Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସୋଆକୁ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ ପ୍ରଦାନ
ଭୁବନେଶ୍ୱର, ୨୯ ମେ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନରେ ସମ୍ମାନିତ କରାଯାଇଛି । ଗତ ଶନିବାର ଦିନ ନୂଆଦିଲ୍ଲୀ ଠାରେ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପ୍ରଦାନ କରାଯାଇଥିବା ସମ୍ମାନ!-->…
Read More...
Read More...
ସମ୍ ହସ୍ପିଟାଲ ପକ୍ଷରୁ ବିଶ୍ବ ରକ୍ତ କର୍କଟ ଦିବସ ପାଳିତ
ଭୁବନେଶ୍ୱର: ରକ୍ତ କର୍କଟ ସମସ୍ୟା ଏକ ଜଟିଳ ବ୍ୟାଧି । ଭାରତରେ ବର୍ଷକୁ ୧ ଲକ୍ଷ ଲୋକ ରକ୍ତ କର୍କଟ ରୋଗରେ ଚିହ୍ନଟ ହେଉଛନ୍ତି । ତେବେ ଉପଯୁକ୍ତ ଚିକିତ୍ସା ଏବଂ ଦୃଢ଼ମନୋବଳ ଦ୍ୱାରା ଏହି ରୋଗକୁ ପରାସ୍ତ କରିହେବ ବୋଲି ବିଶ୍ୱ ରକ୍ତ କର୍କଟ ଦିବସ ଅବସରରେ ବିଶେଷଜ୍ଞମାନେ ମତ ଦେଇଛନ୍ତି ।!-->…
Read More...
Read More...
ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର। ୧୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ କରଞ୍ଜିଆ ତହସିଲଦାରଙ୍କୁ ଧରିଛି ଭିଜିଲାନ୍ସ। ଜମି କ୍ଷତିପୂରଣ ବାବଦ ୫୧ଲକ୍ଷ ୭୫ହଜାର ୮୧୦ ଟଙ୍କା ଦେବାକୁ ଲାଞ୍ଚ ନେଉଥିଲେ ଚାଲ୍ସ ନାୟକ।
ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ରେଡ୍।!-->!-->!-->…
Read More...
Read More...
ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ଉପରେ ଲାଗିଲା ମୋହର
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି। ମୋ ଘର ନୂଆ ଯୋଜନାର!-->…
Read More...
Read More...
ସୋଆରେ ରାଜ୍ୟସ୍ତରୀୟ ଏନ୍ଏସ୍ଏସ୍ କଲ୍ଚରାଲ୍ ଫେଷ୍ଟ ଉଦ୍ଯାପିତ
ଭୁବନେଶ୍ୱର,୨୬/୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ତିନି ଦିନ ଧରି ଚାଲିଥିବା ଏନ୍ଏସ୍ଏସ୍ର ରାଜ୍ୟସ୍ତରୀୟ କଲ୍ଚରାଲ୍ ଫେଷ୍ଟ କାର୍ଯ୍ୟକ୍ରମ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ!-->…
Read More...
Read More...
ବଦଳିବ ରାଜ୍ୟ ପାଠାଗାରର ରୂପରେଖ
ଭୁବନେଶ୍ୱର: ରାଜ୍ୟ ପାଠଗାର ବୁଲିଲେ ୫-ଟି ସଚିବ ଭି କେ ପାଣ୍ଡିଆନ । ପିଲାଙ୍କ ସହ ଆଲୋଚନା କରିବା ପରେ ନେବା ସମସ୍ୟାର ତତ୍କାଳ ସମାଧାନ କରାଯାଇଛି । ଖୁବଶୀଘ୍ର ରାଜ୍ୟ ପାଠାଗାରର ରୂପାନ୍ତରଣ କରାଯିବ ବୋଲି କହିଛନ୍ତି ୫-ଟି ସଚିବ । ପିଲାଙ୍କ ପାଇଁ କ୍ୟାଣ୍ଟିନ ବ୍ୟବସ୍ଥା କରାଯିବା ସହ!-->…
Read More...
Read More...
ନବ ଦାସ ହତ୍ୟାକାଣ୍ଡ: ଆଜି ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡା: ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ ଆଜି ଝାରସୁଗୁଡାର ଜେଏମଏଫସି କୋର୍ଟରେ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡର ୧୧୮ ଦିନ ପରେ ଚାର୍ଜସିଟ୍ ଦାଖଲ ହୋଇଛି । ତଦନ୍ତକାରୀ ଡିଏସପି ଏହାର ଚାର୍ଜସିଟ ଦାଖଲ କରିଥିବା ବେଳେ କାହିଁକି ନବ ଦାସଙ୍କୁ ପୋଲିସ ଏଏସଆଇ ଗୋପାଳ!-->…
Read More...
Read More...
ପ୍ରକାଶ ପାଇଲା ଆଇଏଏସ ପରୀକ୍ଷା ଫଳ: ଟପ୍ ୪ରେ ୪ ଝିଅ
ଭୁବନେଶ୍ବର: ପ୍ରକାଶ ପାଇଲା ଆଇଏଏସ ରେଜଲ୍ଟ ୨୦୨୨ । ଏଥର ଝିଅଙ୍କ ବାଜିମାତ୍। ମେରିଟ୍ ଲିଷ୍ଟରେ ଟପ୍ରେ ରହିଛନ୍ତି ଇଶିତା କିଶୋରୀ । ଦ୍ବିତୀୟ ସ୍ଥାନରେ ଅଛନ୍ତି ଗରିମା ଲୋହିଆ । ତୃତୀୟ ସ୍ଥାନରେ ଅଛନ୍ତି ଉମା ହାରାତି ଏନ୍ । ପ୍ରଥମ ୪ ଜଣ କୃତୀ ଝିଅ ଅଛନ୍ତି । ଏଥର କୃତକାର୍ଯ୍ୟ!-->…
Read More...
Read More...
ଗିରଫ ହେଲେ କୋଟିପତି ପୁଲିସ ବାବୁ
ବରଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୁଲିସ ବାବୁ। ବରଗଡ଼ ଜିଲ୍ଲା ଗାଇସିଲାଟ ଆଇଆଇସି ବିରବର ଭଗତ ପୁଲିସ ଦ୍ବାରା ଗିରଫ ହୋଇଛନ୍ତି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ପରେ ଭିଜିଲାନ୍ସ ଜାଲରେ ଫସିଥିଲେ ଗାଇସିଲାଟ ଥାନାଧିକାରୀ ବୀରବର ଭଗତ।!-->!-->!-->…
Read More...
Read More...
ସୋଆରେ ରାଜ୍ୟସ୍ତରୀୟ ଏନ୍ଏସ୍ଏସ୍ କଲ୍ଚରାଲ୍ ଫେଷ୍ଟ ଆୟୋଜିତ
ଭୁବନେଶ୍ୱର,୨୩/୫: ନ୍ୟାସ୍ନାଲ୍ ସର୍ଭିସ୍ ସ୍କିମ୍ (ଏନ୍ଏସ୍ଏସ୍)ରେ ସାମିଲ ହେବା ଛାତ୍ରଛାତ୍ରୀମାନଙ୍କର ବ୍ୟକ୍ତିଗତ ଜୀବନର ଗୁଣବତାକୁ ବୃଦ୍ଧି କରିବାରେ ସହାୟକ ଅଟେ ବୋଲି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ!-->…
Read More...
Read More...