Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ: ଟିକେଟ ବିକ୍ରିର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ଟିକେଟ ବିକ୍ରିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୁନ ୩ ତାରିଖରୁ ବ୍ୟାଙ୍କକ୍ ଓ ସିଙ୍ଗାପୁରକୁ ଚାଲିବ ଇଣ୍ଡିଗୋ ବିମାନ । ମେ ୧୫ ତାରିଖରୁ ଦୁବାଇକୁ ଚାଲିବ ବିମାନ ଏବଂ ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇ ଟିକେଟ!-->…
Read More...
Read More...
୩ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ବର: ରାଜ୍ୟ ସରକାର ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚ୍ର ଆଇପିଏସ୍ ଅଧିକାରୀ!-->…
Read More...
Read More...
ଅଗ୍ରିଆ ସମାଜ ପାଇଁ ଜମି ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅଗ୍ରିଆ ସମାଜ ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ନିର୍ଭର କରୁଥିବା ଏହି ସମାଜର ଲୋକମାନେ ମୁଖ୍ୟତଃ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାମାନଙ୍କରେ ବସବାସ କରିଥାନ୍ତି ।
ସେମାନେ ନିକଟରେ!-->!-->!-->…
Read More...
Read More...
୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ: ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ ସଚିବାଳୟ ବିଜ୍ଞପ୍ତି ଜାରି କରିଛି।
ଉଲ୍ଲେଖଯୋଗ୍ୟ, ଆସନ୍ତା କାଲି ସକାଳ ୭ଟାରେ!-->!-->!-->…
Read More...
Read More...
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧିଘୋଷଣା କଲେ ମୁଖ୍ୟମନ୍ତ୍ରୀମୃତ୍ୟୁ କ୍ଷେତ୍ରରେ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି
ଭୁବନେଶ୍ବର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ!-->!-->!-->…
Read More...
Read More...
ସମ୍ଭାବ୍ୟ ବାତ୍ୟାକୁ ନେଇ କଣ କହୁଛି ପାଣିପାଗ ବିଭାଗ ?
ଭୁବନେଶ୍ବର: ଆସନ୍ତା ୦୫ ରୁ ରାଜ୍ୟ ର ଅନେକ ଅଞ୍ଚଳ ରେ ଦିନ ତାପମାତ୍ରା ପ୍ରାୟ ୩-୫°ସି ଯାଏଁ ବଢିବ ତେଣୁ ଦିନ ରେ ଟାଣ ଖରା ସହ ଗୁଳୁଗୁଳି ର ପ୍ରଭାବ ରହିବ। ଏହା ସହ ୦୫ ରୁ କାଳବୈଶାଖୀ ଜନିତ ବର୍ଷା ର ପରିମାଣ ହ୍ରାସ ପାଇବ।
ଅନ୍ୟପଟେ ପାଣିପାଗ ବିଭାଗର କହିବା ଅନୁସାରେ; ୦୬ ମେ, ରେ!-->!-->!-->!-->!-->…
Read More...
Read More...
ପୁରୀ ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ
ପୁରୀ: ପୁରୀ ସମୁଦ୍ରରେ ଗାଧୋଇବାବେଳେ ଅଘଟଣ । ସମୁଦ୍ରରେ ବୁଡି ୨ ବଙ୍ଗୀୟ ପର୍ଯ୍ୟଟକ ମୃତ । ଗାଧୋଉଥିବା ବେଳେ ସମୁଦ୍ରରେ ବୁଡିଗଲେ ତିନି ପର୍ଯ୍ୟଟକ। ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ୨ ପର୍ଯ୍ୟଟକ ପଶ୍ଚିମବଙ୍ଗ ହାୱଡାର ବୋଲି!-->…
Read More...
Read More...
ତଳକୁ ଖସିଲା ଉତ୍କଳ ବିଶ୍ବବିଦ୍ୟାଳୟର ମାନ୍ୟତା
ଭୁବନେଶ୍ବର: ଏ ପ୍ଲସ ଗ୍ରେଡରୁ ଖସି ବାଣୀବିହାର ପାଇଛି ଏ ଗ୍ରେଡ । ବିଶ୍ୱବିଦ୍ୟାଳୟ ଗୁଡିକର ମାନ୍ୟତା ଧାର୍ଯ୍ୟ କରିବାକୁ ଗଠନ କରାଯାଇଛି ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେନଓ କାଉନସିଲ, ନାକ୍ । ଆଉ ୩.୧୬ ପଂଏଟ ସ୍କୋର ସହ ରାଜ୍ୟର ଏହି ସର୍ବପୁରାତନ ବିଶ୍ୱବିଦ୍ୟାଳୟ ଏ ପ୍ଲସରୁ ଏ!-->…
Read More...
Read More...
ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର୍ ସତ୍ୟବ୍ରତ ସାହୁ।
ଉଲ୍ଲେଖଯୋଗ୍ୟ; ଦକ୍ଷିଣ ବଙ୍ଗପୋସାଗରରେ ଆସୁଥିବା ଲଘୁଚାପ ଓ ପରବର୍ତ୍ତୀ ସମୟରେ!-->!-->!-->…
Read More...
Read More...
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଲେ ରଞ୍ଜନ ଦାଶ
ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ବ ନେଇଛନ୍ତି ରଞ୍ଜନ ଦାଶ। ସ୍ଥାୟୀ ପ୍ରଶାସକ ଭାବେ ଯୋଗଦାନ ପରେ ସେ ଆଜି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ସେବାରେ କାର୍ଯ୍ୟ କରିବେ ବୋଲି ମତ ଦେଇଛନ୍ତି।
ଆଗକୁ ରଥଯାତ୍ରା ଥିବା ବେଳେ ତା ପୂର୍ବରୁ!-->!-->!-->…
Read More...
Read More...