Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ
ଭୁବନେଶ୍ବର: ଏବେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ିବାରେ ଲାଗିଛି । ରିପୋର୍ଟ ମୁତାବକ ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଣୁ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୩୫୯କୁ ବୃଦ୍ଧି ପାଇଛି। ୨୪!-->…
Read More...
Read More...
ଭିଡିଓ କନଫରେନ୍ସିଂ ଜରିଆରେ ଘରୁ କାମ କରିବେ ଓକିଲ
ନୂଆଦିଲ୍ଲୀ: ପୁଣି ଥରେ ଦେଶରେ ବଢ଼ିଲାଣି କରୋନା ସଂକ୍ରମଣ । ଏଥିପାଇଁ ଭିଡିଓ କନଫରେନ୍ସିଂ ଜରିଆରେ ଘରୁ କାମ କରିପାରିବେ ବୋଲି ସହମତି ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଗତ କିଛି ଦିନ ଧରି ମହାରାଷ୍ଟ୍ର ସମେତ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଓ୍ବାର୍କ ଫ୍ରମ ହୋମ ଲାଗି!-->…
Read More...
Read More...
ଓଡିଶାରୁ ୩ଜଣ ପାଇଲେ ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ: ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ତିନି ଜଣ ବ୍ୟକ୍ତି ବିଶେଷଙ୍କୁ ଆଜି ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତା’ମଧ୍ୟରେ ରହିଛନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ। ରଙ୍ଗବତୀ ଗୀତର ମୂଳ ଗାୟିକା କ୍ରିଷ୍ଣା ପଟେଲଙ୍କୁ!-->…
Read More...
Read More...
ଭବିଷ୍ୟତରେ ସ୍ମାର୍ଟ ଟେକ୍ନୋଲୋଜି ଓ ମଣିଷତ୍ୱ ମଧ୍ୟରେ ସମାନତା ରଖିବାର ଆବଶ୍ୟକତା ରହିଛି: ପ୍ରଫେସର ଶ୍ରୀବାସ୍ତବ
ଭୁବନେଶ୍ୱର , ୫ ଏପ୍ରିଲ୍ : ସ୍ମାର୍ଟ ଟେକ୍ନୋଲୋଜିର ଉଦ୍ଭାବନ ପୃଥିବୀ ପୃଷ୍ଠରେ ଅନେକ ବୈପ୍ଳବିକ ପରିବର୍ତନ ଆଣିଛି । କିନ୍ତୁ ମଣିଷ ଉପରେ ଏହାର ଦୀର୍ଘ ମିଆଦୀ ପ୍ରଭାବ ଉପରେ ଅନୁଶୀଳନ କରିବାର ଆବଶ୍ୟକତା ରହିଛି ବୋଲି ବୁଧବାର ୟୁନିଭର୍ସିଟି ଗ୍ରାଂଟ୍ସ କମିଶନ (ୟୁଜିସି)ର ଭାଇସ୍!-->…
Read More...
Read More...
ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି
ଝାରସୁଗୁଡ଼ା: ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ତେବେ ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା!-->…
Read More...
Read More...
ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା
ନୂଆଦିଲ୍ଲୀ: ଚନ୍ଦ୍ର ପୃଷ୍ଠରେ ପ୍ରଥମ ଥର ଲାଗି ପାଦ ଦେବେ ଜଣେ ମହିଳା । ଆଷ୍ଟ୍ରୋନଟ କ୍ରିଷ୍ଟିନା ହାମୋକ କୋଚଙ୍କ ନାମ ଘୋଷଣା କରିଛି ନାସା । ଆସନ୍ତା ବର୍ଷ ଆର୍ଟେମିସ-୨ ମିସନରେ କ୍ରିଷ୍ଟିନା ସାମିଲ ହେବେ ବୋଲି ନାସା କହିଛି । ଓରିଅନ ସ୍ପେସକ୍ରାଫ୍ଟ ଜରିଆରେ ଚନ୍ଦ୍ର ଅଭିଯାନରେ ସାମିଲ!-->…
Read More...
