ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

କଟକ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଡ଼ମ୍ବା ବ୍ଲକ କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା। କନିଷ୍ଠ ଯନ୍ତ୍ରୀ ବାଉରୀବନ୍ଧୁ ପରିଡ଼ା ନିଜର ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ବିଲ୍ ପାସ କରିବା ପାଇଁ ଠିକାଦାରଙ୍କଠୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ
Read More...

ନିଖୋଜ ନାବାଳକର ମୃତଦେହ ଉଦ୍ଧାର

ଆଳି: ଆଜି ସକାଳୁ ବ୍ରାହ୍ମଣୀ ନଦୀର ଏକମାଣିଆ-ଦକ୍ଷିଣଡିହା ନଦୀଘାଟରେ ନୌକା ଦୁର୍ଘଟଣା ଘଟି ଘାଟିଆ ସମେତ ଜଣେ ୧୨ ବର୍ଷର ବାଳକ ନିଖୋଜ ହୋଇଯାଇଥିଲେ। ତେବେ ନିଖୋଜ ନାବାଳକର ମୃତଦେହ ଉଦ୍ଧାର ହୋଇଛି। ଉଦ୍ଧାର କରିବାକୁ ଯାଇ ନିଖୋଜ ଥିବା ନାଉରୀର ଏବେବି ପତ୍ତା ମିଳିନି । ଉଲ୍ଲେଖଯୋଗ୍ୟ‌,
Read More...

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ କେନ୍ଦ୍ରମନ୍ତ୍ରୀ ଓ…

ଭୁବନେଶ୍ୱର,୨୬/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ଚତୁର୍ଥ ଦିନରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍‌କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା
Read More...

ହାଇଡ୍ରୋଜେନ ଇନ୍ଧନ ବ୍ୟବହାର କରି ଇସ୍ପାତ ଉତ୍ପାଦନ କରିବା ହେଉଛି ଇସ୍ପାତଶିଳ୍ପର ଭବିଷ୍ୟତ

ଭୁବନେଶ୍ୱର, ୨୬/୦୪/୨୦୨୩: ହାଇଡ୍ରୋଜେନ ଇନ୍ଧନ ବ୍ୟବହାର କରି ଇସ୍ପାତ ଉତ୍ପାଦନ କରିବା ଇସ୍ପାତ ଶିଳ୍ପର ଭବିଷ୍ୟତ ବୋଲି ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ଦ୍ୱାରା ଆୟୋଜିତ ଭାରତରେ ଷ୍ଟିଲ୍ ମେକିଂର ଭବିଷ୍ୟତ ବିଷୟରେ ଆଲୋଚନାଚକ୍ରକୁ ସମ୍ବୋଧିତ କରି ଜିନ୍ଦଲ ଷ୍ଟିଲ
Read More...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ବଡ ତ୍ରୁଟି

କୋଚି; କେରଳର କୋଚିରେ ରୋଡ୍ ଶୋ’ବେଳେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖିବାକୁ ମିଳିଛି । ରାସ୍ତାରେ ଚାଲି-ଚାଲି କୋଚି ଜନତାଙ୍କୁ ସମ୍ବୋଧନ କରିବାବେଳେ ପ୍ରଧାନମନ୍ତ୍ରୀଙ୍କ ଉପରକୁ ହୋଇଥିଲା ମୋବାଇଲ ମାଡ । ରୋଡ୍ ଶୋ’ ବେଳେ ରାସ୍ତାର ଉଭୟ ପାଶ୍ୱର୍ରେ ଛିଡା ହୋଇଥିବା ଲୋକେ
Read More...

