Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍
Browsing Category
Today’s Highlight
ସରୋଜ ସାମଲ ହେଲେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ବର: ରାଜ୍ୟ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଭାବେ ଆଇଏଏସ୍ ସରୋଜ କୁମାର ସାମଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସକାଳେ ବଦଳି ନିର୍ଦ୍ଦେଶ ପ୍ରକାଶ ପାଇବା ପରେ ଅପରାହ୍ନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଆଇଆଣ୍ଡପିଆର!-->!-->!-->…
Read More...
Read More...
ପୁଣି ଦୁଇ ଦିନ ବନ୍ଦ ହେଲା ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର
ଭୁବନେଶ୍ବର; ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୁଣିଥରେ ସମସ୍ତ ସ୍କୁଲକୁ ଆଉ ୨ଦିନ ପାଇଁ ଛୁୂଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ତାରିଖ ଦୁଇଦିନ ଧରି ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର , ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ!-->…
Read More...
Read More...
ଆହୁରି ବଢ଼ିବ ତାତି: ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗକୁ ଆହୁରି ବଢ଼ିବ ତାତି। ତାପମାତ୍ରା ଆଗାମୀ ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଆଗାମୀ ଦୁଇଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାର ୮ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼,!-->…
Read More...
Read More...
ସୋଆରେ ୮ଟି ଦେଶର ପ୍ରତିନିଧି: ଓଡ଼ିଶାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସମ୍ପର୍କରେ ନେଲେ ଉପଲବ୍ଧି
ଭୁବନେଶ୍ୱର, ୧୭/୦୪: ଓଡ଼ିଶାରେ ୧୯୯୯ ମହାବାତ୍ୟା ସାରା ରାଜ୍ୟକୁ ବିପର୍ଯ୍ୟସ୍ତ କରିଦେଇଥିବା ବେଳେ ଏହାର ପରବର୍ତୀ ସମୟରେ ଦୀର୍ଘ ୨୨ ବର୍ଷ ଧରି ରାଜ୍ୟ କିଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରି ଆସୁଛି ସେ ସମ୍ପର୍କରେ ଇଣ୍ଡିଆନ୍ କାଉନ୍ସିଲ୍ ଫର୍ କଲ୍ଚରାଲ ରିସର୍ଚ୍ଚ (ଆଇସିସିଆର୍)!-->…
Read More...
Read More...
କାର୍ଯ୍ୟକ୍ଷମ ହେଲା କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ
ଭୁବନେଶ୍ବର; ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ କମିଶନରେଟ ପୁଲିସର ସିକ୍ୟୁରିଟି ଡିଭିଜନ କାର୍ଯ୍ୟକ୍ଷମ ହୋଇଛି । ପୂର୍ବରୁ ଭିଭିଆଇପି, ଭିଆଇପିଙ୍କ ବଢ଼ୁଥିଲା ସୁରକ୍ଷା ଚିନ୍ତା । କମିଶନରେଟ ପୋଲିସ ଅଧୀନରେ ପୂର୍ବରୁ ଏକ ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ ମଧ୍ୟ ରହିଛି । ଭୁବନେଶ୍ବର କଟକ!-->…
Read More...
Read More...
ଆଜି ସବୁଠୁ ଉତ୍ତପ୍ତ ସହର ଝାରସୁଗୁଡା
ଭୁବନେଶ୍ବର: ଓଡ଼ିଶାର ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ!-->…
Read More...
Read More...
ମହର୍ଷି କଲେଜରେ ଛାତ୍ରଙ୍କୁ ମାରଣାନ୍ତକ ଆକ୍ରମଣ
ଭୁବନେଶ୍ୱର: ମହର୍ଷି କଲେଜରେ ଅଣଛାତ୍ରଙ୍କ ଦାଦାଗିରି ଲାଗି ତୁମୁଳକାଣ୍ଡ ଘଟିଛି । ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣ କରିଥିବା ୧୦ ରୁ ଉର୍ଦ୍ଧ୍ବ ଯୁବକ ଝାରପଡା ଅଞ୍ଚଳର ହୋଇଥିବା ସୂଚନାମିଳୁଛି। ଗୁରୁତର ଅବସ୍ଥାରେ ଜଣେ କ୍ୟାପିଟାଲ ହସ୍ପିଟାଲରେ!-->…
Read More...
Read More...
କଟକ ଲିଙ୍କ ରୋଡ ଛକରେ ବସରେ ଲାଗିଲା ନିଆଁ
କଟକ: କଟକ ଲିଙ୍କରୋଡଠାରେ ଦେଖିବାକୁ ମିଳିଛି ଏକ ଭୟାବହ ଅଗ୍ନିକାଣ୍ଡ। କଟକ ଲିଙ୍କ ରୋଡ ଛକରେ ବସରେ ଲାଗିଲା ନିଆଁ । ସିଟ୍ ଲେଦର ଓ କପଡାରେ ନିଆଁ ଲାଗିଥିବାରୁ ଖୁବ ଜୋରରେ ବସଟି ଜଳିଥିଲା । ବସଟି କିଛି ଦିନ ହେଲା ଛକରେ ରଖାଯାଇଥଲା । ଏହା ନିୟମିତ ଭାବେ କଟକରୁ ବରଗଡ ଯିବା ଆସିବା କରୁଥିଲା!-->…
Read More...
Read More...
କାଲିଠୁ ଆରମ୍ଭ ଅଙ୍ଗନବାଡି କେନ୍ଦ୍ର ସମେତ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ା
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଏପ୍ରିଲ ୧୭ରୁ ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ। ସ୍ଥଳବିଶେଷରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି!-->…
Read More...
Read More...
ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର: ଆଜି ବିଜେବି କଲେଜ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ପୂର୍ବ ଶତ୍ରୁତାରୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ବିଜେବି କଲେଜରେ ଇଣ୍ଟିଗ୍ରେଟେଡ ଏମବିଏ ପଢ଼ୁଥିବା ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଆକ୍ରମଣରେ ଆହତ ହୋଇଥିବା ଛାତ୍ର ହେଉଛନ୍ତି ଶାଶ୍ୱତ ପଣ୍ଡା ।!-->…
Read More...
Read More...