Read More...
ବଦଳିଲା ଟ୍ବିଟରର ଲୋଗୋ
ନୂଆଦିଲ୍ଲୀ; ବଦଳିଛି ଟ୍ବିଟର୍ର ଲୋଗୋ। ଗତ ବର୍ଷ ଅକ୍ଟୋବର ମାସରେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ମାଇକ୍ରୋ ବ୍ଲଗିଂ ସାଇଟରେ ନୂତନ ନୀତି ଏବଂ ପରିବର୍ତ୍ତନ ଆଣିବା ପାଇଁ ଟୁଇଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଏଲୋନ୍ ମସ୍କ ଅନେକ ସମୟରେ ହେଡଲାଇନ୍ ପ୍ରସ୍ତୁତ କରିଛନ୍ତି | ୫୧!-->…
Read More...
Read More...
କ୍ରିକେଟ୍ ମଇଦାନରେ ଅଘଟଣ: ବ୍ୟାଟ୍ ଓ ଛୁରା ମାଡ଼ରେ ଯୁବକ ମୃତ
କଟକ; କ୍ରିକେଟ ଖେଳକୁ ନେଇ ଦୁଇ ଟିମ୍ ମଧ୍ୟରେ ଗଣ୍ଡୋଗୋଳ ଘଟିଛି। ଏମିତିକି ବ୍ୟାଟ ଓ ଛୁରୀ ମାଡ଼ରେ ଯୁବକଙ୍କ ମୃତ୍ୟୁ । ମୃତକ ହେଲେ କଟକ ଜିଲ୍ଲା ଚୌଦ୍ୱାର ଥାନା ମହିଷାନଣ୍ଡା ପଂଚାୟତର ଲକି ରାଉତ । ଉଭୟ ଟିମ ମଧ୍ୟରେ ରନ ରେଟକୁ ନେଇ ପାଟିତୁଣ୍ଡ ହୋଇଥିଲା ।
ସୁଚନାଯୋଗ୍ୟ, ଚୌଦ୍ୱାର!-->!-->!-->…
Read More...
Read More...
ନାମିବ୍ୟାରୁ ଆସିଥିବା ଚିତା ଗାଆଁରେ ବୁଲୁଛି
ମଧ୍ୟପ୍ରଦେଶ; କୁନୋ ଜାତୀୟ ଉଦ୍ୟାନରୁ ଚିତା ବାହାରି ହଠାତ୍ ଚିତା ଗାଁରେ ପ୍ରବେଶ କରିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି । ଏହି ଚିତାର ନାଁ ଓବାନ୍ ବୋଲି କୁହାଯାଉଛି, ଯାହାକୁ ସେପ୍ଟେମ୍ବର ୨୦୨୨ରେ ନାମ୍ବିଆରୁ ଭାରତକୁ ଅଣାଯାଇଥିଲା । ଫେବ୍ରୁଆରି ମାସରେ, ଏହି ଚିତାଗୁଡିକୁ!-->…
Read More...
Read More...
ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ ରାସ୍ତାରେ ଦୁର୍ଘଟଣା
ନୂଆଦିଲ୍ଲୀ; ଉତ୍ତରାଖଣ୍ଡର ମସୁରୀ-ଡେରାଡୁନ୍ ମୁଖ୍ୟ ରାସ୍ତାରେ ଥିବା ଶେରଗଡି ନିକଟରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଥିବା କଥା ସାମ୍ନାକୁ ଆସିଛି। ଏହି ରାଜପଥରେ ଏକ ବସ୍ ନିୟନ୍ତ୍ରଣ ହରାଇ ଖାତକୁ ଖସିପଡିଛି । ଦୁର୍ଘଟଣା!-->…
Read More...
Read More...