Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
ପାରସ୍ପରିକ ସହଭାଗିତା ନେଇ ସୋଆ ଏବଂ ୟୁଏସ୍ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର, ୨୪/୦୪: ପାରସ୍ପରିକ ସହଭାଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇଟି ସର୍ଭିସେସ୍ ଓ ସଲ୍ୟୁସନ୍ସ କ୍ଷେତ୍ରରେ କାର୍ଯ୍ୟରତ ଥିବା କମ୍ପାନୀ ୟୁଏସ୍ଟି ପ୍ରଡକ୍ଟ ଇଞ୍ଜିନିୟରିଂ ମଧ୍ୟରେ ସୋମବାର ଏଠାରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।ଏହି ବୁଝାମଣାଟି ସୋଆର ପ୍ରୋ-!-->…
Read More...
Read More...
ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍ଆର ମାନ୍ୟତା
ଭୁବନେଶ୍ୱର, ୨୪/୦୪: ଦେଶର ଅଗ୍ରଣୀ କରେଂଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍ସେସ୍ ରିଭ୍ୟୁ (ସିଏସ୍ଆର୍) ପକ୍ଷରୁ ୨୦୨୩ ବର୍ଷ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ କରାଯିବା ସହ ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆହୁରି ୧୦ବର୍ଷ ପାଇଁ ଓଡ଼ିଶା ରହିବ ଭାରତୀୟ ହକି ଟିମର ପ୍ରାୟୋଜକ। ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା!-->…
Read More...
Read More...
୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ!-->…
Read More...
Read More...
ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ
ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ,!-->!-->!-->…
Read More...
Read More...
ବିଜେବି କଲେଜର ୩ ଜଣ ଛାତ୍ରଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ
ଭୁବନେଶ୍ବର: ବିଜେବି କଲେଜ ରେ ପୁଣି ଥରେ ଅଶାନ୍ତିର ବାତାବରଣ ଦେଖାଯାଇଛି। ବିଜେବି କଲେଜ ପରିସରରେ ଶନିବାର ପୁଣି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୩ ଜଣ ଛାତ୍ରଙ୍କୁ ୧୫ ଅଣଛାତ୍ର ମାରଣାସ୍ତ୍ର ସାହାଯ୍ୟରେ ଆକ୍ରମଣ କରିଥିବା ନେଇ ବଡ଼ଗଡ଼ ଥାନାରେ ଅଭିଯୋଗ ହୋଇଛି। ଆକ୍ରମଣର ଶିକାର!-->…
Read More...
Read More...
ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ହେଲେ ବିଜୟ ପଟ୍ଟନାୟକ
ଭୁବନେଶ୍ବର: କଂଗ୍ରେସରେ ଯୋଗ ଦେଇଥିବା ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏ ଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ବିଜୟଙ୍କ ନାଁରେ ମୋହର ଲାଗିଛି।
ଅନ୍ୟପକ୍ଷରେ ରାଜ୍ୟ କଂଗ୍ରେସ ପକ୍ଷରୁ ୨୭ ଜଣିଆ ରାଜନୀତିକ!-->!-->!-->…
Read More...
Read More...
ପଞ୍ଚଭୂତରେ ଲୀନ ହେଲା ସହିଦ ଦେବାଶିଷଙ୍କ ପାର୍ଥୀବ ଶରୀର
ସତ୍ୟବାଦୀ: ଶହୀଦ ଦେବାଶିଷ ବିଶ୍ୱାଳ ଅମର ରହେ । ପୁଞ୍ଚରେ ଆତଙ୍କୀ ଆକ୍ରମଣରେ ସହିଦ ହୋଇଥିବା ସତ୍ୟବାଦୀର ସହିଦ ଦେବାଶିଷ ବିଶ୍ୱାଳ ପଞ୍ଚଭୂତରେ ଲୀନ ହୋଇଛନ୍ତି । ଜନ୍ମସ୍ଥାନ ଅଳଗୁମରେ ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି । ଅଳଗୁମ ଶ୍ମଶାନରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର ସମ୍ପନ୍ନ!-->…
Read More...
Read More...
ସ୍କିଲ୍ ଓଡ଼ିଶା କନ୍କ୍ଲେଭ୍ରେ ସୋଆ ଛାତ୍ରଛାତ୍ରୀଙ୍କୁ ୪ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ
ଭୁବନେଶ୍ୱର, ୨୧/୦୪: ଦୁର୍ଘଟଣା ଜନିତ ଅଗ୍ନିକାଣ୍ଡର ପ୍ରତିକାର ନିମନ୍ତେ ଏକ ଅଭିନବ ଷ୍ଟାର୍ଟଅପ୍ ଆଇଡିଆ ପ୍ରସ୍ତୁତ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ । ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ୩ ଦିନିଆ ସ୍କିଲ୍ ଓଡ଼ିଶା କନ୍କ୍ଲେଭ୍ରେ ସୋଆ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍!-->…
Read More...
Read More...
ବଢ଼ୁଛି କରୋନା: ୮ ରାଜ୍ୟକୁ ଚିଠି ଲେଖି ସତର୍କ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ
ନୂଆଦିଲ୍ଲୀ: ଭାରତରେ ପୁଣି କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ କରୋନାର ୧୧,୬୯୨ ନୂଆ ମମଲା ସାମ୍ନାକୁ ଆସିଛି । ଏବେ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୬ ହଜାରରୁ ଅଧିକ!-->…
Read More...
Read More...