Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
ଆରବିଆଇ ମୁଖ୍ୟ ଶଶିକାନ୍ତ ‘ଗଭର୍ଣ୍ଣର ଅଫ ଦ ଇୟର’
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ତଥା ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ୨୦୨୩ ବର୍ଷ ପାଇଁ ପ୍ରଦାନ କରାଯାଇଛି ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର। ଲଣ୍ଡନର ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ବିଶ୍ବ ବଜାରରେ ଅସ୍ଥିରତା!-->…
Read More...
Read More...
ଡାକ୍ତର ଜଗନ୍ନାଥ ମହାପାତ୍ର ଆଉ ନାହାନ୍ତି
ଭୁବନେଶ୍ୱର: ପୂର୍ବତନ ପୌରାଧ୍ୟକ୍ଷ ଯଥା ଜନପ୍ରିୟ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା। ଶ୍ରୀ ମହାପାତ୍ର ଗତ କିଛି ଦିନ ଅସୁସ୍ଥ ଥିଲେ। ଆଜି ସେ ସହିଦନଗରସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
!-->!-->!-->…
Read More...
Read More...
ଆଜି ପହିଲି ରଜ : ଧୂମଧାମରେ ପାଳନ କରୁଛନ୍ତି ଓଡିଶାବାସୀ
ଭୁବନେଶ୍ୱର : ଆଜି ପହିଲି ରଜ। ରାଜ୍ୟର ବିଭିନ୍ନ ସ୍ଥାନରେ ରଜ ପର୍ବ ଧୂମଧାମରେ ପାଳନ କରାଯାଉଛି। ଉପକୂଳ ଓଡ଼ିଶାରେ ଆଜି ରଜ ପାଗ ହୋଇଥିବାରୁ ଏହା ମାହୋଲକୁ ଅଧିକ ସରସ କରିବ ବୋଲି କୁହାଯାଉଛି। ବିଶେଷ କରି ଏହା ହେଉଛି କୁଆଁରିଙ୍କ ପର୍ବ। ସଜବାଜ ହୋଇ ସେମାନେ ଆଜି ମଉଜ କରୁଛନ୍ତି। ତିନି ଦିନ!-->…
Read More...
Read More...
ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ମୃତ
ବଲାଙ୍ଗୀର : ଗତକାଲି ଅର୍ଥାତ ମଙ୍ଗଳବାର ମଧ୍ୟରାତ୍ରରେ ବଲାଙ୍ଗୀର ସହରଠାରୁ ୩ କିଲୋମିଟର୍ ଦୂର ଛୁଇଁବନ୍ଧ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ହାଇୱା ଟ୍ରକ୍କୁ ଏକ କାର ପଛପଟୁ ଧକ୍କା ଦେବାରୁ ଗୋଟିଏ ପରିବାରର ୫ ଜଣ!-->…
Read More...
Read More...
ପ୍ରକାଶ ପାଇଲା ନିଟ୍ ୟୁଜି ପରୀକ୍ଷାଫଳ
ନୂଆଦିଲ୍ଲୀ : ଆଜି ପ୍ରକାଶ ପାଇଛି ଜାତୀୟ ଟେଷ୍ଟିଂ ଏଜେନ୍ସି ପକ୍ଷରୁ କରାଯାଇଥିବା (ନିଟ୍ ) ୨୦୨୩ ପରୀକ୍ଷାଫଳ। ଚଳିତ ଥର ନିଟରେ ଦୁଇଜଣ ଛାତ୍ର ଟପ୍ କରିଛନ୍ତି । ତାମିଲନାଡୁର ପ୍ରଭଞ୍ଜନ ଜେ ଏବଂ ଆନ୍ଧ୍ରପ୍ରଦେଶର ବୋରା ବରୁଣ ଚକ୍ରବର୍ତ୍ତୀ ୭୨୦ରୁ ୭୨୦ ମାର୍କ ହାସଲ କରି ସର୍ବଭାରତୀୟ!-->…
Read More...
Read More...
ବିଜୁଳି ପ୍ରସଙ୍ଗରେ ଏମିତି ପ୍ରତିକ୍ରିୟା ରଖିଲେ ଧର୍ମେନ୍ଦ୍ର
ଅଘୋଷିତ ବିଦ୍ୟୁତ କାଟ ରାଜ୍ୟ ସରକାରଙ୍କ ଶାସନଗତ ବିଫଳତାର ସବୁଠୁ ଚରମ ନିଦର୍ଶନଓଡ଼ିଶାରେ ଏତେ ପରିମାଣରେ କୋଇଲା ଓ ଜଳ ବିଦ୍ୟୁତ୍ ପ୍ରକଳ୍ପ ଥିବା ପରେ ବି ଅବ୍ୟବସ୍ଥା ଦୁର୍ଭାଗ୍ୟଜନକଓଡ଼ିଶାରେ ଶାସନ ବିଫଳ ହୋଇଛି, ଶାସକ ଦଳର ନିର୍ବାଚିତ ପ୍ରତିନିଧି ମାନେ ନିଜ କାମରେ ନାହାନ୍ତିଯଦି ଶାସନ!-->…
Read More...
Read More...
ସମ୍ବଲପୁରରେ ପୁଣି ଏକ ଦନ୍ତାହାତୀ ମୃତ
ଭୁବନେଶ୍ବର: ଓଡ଼ିଶାରେ ହାତୀ ପାଇଁ ବିପତ୍ତି ବଢି ବଢି ଚାଲିଛି। ଆଜି ପୁଣି ଏକ ହାତୀର ଅଭାବନୀୟ ଢଙ୍ଗରେ ମୃତ୍ୟୁ ଘଟିଛି। ସମ୍ବଲପୁର ଜିଲ୍ଲାରେ ଗୋଟିଏ ଦନ୍ତାହାତୀ ପ୍ରାଣ ହରାଇଥିବା ଜଣାପଡ଼ିବା ପରେ ପ୍ରକୃତି ପ୍ରେମୀ ବିଚଳିତ ହୋଇଛନ୍ତି। ଏଯାଏ ଦନ୍ତା ହାତୀ ମୃତ୍ୟୁର କାରଣ!-->…
Read More...
Read More...
ସମର୍ପଣ ଭାବ ନେଇ ରଥଯାତ୍ରା କରିବା: ମୁଖ୍ୟମନ୍ତ୍ରୀ
ରଥଯାତ୍ରା ପୂର୍ବରୁ ଶେଷ ସମନ୍ବୟ କମିଟି ବୈଠକରେ ନବୀନ ସାମିଲ ହେଲେଆଭାସୀ ଜରିଆରେ ସାମିଲ ହୋଇ ସେବାୟତ ଓ ଅଧିକାରୀଙ୍କ କାନରେ ମନ୍ତ୍ର ଫୁଙ୍କିଲେ
ପୁରୀ: ପବିତ୍ର ଘୋଷଯାତ୍ରା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ବୟ କମିଟିର ଚୂଡ଼ାନ୍ତ ବୈଠକ!-->!-->!-->…
Read More...
Read More...