ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ସୋଆ କୁଳାଧିପତି ପ୍ରଫେସର ଡି.ପି. ରାୟଙ୍କ ପରଲୋକ

ଭୁବନେଶ୍ୱର , ୨୯ ଏପ୍ରିଲ୍ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା କୃଷି ବିଶେଷଜ୍ଞ ପ୍ରଫେସର ଡି.ପି. ରାୟଙ୍କର ଶନିବାର ସକାଳେ ପରଲୋକ ହୋଇଯାଇଛି । କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ପ୍ରଫେସର ରାୟଙ୍କୁ ୭୩ ବର୍ଷ ବୟସ ହୋଇଥିଲା । କିଛି ଦିନ ହେବ
Read More...

ଭାରସାମ୍ୟ ହରାଇ ଘାଟିରୁ ଖସିଲା ଭାରତୀୟ ସେନାର ଆମ୍ବୁଲାନ୍ସ : ୨ଯବାନ ମୃତ ୩ ଗୁରୁତର

ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀର ରାଜୋରୀ ଠାରେ ଭାରତୀୟ ସେନାର ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଘାଟିରୁ ଖସିପଡିବାରୁ ୨ଜଣ ଯବାନଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଯବାନ ଗୁରୁତର ହୋଇଥିବା କଥା ସୂଚନା ମିଳିଛି । ଏଲଓସି ନିକଟରେ କେରି ସେକ୍ଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ପାଇବା
Read More...

ଇଡି ଜାଲରେ ପଡିଲେ ବାଇଜୁସର ସିଇଓ

ବେଙ୍ଗାଲୁରୁ: ଇଡି ସ୍କାନରରେ ବାଇଜୁସ ସିଇଓ ରବୀନ୍ଦ୍ରନ ବାଇଜୁ । ବେଙ୍ଗାଲୁରୁସ୍ଥିତ ରବୀନ୍ଦ୍ରନଙ୍କ ଅଫିସ ଓ ଘରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବୈଦେଶିକ ମୁଦ୍ରା ପରିଚାଳନା ଆଇନ ବା ଫେମା ଅନୁସାରେ ରବୀନ୍ଦ୍ରନଙ୍କ ଦୁଇଟି ବ୍ୟାବସାୟିକ୍ ପ୍ରତିଷ୍ଠାନ ଓ ତାଙ୍କର ଆବାସସ୍ଥଳୀରେ
Read More...

ଆସୁଛି କି ଲଘୁଚାପ, କଣ କହିଲେ ଆଇଏମଡି ଡିଜି ?

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର । ମେ’ ୫ ତାରିଖ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଏହାପରେ ଅବପାତରେ ପରିଣତ ହେବା ମଧ୍ୟ ସମ୍ଭାବନା ରହିଛି । ହେଲେ ଓଡ଼ିଶା ଉପରେ
Read More...

ଆରମ୍ଭ ହୋଇଛି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା

ଭୁବନେଶ୍ବର; ଆଜି ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆରମ୍ଭ ହୋଇଛି । ହାୱଡ଼ା ଷ୍ଟେସନରୁ ସକାଳ ୬ଟା ୧୦ରେ ଯାତ୍ରା ଆରମ୍ଭ କରିଥିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ଓ ୧୨ଟା ୩୫ରେ ପୁରୀ ପହଞ୍ଚିିଥିଲା ଟ୍ରେନ । ବନ୍ଦେ ଭାରତ ଏକ୍ସପ୍ରେସ୍
Read More...

