Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ସୋଆରେ ଜି-୨୦ ପ୍ରେସିଡେନ୍ସି ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୮: ଭାରତରେ ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏହି ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ସୋଆ କ୍ୟାମ୍ପସ ୫ରେ ରୋଟାରୀ କ୍ଲବ!-->!-->!-->…
Read More...
Read More...
ସମରେ ମେକାନିକାଲ୍ ଭେଂଟିଲେସନ୍ ସମ୍ପର୍କିତ ଜାତୀୟ କର୍ମଶାଳା ଉଦ୍ଘାଟିତ
ଭୁବନେଶ୍ୱର, ୦୮/୦୪: ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ମେକାନିକାଲ୍ ଭେଂଟିଲେସନ୍କୁ ନେଇ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜାତୀୟ କର୍ମଶାଳାରେ ସାମିଲ ହୋଇଛନ୍ତି ଦେଶର ୭୩ ଜଣ ଡାକ୍ତର ଓ ଇନ୍ଟେନ୍ସିଭି୍ଷ୍ଟସ । ଏହି କର୍ମଶାଳାରେ ଯୋଗ ଦେଇଥିବା ପ୍ରତିନିଧିମାନଙ୍କୁ!-->…
Read More...
Read More...
ଛାତ୍ରଛାତ୍ରୀଙ୍କ ପାଇଁ ଆଇନ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ
ଭୁବନେଶ୍ୱର, ୭/୦୪: ଆଇନ୍ର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନ୍ଜୀବିଙ୍କ ବୃତିରେ ଅନେକ ପରିବର୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ!-->…
Read More...
Read More...
ଚିନ୍ତା ବଢ଼ାଇଲା କୋଭିଡ ସଂକ୍ରମଣ
ନୂଆଦିଲ୍ଲୀ; ଏବେ କରୋନା ସଂକ୍ରମଣ ବଢ଼ୁଥିବାରୁ ସବୁ ରାଜ୍ୟକୁ ସତର୍କ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଏନେଇ ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ନେତୃତ୍ୱରେ ଏକ ବୈଠକ ବସିଥିଲା। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ!-->…
Read More...
Read More...
ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର
ଭୁବନେଶ୍ବର: ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢାଇଲେ ରାଜ୍ୟ ସରକାର । ମଜୁରୀରେ ୧୨ଟଙ୍କା ବୃଦ୍ଧି କରିଛନ୍ତି ସରକାର । ଏନେଇ ଶ୍ରମ ଆୟୁକ୍ତଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୩୩ରୁ ୩୪୫ ଟଙ୍କାକୁ ବୃଦ୍ଧି ହୋଇଥିବାବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ!-->…
Read More...
Read More...
ଝାରସୁଗୁଡା ନୂଆ ଜିଲ୍ଲାପାଳ ହେଲେ ଆବୋଲି ସୁନୀଲ ନରଭଣେ
ଝାରସୁଗୁଡା; ବଦଳିଛନ୍ତି ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ। ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ବ ନେବେ ଆବୋଲି ସୁନୀଲ ନରଭଣେ। ସୋନପୁର ଜିଲ୍ଲାପାଳ ଥିଲେ ଆବୋଲି ସୁନୀଲ ନରଭଣେ । ନରଭଣେଙ୍କ ବଦଳି ପରେ ସୋନପୁର ଜିଲ୍ଲାପାଳ ଦାୟିତ୍ୱରେ ରହିବେ ଏଡିଏମ।
ଏନେଇ ରାଜ୍ୟ ସରକାରଙ୍କ ସାଧାରଣ!-->!-->!-->…
Read More...
Read More...
ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର ଗିରଫ
ଫୁଲବାଣୀ; ଏସବିଆଇର ପୂର୍ବତନ ଡେପୁଟି ମ୍ୟାନେଜର କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଦ୍ବାରା ଗିରଫ ହୋଇଛନ୍ତି। ଫେକ୍ କାଗଜପତ୍ର ଦେଇ କୋଟି କୋଟି ଟଙ୍କା ହଡପ୍ କରିଥିବା ଅଭିଯୋଗରେ ଫୁଲବାଣୀ ଏସବିଆଇ ବ୍ରାଞ୍ଚର ପୂର୍ବତନ ଡେପୁଟି ମ୍ୟାନେଜରଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୁଲିସ।
!-->!-->…
Read More...
Read More...
ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଲେ ୪ ଶିଶୁ
ଭଦ୍ରକ; ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଝିଙ୍କିରିଆରେ ଘଟିଛି ଅଭାବନୀୟ ଘଟଣା। ବିଲରେ ଖେଳୁଥିବା ବେଳେ କୀଟନାଶକ ପିଇଦେଇଛନ୍ତି ୪ ଜଣ ଶିଶୁ। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଏହି ଶିଶୁମାନଙ୍କ ବୟସ ଦେଢ଼ ବର୍ଷରୁ ୩ ବର୍ଷ ମଧ୍ୟରେ।!-->…
Read More...
Read More...
ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ଅପରିବର୍ତ୍ତିତ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ୬ ଦଶମିକ ୫ ପ୍ରତିଶତରେ ରହିଲା ଅପରିବର୍ତ୍ତିତ । ଗତବର୍ଷ ମେ ମାସ ପର ଠାରୁ ୬ ଥର ରେପୋରେଟ ବୃଦ୍ଧି ପରେ ଚଳିତ ଥର ଏହି ହାର ଅପରିବର୍ତ୍ତିତ ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି- ମୁଦ୍ରାନୀତି ନେଇ ବସିଥିବା ମନିଟାରୀ!-->…
Read More...
Read More...
ଗିରଫ ହେଲେ ଖଣ୍ଡଗିରି ଥାନା ଏସଆଇ
ଭୁବନେଶ୍ବର; ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ଜାଲରେ ପଡିଲେ ପୁଲିସ ଅଫିସର । ବୁଧବାର ଗୋଟିଏ ପୁରୁଣା ମାମଲାର ରଫାଦଫା କରିବାକୁ ନେଇ ଲାଞ୍ଚ ନେଉଥିବାବେଳେ, ଧରାପଡିଛନ୍ତି ଖଣ୍ଡଗିରି ଥାନାର ଏସଆଇ ସୁଶାନ୍ତ ସ୍ୱାଇଁ । ଭିଜିଲାନ୍ସ ଟିମ୍ ତାଙ୍କୁ ଲାଞ୍ଚ ନେଉଥିବାବେଳେ ଧରିବା ସହିତ ଗିରଫ!-->…
Read More...
Read More...