Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ବର: ବିଭିନ୍ନ ଏକାଡେମିକ୍ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍ ସାଇନ୍ସ ଏଜୁକେସନ୍ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ!-->…
Read More...
Read More...
୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା
ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।
ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା!-->!-->!-->…
Read More...
Read More...
ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା
ଭୁବନେଶ୍ବର: ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ!-->…
Read More...
Read More...
ନବୀନ ଜିନ୍ଦଲ ନେତୃତ୍ଵାଧୀନ ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଦ୍ବାରା ଗୌହାଟି ମିଲିଟାରୀ ଷ୍ଟେସନରେ ମନୁମେଣ୍ଟାଲ ପତାକା…
ଗୌହାଟି / ନୂଆଦିଲ୍ଲୀ, ଭାରତୀୟ ଜାତୀୟ ପତାକା ପ୍ରଦର୍ଶନକୁ ପ୍ରୋତ୍ସାହିତ କରିବା ଏବଂ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ ଫ୍ଲାଗ୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆ ବିହୁ ଅବସରରେ ଗୌହାଟିର ନାରଙ୍ଗି ମିଲିଟାରୀ ଷ୍ଟେସନରେ ଆଉ ଏକ ସ୍ମାରକୀ ପତାକା ଉତ୍ସର୍ଗ କରିଛି।!-->…
Read More...
Read More...
ଅସହ୍ୟ ଖରାର ପ୍ରକୋପ ଆହୁରି ୩୬ ଘଣ୍ଟା !
ଭୁବନେଶ୍ବର: ସମଗ୍ର ରାଜ୍ୟ ରେ ଜାରି ରହିଛି ପ୍ରଚଣ୍ଡ ଖରା ର ପ୍ରକୋପ। ଦିନ କୁ ଦିନ ନୂଆ ରେକର୍ଡ କରୁଛି ତାତି। ପଶ୍ଚିମ ରୁ ଉପକୂଳ ସବୁଠାରେ ଅଧିକ ତାପମାତ୍ରା ରେକର୍ଡ ହେଉଛି। ଗତ କାଲି ବାରିପଦା, ନୂଆପଡ଼ା, ବଲାଙ୍ଗୀର ରେ ୪୪.୦ସି ଅତିକ୍ରମ କରିଥିଲା ପାରଦ। ଆଜି ମଧ୍ୟ ପ୍ରବଳ ଖର ଓ!-->…
Read More...
Read More...
ସୁରତ ସେସନ୍ସ କୋର୍ଟରୁ ନିରାଶ ହେଲେ ରାହୁଲ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କଲେ ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ!-->…
Read More...
Read More...
ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ!-->…
Read More...
Read More...
ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
!-->!-->!-->…
Read More...
Read More...
ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର!-->!-->!-->…
Read More...
Read More...
ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର
ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ!-->…
Read More...
Read More...