ଓଡିଆ ପୁଅ ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ

ଭୁବନେଶ୍ବର : ଜଣେ ଓଡ଼ିଆ ଭାବେ ସିଦ୍ଧାର୍ଥ ମହାନ୍ତି ଏକ ପ୍ରତିଷ୍ଠିତ ଅନୁଷ୍ଠାନର ନେତୃତ୍ବ ନେବାକୁ ଯାଉଛନ୍ତି । ତାଙ୍କୁ ଦେଶର ବୃହତ୍ତମ ବୀମା କମ୍ପାନି ଏଲଆଇସିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ସେ ଏବେ ଏଲଆଇସିର ଅନ୍ତରୀଣ ଅଧ୍ୟକ୍ଷ ତଥା ଯୁଗ୍ମ ପରିଚାଳନା ନିର୍ଦ୍ଦେଶକ ଅଛନ୍ତି ।
Read More...

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ

ଭୁବନେଶ୍ୱର,୨୬/୦୪: - ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ଉଚ୍ଚ ଶିକ୍ଷା ବିଭାଗର ସଚିବ ଶ୍ରୀ କେ ସଞ୍ଜୟ ମୂର୍ତ୍ତି ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ
Read More...

ବନ୍ଧା ହେଲେ ତନ୍ତ୍ର ସାଧକ ବିପିନ ରାଉତରାୟ

ଖୋର୍ଦ୍ଧା: ଶେଷରେ ନିଜକୁ ଭୂତ ସଭାପତି ଦାବି କରୁଥିବା ତନ୍ତ୍ର ସାଧକ ଗିରଫ ହେଲେ। ବିପିନ୍ ରାଉତରାୟଙ୍କୁ ବାନ୍ଧିଲା ଖୋର୍ଦ୍ଧା ପୁଲିସ । ଜାମିନ୍ ନାମଞ୍ଜୁର ପରେ ଗଲେ ଜେଲ। ଦୁଇ ଦୁଇଟି ମାମଲାରେ ଭୂତଙ୍କ ସଭାପତି ଜ୍ୟୋତିଷ ବିପିନ ରାଉତରାୟକୁ ବାନ୍ଧିଲା ପୁଲିସ୍ । ଗିରଫ ପରେ ତାଙ୍କ ନାମରେ
Read More...

୪.୧୩ କୋଟି ଟଙ୍କା ଠକେଇ ମାମଲାରେ ୩ ଗିରଫ

ଭୁବନେଶ୍ବର: କଟକରେ ୪.୧୩ କୋଟି ଟଙ୍କା ଠକେଇ ମାମଲାରେ ୩ ଜଣଙ୍କୁ ଅର୍ଥନୈତିକ ଅପରାଧ ଶାଖା ଭୁବନେଶ୍ୱର ଗିରଫ କରିଥିବା ଜଣାଯାଇଛି। ତିନି ଅଭିଯୁକ୍ତ ହେଲେ କଟକ ଅର୍ବାନ କୋପରେଟିଭ ବ୍ୟାଙ୍କ ନୂଆପାଟଣା ଶାଖାର ଅବସରପ୍ରାପ୍ତ ଶାଖା ପରିଚାଳକ ଶେଖ୍ ଅବଦୁଲ ହାୟୀ, ଖ୍ରୀଷ୍ଟ ମହାବିଦ୍ୟାଳୟର
Read More...

ନିଜ ଘରୁ ମୃତ ଅବସ୍ଥାରେ ଉଦ୍ଧାର ହେଲେ ମହିଳା ପୁଲିସ ଅଧିକାରୀ

ମୁମ୍ବାଇ: ମୁମ୍ବାଇରେ ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ତାଙ୍କ ଘରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତ ମହିଳା ପୁଲିସ ଅଧିକାରୀଙ୍କ ନାମ ଶୀତଲ ୟେଦକେ। ଯିଏକି ମୁମ୍ବାଇ ପୁଲିସରେ ସବ୍‌-ଇନ୍ସପେକ୍ଟର ଭାବେ ନିୟୋଜିତ ଥିଲେ। ସୂଚନାନୁସାରେ,  ଶୀତଲ ପ୍ରାୟ ଦେଢ ବର୍ଷ ହେବ ଛୁଟିରେ
Read More...