ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

Today’s Highlight

ପ୍ରତି ୬ ବର୍ଷରେ ଡାକ୍ତରଙ୍କୁ ମିଳିବ ୪ଥର ପ୍ରମୋସନ

ଭୁବନେଶ୍ୱର:ଏବେ ପ୍ରତି ୬ ବର୍ଷରେ ସରକାରୀ ଡାକ୍ତରଙ୍କୁ ମିଳିବ ପ୍ରମୋସନ । ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ପଦୋନ୍ନତି ମିଳିବ । ଓଡ଼ିଶା ମେଡିକାଲ ଓ ହେଲଥ ସର୍ଭିସରେ କାର୍ଯ୍ୟରତ ଡାକ୍ତରଙ୍କୁ ସେମାନଙ୍କର କ୍ୟାରିୟର ମଧ୍ୟରେ ୪ ଥର ପ୍ରମୋସନ ମିଳିବ । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...

ପୁଞ୍ଚରେ ସେନା ଟ୍ରକ ଅଗ୍ନିକାଣ୍ଡ ରେ ଜଣେ ଓଡ଼ିଆ ଯବାନ ସହିଦ

ପୁଞ୍ଚ: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଗୁରୁବାର ହୋଇଥିବା ସେନା ଟ୍ରକ ଅଗ୍ନିକାଣ୍ଡ ଘଟଣାରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ଆକ୍ରମଣରେ ୫ ଯବାନ ସହିଦ ହୋଇଥିବା ବେଳେ, ଜଣେ ଯବାନ ଆହତ ହୋଇଛନ୍ତି । ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ନେଇ ସ୍ପଷ୍ଟ ହୋଇଛି ।
Read More...

ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ସୋଆ ଓ ଜିମ୍ବାୱେ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ବର: ବିଭିନ୍ନ ଏକାଡେମିକ୍ ଏବଂ ଆନୁସଙ୍ଗିକ କ୍ଷେତ୍ରରେ ସହଯୋଗ ଓ ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଜିମ୍ବାୱେର ବିନ୍ଦୁରା ବିଶ୍ୱବିଦ୍ୟାଳୟ ଅଫ୍ ସାଇନ୍ସ ଏଜୁକେସନ୍ ମଧ୍ୟରେ ଗୁରୁବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସୋଆ ମୁଖ୍ୟ କାର୍ଯ୍ୟାଳୟରେ ଏକ
Read More...

୪୩ ଡିଗ୍ରୀ ଟପିଲା ଭୁବନେଶ୍ୱରର ତାପମାତ୍ରା

ଭୁବନେଶ୍ବର; ଖରାର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗୁଛି। ଆଜି ଦିନରେ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ରହିଥିବା ରେକର୍ଡ କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ସୂଚନାନୁସାରେ, ଆଜି ଦିନ ସାଢେ ୨ଟା ସୁଦ୍ଧା
Read More...

ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ବର: ଦୀପାଳିଙ୍କ ପାଇଁ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗୁରୁବାର ବିଜୁ ଜନତା ଦଳ ଝାରସୁଗୁଡା ଉପ ନିର୍ବାଚନ ପାଇଁ ନିଜର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ
Read More...

ନବୀନ ଜିନ୍ଦଲ ନେତୃତ୍ଵାଧୀନ ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଦ୍ବାରା ଗୌହାଟି ମିଲିଟାରୀ ଷ୍ଟେସନରେ ମନୁମେଣ୍ଟାଲ ପତାକା…

ଗୌହାଟି / ନୂଆଦିଲ୍ଲୀ, ଭାରତୀୟ ଜାତୀୟ ପତାକା ପ୍ରଦର୍ଶନକୁ ପ୍ରୋତ୍ସାହିତ କରିବା ଏବଂ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ ଫ୍ଲାଗ୍ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆ ବିହୁ ଅବସରରେ ଗୌହାଟିର ନାରଙ୍ଗି ମିଲିଟାରୀ ଷ୍ଟେସନରେ ଆଉ ଏକ ସ୍ମାରକୀ ପତାକା ଉତ୍ସର୍ଗ କରିଛି।
Read More...

ଅସହ୍ୟ ଖରାର ପ୍ରକୋପ ଆହୁରି ୩୬ ଘଣ୍ଟା !

ଭୁବନେଶ୍ବର: ସମଗ୍ର ରାଜ୍ୟ ରେ ଜାରି ରହିଛି ପ୍ରଚଣ୍ଡ ଖରା ର ପ୍ରକୋପ। ଦିନ କୁ ଦିନ ନୂଆ ରେକର୍ଡ କରୁଛି ତାତି। ପଶ୍ଚିମ ରୁ ଉପକୂଳ ସବୁଠାରେ ଅଧିକ ତାପମାତ୍ରା ରେକର୍ଡ ହେଉଛି। ଗତ କାଲି ବାରିପଦା, ନୂଆପଡ଼ା, ବଲାଙ୍ଗୀର ରେ ୪୪.୦ସି ଅତିକ୍ରମ କରିଥିଲା ପାରଦ। ଆଜି ମଧ୍ୟ ପ୍ରବଳ ଖର ଓ
Read More...

ସୁରତ ସେସନ୍ସ କୋର୍ଟରୁ ନିରାଶ ହେଲେ ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ପୁଣି ଲାଗିଲା ଝଟକା। ମାନହାନି ମାମଲାରେ ରାହୁଲ କରିଥିବା ଆବେଦନକୁ ଖାରଜ କଲେ ସୁରଟ ସେସନ୍ସ କୋର୍ଟ । ମୋଦୀ ସାଙ୍ଗିଆ ବାବଦରେ ରାହୁଲ ଦେଇଥିବା ବୟାନକୁ ନେଇ ତଳ କୋର୍ଟ ରାହୁଲଙ୍କୁ ୨ ବର୍ଷ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ
Read More...

ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଦକ୍ଷତା କନକ୍ଲେଭ୍ ୨୦୨୩କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ସମାରୋହରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓ ଓଡ଼ିଶା ଦକ୍ଷତା ବିକାଶ ଅଥରିଟି ଅଧ୍ୟକ୍ଷ ସୁବ୍ରତ ବାଗଚୀ
Read More...

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା କଲେ ସରକାର । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା ହୋଇଛି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଛୁଟି ଘୋଷଣା କଲେ ସରକାର ।
Read More...