିଭାଗର!-->!-->!-->…
Read More...
Read More...
ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ
ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ!-->…
Read More...
Read More...
ଭୀଷଣ ବାତ୍ୟାର ରୂପ ନେଲା ’ବିପର୍ଯ୍ୟୟ’
ଗାନ୍ଧିନଗର: ଉତ୍ତର ପୂର୍ବ ଆରବ ସାଗର ରେ ଅତି ଭୀଷଣ ବାତ୍ୟା ' ବିପର୍ଯ୍ୟୟ ' ଏବେ ଘଣ୍ଟା ପ୍ରତି ପ୍ରାୟ ୦୩ କିମି ବେଗ ରେ ଉତ୍ତର ଦିଗ ରେ ଅଗ୍ରସର ହେଉଛି। ବାତ୍ୟା ବିପର୍ଯ୍ୟୟ ଏବେ ଜଖାଉ ବନ୍ଦର ଠାରୁ ପଶ୍ଚିମ- ଦକ୍ଷିଣ ପଶ୍ଚିମ ଦିଗରେ ୨୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ବାତ୍ୟା!-->…
Read More...
Read More...