Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
Today’s Highlight
ହାଭେରୀରେ ମହାତ୍ମା ଗାନ୍ଧୀ ପ୍ରତିମା ଭାଙ୍ଗିଲେ ଦୁର୍ବୁତ୍ତ
କର୍ଣ୍ଣାଟକ: କର୍ଣ୍ଣାଟକର ହାଭେରୀ ସହରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଦୁର୍ବୁତ୍ତମାନେ ଭାଙ୍ଗି ଦେଇଥିବା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଘଟଣାଟି ମହାତ୍ମା ଗାନ୍ଧୀ ରୋଡରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ,!-->!-->!-->…
Read More...
Read More...
ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ଗଞ୍ଜାମ : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲାଲସିଂ ଗାଁର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ। ଏହି ଦୁଃଖଦ ଘଟଣାରେ ଆଉ ୪ ଜଣ ଛାତ୍ର ଅଳ୍ପକେ ପ୍ରାଣରକ୍ଷା!-->…
Read More...
Read More...
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍ସି ନେତାଙ୍କ ଘରେ ଆୟକର ଚଢଉ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ତାରିଖ ନିକଟ ଆସୁଥିବା ବେଳେ ରାଜ୍ୟର ରାଜନୀତି ଆହୁରି ଗରମ ହୋଇଯାଇଛି। ଶୁକ୍ରବାର ଆୟକର ବିଭାଗ ପକ୍ଷରୁ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ଏକାଧିକ ନେତା ଓ ବିଧାୟକଙ୍କ ବାସଭବନ ଉପରେ ଚଢଉ କରାଯାଇଛି। ଏହି ଚଢଉରେ ଟିଏମ୍ସି ବିଧାୟକ ଦେବାଶିଷ!-->…
Read More...
Read More...
ସ୍ମାର୍ଟଫୋନ୍ରେ ଆଧାର ଆପ୍ ପ୍ରି-ଇନଷ୍ଟଲେସନ୍ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ନ୍ୟୁଜ୍ ବ୍ୟୁରୋ: ଆପଲ୍, ସାମ୍ସଙ୍ଗ ସହ ଅନ୍ୟାନ୍ୟ ସ୍ମାର୍ଟଫୋନ୍ ନିର୍ମାଣକାରୀ କମ୍ପାନୀଙ୍କ ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍ରେ ଆଧାର ଆପ୍କୁ ପୂର୍ବରୁ ସଂଯୋଗ କରିବା ଯୋଜନାରୁ ପଛହଟିଛନ୍ତି। ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷ (UIDAI) ଏହି ସମ୍ପର୍କରେ ସ୍ପଷ୍ଟ!-->…
Read More...
Read More...
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ
ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଥିବା ଏକ ବାଣ ତିଆରି କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ ୧୬ ଜଣଙ୍କ ପ୍ରାଣହାନି ଘଟିଛି। ଏହି ଭୟାବହ ଘଟଣା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ!-->…
Read More...
Read More...
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଭୁବନେଶ୍ବର: ସାରା ଓଡ଼ିଶାରେ ଏବେ ଅଗ୍ନିବର୍ଷୀ ତାତିର ଦାହ ଅନୁଭୂତ ହେଉଛି। ପ୍ରଭାତ ୯ଟା ପରେ ବାହାରୁ ଯିବା ଦୁର୍ହର ହୋଇପଡ଼ିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଝିମଝିରେ ଝାଞ୍ଜିପବନ ଜନଜୀବନକୁ ଅଧିକ କଷ୍ଟକର କରୁଛି। ଏହି ତୀବ୍ର ଖରା!-->…
Read More...
Read More...
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ
ନୂଆଦିଲ୍ଲୀ: ଇଟାଲୀର ବର୍ଗାମୋ ସହରରେ ଥିବା ଏକ ଗୁରୁଦ୍ୱାର ବାହାରେ ଘଟିଥିବା ଗୁଳିକାଣ୍ଡରେ ଦୁଇଜଣ ଭାରତୀୟ ଶିଖଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଅଭିଯୁକ୍ତ ଜଣେ ଭାରତୀୟ ବୋଲି ସନ୍ଦେହ କରାଯାଉଥିବାବେଳେ, ସେ ଗୁଳି ଚଳାଇବା ପରେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି।
ଘଟଣା ପରେ ବର୍ଗାମୋ!-->!-->!-->…
Read More...
Read More...
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ
୬୦ରୁ ଅଧିକ ଦୋକାନ ଜଳି ଛାରଖାର
ଉତ୍ତର ପ୍ରଦେଶ: ଉତ୍ତର ପ୍ରଦେଶର ଫିରୋଜାବାଦ ଜିଲ୍ଲାର ଶିକୋହାବାଦ ସହରରେ ଥିବା ପନିପରିବା ଓ କପଡ଼ା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପ୍ରାୟ ୫୦ରୁ ୬୦ଟି ଦୋକାନ ଜଳି ପାଉଁଶ ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି!-->!-->!-->…
Read More...
Read More...
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି
ମହିଳା ସଂରକ୍ଷଣ ବିଲ୍ ସହିତ ଡିଲିମିଟେସନ ବିଲକୁ ଆଣିବା ଏକ ପ୍ରହସନ ଥିଲା
ମହିଳାଙ୍କୁ ସମ୍ବିଧାନିକ ପଦବୀରେ ସଂରକ୍ଷଣ ପ୍ରଦାନରେ କ୍ଷେତ୍ରରେ ବିଜେଡି ସର୍ବାଗ୍ରେ
ଡିଲିମିଟେସନରେ ଓଡ଼ିଶାର କ୍ଷତି ହେଉଥିବା ବେଳେ ରାଜ୍ୟ ସରକାର ଓ ବିଜେପି ଏମ୍ପିଙ୍କ ନିରବତା ପ୍ରଶ୍ନବାଚୀ ସୃଷ୍ଟି କରିଛି!-->!-->!-->!-->!-->…
Read More...
Read More...
‘ଏନର୍ଜି କ୍ୟାପିଟାଲ’ ହେବ ଅନୁଗୁଳ : ମୁଖ୍ୟମନ୍ତ୍ରୀ
ଅନୁଗୁଳ: ତ୍ରୟୋଦଶତମ ଅନୁଗୁଳ ଜିଲା ମହୋତ୍ସବ-୨୦୨୬ ଉଦଘାଟିତ ହୋଇଛି। ଉଦ୍ଘାଟନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ ଅନୁଗୁଳ ସଂସ୍କୃତି, ପରମ୍ପରା ଓ ଆତିଥ୍ୟରେ ଅନନ୍ୟ ଓ ଏହି ମହୋତ୍ସବ ସାମୁଦାୟିକ ଏକତାକୁ ଆହୁରି!-->…
Read More...
Read More...