Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
୨୦୨୪ ଜାନୁଆରି ୨୬ରେ କର୍ତ୍ତବ୍ୟ ପଥରେ କେବଳ ମହିଳାମାନେ ପରେଡ୍ କରିବେ
ନୂଆଦିଲ୍ଲୀ: ଆସନ୍ତା ବର୍ଷ ୨୦୨୪ ଜାନୁଆରୀ ୨୬ ଗଣତନ୍ତ୍ର ଦିବସ ଉତ୍ସବରେ ଚଳିତ ବର୍ଷ ଦିଲ୍ଲୀର କର୍ତ୍ତବ୍ୟ ପଥରେ କେବଳ ମହିଳା ଯବାନମାନଙ୍କୁ ପରେଡ୍ କରିବା ଦେଖିବାକୁ ମିଳିବ। ଏହାଛଡ଼ା ମାର୍ଚ୍ଚିଂ ଓ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ତଥା ପ୍ରସ୍ତୁତିରେ କେବଳ ମହିଳାଙ୍କୁ ଦେଖିବାକୁ!-->…
Read More...
Read More...
ଆସନ୍ତାକାଲି ଝାରସୁଗୁଡା ପ୍ରଚାର ମୈଦାନରେ ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ସୋମବାର ସନ୍ଧ୍ୟାରେ ଶେଷ ହେଉଥିବାରୁ ଆସନ୍ତାକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ସପକ୍ଷରେ ପ୍ରଚାର ପାଇଁ ନବୀନ ଝାରସୁଗୁଡ଼ା ଯିବେ । ସେହିପରି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ସପକ୍ଷରେ ପ୍ରଚାର ପାଇଁ ଧର୍ମେନ୍ଦ୍ର!-->…
Read More...
Read More...
ମଣିପୁରରେ ସ୍ଥଗିତ ହେଲା ନିଟ୍ ୟୁଜି ପରୀକ୍ଷା
ନୂଆଦିଲ୍ଲୀ : ମଣିପୁରରେ ସୃଷ୍ଟି ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ନିଟ୍ ୟୁଜି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ରାଜ୍ୟ ସରକାରଙ୍କ ଅନୁରୋଧକ୍ରମେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଏହି ନିଷ୍ପତ୍ତି ନେଇଛି। ମଣିପୁରରେ ଥିବା କେନ୍ଦ୍ରଗୁଡିକ ପାଇଁ ନୂତନ ତାରିଖ ଖୁବଶୀଘ୍ର ଘୋଷଣା କରାଯିବ ବୋଲି!-->…
Read More...
Read More...
ସୋଆରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଦିନିଆ ସମର କ୍ୟାମ୍ପ
ଭୁବନେଶ୍ୱର, ୬/୦୫: ଗ୍ରୀଷ୍କକାଳୀନ ଛୁଟି ସମୟରେ ସ୍କୁ୍ଲ ଛାତ୍ରଛାତ୍ରୀମାନଙ୍କୁୁ କ୍ରୀଡ଼ା କ୍ଷେତ୍ରରେ ଅଧିକ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଶୁକ୍ରବାର ଆରମ୍ଭ ହୋଇଛି ଏକ ୧୦ ଦିନିଆ ଗ୍ରୀଷ୍ମକାଳୀନ ଶିବିର ।
ସୋଆ କ୍ୟାମ୍ପସ ୨ ସ୍ପୋର୍ଟ୍ସ!-->!-->!-->…
Read More...
Read More...
ବ୍ରିଟେନକୁ ମିଳିଲେ ନୂଆ ରାଜା : ସିଂହାସନ ଆରୋହଣ କଲେ କିଙ୍ଗ୍ ଚାର୍ଲସ ତୃତୀୟ
ଲଣ୍ଡନ: ଆଜି ବ୍ରିଟେନକୁ ମିଳିଲା ନୂଆ ରାଜା। କିଙ୍ଗ୍ ଚାର୍ଲସଙ୍କର ହେଲା ରାଜ୍ୟାଭିଷେକ। ଆଜି ୱେଷ୍ଟମିନଷ୍ଟର ଆବେରେ ବିଧିବଦ୍ଧ ଭାବେ ବ୍ରିଟେନ ସିଂହାସନ ଆରୋହଣ କଲେ ଚାର୍ଲସ । ଫିଲିପ୍ ଆର୍ଥର ଜର୍ଜ ବା କିଙ୍ଗ୍ ଚାର୍ଲସ ତୃତୀୟ ବ୍ରିଟେନ ସହିତ ଅନ୍ୟ ୧୪ଟି ଦେଶର ୪୦ତମ ରାଜା ବନିଲେ। ଏଥିପାଇଁ!-->…
Read More...
