Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଏନସିପି ମୁଖ୍ୟ ଶରଦ ପାୱାର ଦେଲେ ଇସ୍ତଫା
ମୁମ୍ବାଇ: ବେଶ କିଛି ଦିନ ହେବ ମହାରାଷ୍ଟ୍ରରେ ରାଜନୈତିକ ବାତାବରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହା ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଆଜି କରିଥିବା ବଡ଼ ଘୋଷଣା ସମସ୍ତଙ୍କୁ ଚକିତ କରିଛି। ସେ ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି।
!-->!-->!-->…
Read More...
Read More...
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୁଲିସ ଷ୍ଟେସନ
ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ କ୍ରମେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୁଲିସ ଆଉଟପୋଷ୍ଟ ହେଲା ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍ ପୁଲିସ ଷ୍ଟେସନ। ଏଥିସହ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି। ସେହିପରି କେନ୍ଦୁଝର ଓ ବଡବିଲରେ ୨ଟି ଟ୍ରାଫିକ ପୋଲିସ ଷ୍ଟେସନ ହେବ। ଏଥିପାଇଁ ୨୪ଟି ଅତିରିକ୍ତ!-->…
Read More...
Read More...
ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା ରୋକ୍
କଟକ: ଇଚ୍ଛାଧୀନ କୋଟାରେ ଏକାଧିକ ସରକାରୀ ପ୍ଲଟ ନେବା ଉପରେ ଲାଗିଲା କଟକଣା।।ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ୍ ଲଗାଇଛନ୍ତି ହାଇକୋର୍ଟ। ଜଣେ ବ୍ୟକ୍ତି କୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ପ୍ଲଟ ନେଇପାରିବେ। ପୂର୍ବରୁ ପ୍ଲଟ!-->…
Read More...
Read More...
ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ
ଭୁବନେଶ୍ବର: ଛତିଶଗଡରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ବି ହାଇଆଲର୍ଟ ଜାରି ରହିଛି । ପୂର୍ବରୁ ମାଲକାନଗିରି, ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ହାଇଆଲର୍ଟ ଜାରି ହୋଇଥିବା ବେଳେ ଏବେ ବରଗଡ ଓ କଳାହାଣ୍ଡିରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି । ଏନେଇ ସୂଚନା!-->…
Read More...
Read More...
ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ରେଜଲ୍ଟ
ଭୁବନେଶ୍ବର: ପ୍ରକାଶ ପାଇଲା ଜେଇଇ ମେନ୍ ସେସନ୍-୨ ପରୀକ୍ଷା ଫଳ । ଶନିବାର ନାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ପ୍ରକାଶ ପାଇଛି । ସର୍ବଭାରତୀୟସ୍ତରରେ ୪୩ ପରୀକ୍ଷାର୍ଥୀ ୧୦୦ ପର୍ସେଣ୍ଟାଇଲ ସ୍କୋର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଟପ ରାଙ୍କର ପ୍ରାୟ ୨.୫ ଲକ୍ଷ!-->…
Read More...
Read More...
ଆଇପିଏସ୍ ଅଧିକାରୀ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ଜାରି ହୋଇଛି। ବରିଷ୍ଠ ଆଇପିଏସ୍ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ ମିଳିଛି। ସେ ଏସ୍ସିଆରବି ନିର୍ଦ୍ଦେଶକ ସହ!-->…
Read More...
Read More...
ସୋଆ କୁଳାଧିପତି ପ୍ରଫେସର ଡି.ପି. ରାୟଙ୍କ ପରଲୋକ
ଭୁବନେଶ୍ୱର , ୨୯ ଏପ୍ରିଲ୍ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା କୃଷି ବିଶେଷଜ୍ଞ ପ୍ରଫେସର ଡି.ପି. ରାୟଙ୍କର ଶନିବାର ସକାଳେ ପରଲୋକ ହୋଇଯାଇଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ପ୍ରଫେସର ରାୟଙ୍କୁ ୭୩ ବର୍ଷ ବୟସ ହୋଇଥିଲା । କିଛି ଦିନ ହେବ!-->…
Read More...
Read More...
ଭାରସାମ୍ୟ ହରାଇ ଘାଟିରୁ ଖସିଲା ଭାରତୀୟ ସେନାର ଆମ୍ବୁଲାନ୍ସ : ୨ଯବାନ ମୃତ ୩ ଗୁରୁତର
ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀର ରାଜୋରୀ ଠାରେ ଭାରତୀୟ ସେନାର ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଘାଟିରୁ ଖସିପଡିବାରୁ ୨ଜଣ ଯବାନଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଯବାନ ଗୁରୁତର ହୋଇଥିବା କଥା ସୂଚନା ମିଳିଛି । ଏଲଓସି ନିକଟରେ କେରି ସେକ୍ଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ପାଇବା!-->…
Read More...
Read More...
ଇଡି ଜାଲରେ ପଡିଲେ ବାଇଜୁସର ସିଇଓ
ବେଙ୍ଗାଲୁରୁ: ଇଡି ସ୍କାନରରେ ବାଇଜୁସ ସିଇଓ ରବୀନ୍ଦ୍ରନ ବାଇଜୁ । ବେଙ୍ଗାଲୁରୁସ୍ଥିତ ରବୀନ୍ଦ୍ରନଙ୍କ ଅଫିସ ଓ ଘରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବୈଦେଶିକ ମୁଦ୍ରା ପରିଚାଳନା ଆଇନ ବା ଫେମା ଅନୁସାରେ ରବୀନ୍ଦ୍ରନଙ୍କ ଦୁଇଟି ବ୍ୟାବସାୟିକ୍ ପ୍ରତିଷ୍ଠାନ ଓ ତାଙ୍କର ଆବାସସ୍ଥଳୀରେ!-->…
Read More...
Read More...
ଆସୁଛି କି ଲଘୁଚାପ, କଣ କହିଲେ ଆଇଏମଡି ଡିଜି ?
ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର । ମେ’ ୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ମଧ୍ୟ ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ!-->…
Read More...
Read More...