ନକ୍ସଲ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ

ଛତିଶଗଡ: ଛତିଶଗଡର ଦାନ୍ତେୱାଡାରେ ନକ୍ସଲଙ୍କ ଆକ୍ରମଣରେ ୧୦ ଡିଆରଜି ଯବାନ ସହିଦ ହୋଇଛନ୍ତି । ଯବାନମାନଙ୍କୁ ନେଇ ଯାଉଥିବା ଗାଡିର ଡ୍ରାଇଭର ମଧ୍ୟ ମୃତ୍ୟୁବରଣ କରିଛନ୍ତି । ସୂଚନାଯୋଗ୍ୟ, ଛତିଶଗଡ଼ ବସ୍ତର ଜିଲ୍ଲା ଅନ୍ତର୍ଗତ ଅରନପୁରରେ ଯବାନମାନେ ମାଓବାଦୀ ବିରୋଧୀ ଅଭିଯାନ ସାରି ଫେରିବା
Read More...

ଆସନ୍ତା ମାସରୁ ଛେନା, ପନିର, କଞ୍ଚା ଖୁଆର ଦର ବୃଦ୍ଧି ହେବ

କଟକ: ମେ’ ପହିଲାରୁ ଛେନା, ପନିର, କଞ୍ଚା ଖୁଆର ଦର ବୃଦ୍ଧି ହେବ । ଏନେଇ କଟକ ଜିଲ୍ଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘ ନିଷ୍ପତ୍ତି ନେଇଛି । ବର୍ଦ୍ଧିତ ଦର ଅନୁଯାୟୀ ଛେନା କିଲୋ ପିଛା ୧୯୫ ଟଙ୍କା, ପନିର କିଲୋ ପିଛା ୨୫୫ ଟଙ୍କା, କଞ୍ଚା ଖୁଆ କିଲୋ ପିଛା ୩୨୦ ଟଙ୍କାରେ ବିକ୍ରି ହେବ
Read More...

ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ପ୍ରଶଂସା କଲେ…

ଭୁବନେଶ୍ୱର,୨୫/୦୪: ଆଇଏମଏମ୍‌ଟି ପରିସରରେ ଚାଲିଥିବା ଜି-୨୦ ଶିକ୍ଷା ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀର ତୃତୀୟ ଦିନ ରେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟ ଅପ୍ କୁ ବୁଲି ଦେଖିବା ସହ ଉଚ୍ଚ ପ୍ରଶଂସା
Read More...

ଆସନ୍ତା ୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା!

ଭୁବନେଶ୍ବର; ଉତ୍ତର ପୂର୍ବ ବାଂଲାଦେଶ ଓ ନିକଟବର୍ତ୍ତୀ ଅଞ୍ଚଳ ରେ ସମୁଦ୍ର ପତନ ଠାରୁ ୧.୫କିମି ଉପରେ ଏକ ଟ୍ରପ ରେଖା ସକ୍ରିୟ ରହିଛି । ଏହି କ୍ଷେତ୍ର ପ୍ରଭାବ ରେ ବଙ୍ଗୋପସାଗର ରୁ ଜାଳୀୟବାଷ୍ପ ପୂର୍ଣ୍ଣ ଆଦ୍ର ପୂର୍ବ ଦିଗ ରୁ ବାୟୁ ପ୍ରବାହ ହେତୁ ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ
Read More...

ଜି -୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା”ପ୍ରଦର୍ଶନୀରେ ସୋଆ ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ପ୍ରଦର୍ଶିତ

ଭୁବନେଶ୍ୱର, ୨୪/୦୪: ଆଇଏମଏମ୍‌ଟି ପରିସରରେ ରବିବାର ଜି-୨୦ ଏଜୁକେସନ୍ ୱାର୍କିଂ ଗ୍ରୁପ୍ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା” ପ୍ରଦର୍ଶନୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଛାତ୍ରଛାତ୍ରୀଙ୍କ ୪ ଟି ଷ୍ଟାର୍ଟ ଅପ୍ ପ୍ରଦର୍ଶିତ ହୋଇଛି । ଏହି କାର୍ଯ୍ୟକ୍ରମକୁ
Read More...