Read More...
ମଣିପୁରରେ ସ୍ଥିତି ଅଣାୟତ୍ତ: ସବୁଆଡେ ବିକ୍ଷୋଭର ଚିହ୍ନ
ମଣିପୁର: ମଣିପୁରର ଚୁରାଚାନ୍ଦପୁରରେ ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ମୈତୈ ସଂପ୍ରଦାୟର କିଛି ଲୋକଙ୍କୁ ସ୍ଥାନାନ୍ତର କରୁଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି। ବୁଧବାର ଦିନ ଚୁରଚାନ୍ଦପୁର ଅଞ୍ଚଳରେ ମଧ୍ୟ ରାଜ୍ୟର ବହୁ ସଂଖ୍ୟାରେ ମୈତୈ ସମ୍ପ୍ରଦାୟ ଏବଂ କୁକି ଜନଜାତି ମଧ୍ୟରେ ସଂଘର୍ଷ!-->…
Read More...
Read More...
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୪୮ ଘଣ୍ଟା ରେ ନେବ ଲଘୁଚାପ ର ରୂପ
ଭୁବନେଶ୍ବର: ପୂର୍ବାନୁମାନ ଅନୁଯାୟୀ ଆଜି ଦକ୍ଷିଣ - ପୂର୍ବ ବଙ୍ଗୋପସାଗର ନିକଟସ୍ଥ ଅଞ୍ଚଳ ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଆହୁରି ଘନିଭୂତ ହୋଇ ୯ ରେ ଡିପ୍ରେସନ୍ ର ରୂପ ନେଇ ଉତ୍ତର ଦିଗ ରେ ଅଗ୍ରସର ହୋଇ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ!-->…
Read More...
Read More...
ଅନ୍ଧାରରେ ଭାଷଣ ଦେଲେ ମହାମହିମ ଦ୍ରୌପଦୀ ମୁର୍ମୁ
ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତିରାଷ୍ଟ୍ରପତି ଭାଷଣ ଦେଲା ବେଳେ ଚାଲିଗଲା ବିଦ୍ୟୁତସମାବର୍ତ୍ତନ ଉତ୍ସବରେ ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି
ବାରିପଦା: ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଜୁଳି କାଟ ହେଲା । ଅନ୍ଧାରରେ ଅଭିଭାଷଣ ରଖିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।!-->!-->!-->…
Read More...
Read More...
ଏକ ବର୍ଷ ମଧ୍ୟରେ ସୋଆ ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି ୫୦୦୦ ରୁ ଊର୍ଦ୍ଧ୍ୱ ପଶୁପକ୍ଷୀ
ଭୁବନେଶ୍ୱର, ମେ ୫: ଗୋଟିଏ ବର୍ଷ ତଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆରମ୍ଭ ହୋଇଥିବା ସହରାଂଚଳ ପଶୁ ଚିକିତ୍ସାଳୟ (ଅର୍ବାନ୍ ଭେଟେରିନାରୀ ହସ୍ପିଟାଲ୍)ରେ ବର୍ଷକ ମଧ୍ୟରେ ପ୍ରାୟ ୫୫୨୭ ପଶୁପକ୍ଷୀଙ୍କର ବିଭିନ୍ନ ରୋଗର ଚିକିତ୍ସା କରାଯାଇ ପାରିଛି । ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍!-->…
Read More...
Read More...
ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯
ନୂଆଦିଲ୍ଲୀ: ବିଶ୍ୱ ମହାମାରୀ ତାଲିକାରୁ ହଟିଲା କୋଭିଡ-୧୯। ଏହାକୁ ଘୋଷଣା କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ଡବ୍ଲୁଏଚଓ କହିଛି ଯେ ଏବେ କରୋନା ବୈଶ୍ୱିକ ମହାମାରୀ ରହିଯାଇ ନାହିଁ । ଏନେଇ ଜରୁରୀକାଳୀନ କମିଟିର ୧୫ତମ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଡବ୍ଲୁଏଚଓ ମହାନିର୍ଦ୍ଦେଶକ ଡା.!-->…
Read More...
Read More...