Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ପୁଣି ବଢିଲା ଓମଫେଡ୍ କ୍ଷୀର ଦର
ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି!-->…
Read More...
Read More...
ଜାତୀୟ ସମ୍ମିଳନୀରେ ସର୍ବୋଚ୍ଚ ଅଭିନବ ଡେଂଟାଲ୍ କଲେଜ ଭାବେ ଆଇଡିଏସ୍ ସମ୍ମାନିତ
ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନସେସ (ଆଇଡିଏସ୍) ସର୍ବୋକୃଷ୍ଟ ଅଭିନବ ଡେଂଟାଲ୍ କଲେଜ (ମୋଷ୍ଟ ଇନୋଭେଟିଭ୍ ଡେଂଟାଲ୍କଲେଜ) ଭାବେ ସ୧ାନିତ ହୋଇଛି । ନୂଆଦିଲ୍ଲୀ ଠାରେ ଆୟୋଜିତ ଓରାଲ୍ ହେଲ୍ଥ ଇନୋଭେସନ୍ କନ୍କ୍ଲେଭ୍ରେ!-->…
Read More...
Read More...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ବିଭିନ୍ନ ପୋଷ୍ୟ ଗ୍ରାମରେ ଏକ ସପ୍ତାହ ଧରି ସ୍ୱତବ ଶିବିର ଆୟୋଜିତ
ଭୁବନେଶ୍ୱର, ୨୯/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ ସାଇନ୍ସେସ୍ (ଏସ୍ପିଏସ୍), ସ୍କୁ୍ଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍ଏଚ୍ଏମ୍), ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଏବଂ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ+!-->…
Read More...
Read More...
ନବୀନ ଜିନ୍ଦଲଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ
ନୂଆଦିଲ୍ଲୀ, ୨୯ ମାର୍ଚ୍ଚ ୨୦୨୩: ଶିଳ୍ପ, ରାଜନୀତି ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କୁ ଟେକ୍ସାସ ୟୁନିଭରସିଟି (ଡଲାସ) ଦ୍ୱାରା ଆଜୀବନ ଆଚିଭମେଣ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ୨୫ ମାର୍ଚ୍ଚ ୨୦୨୩ରେ!-->…
Read More...
Read More...
ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ
ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।!-->…
Read More...
Read More...
ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ବର: ଆଜି ରମାଦେବୀ ବିଶ୍ବବିଦ୍ୟାଳୟରେ +୨ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ଯୁକ୍ତ ୨ ଦ୍ୱିତୀୟ ବର୍ଷର ବୋଲି ଜଣାପଡିଛି । ତାଙ୍କ ଘର ରାୟଗଡା ଜିଲ୍ଲାରେ ହୋଇଥିବା ଜଣାପଡିଛି । ପରୀକ୍ଷା ଚାଲିଥିବା ବେଳେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ୨ଟି!-->…
Read More...
Read More...
ପପାୟା ଟ୍ରିରେ ସକାଳେ ଭୟାବହ ଅଗ୍ନିକାଣ୍ଡ
ଇନ୍ଦୋର; ମଧ୍ୟପ୍ରଦେଶ ଇନ୍ଦୋରର ରାଉରେ ଅବସ୍ଥିତ ୫ ମହଲା ବିଶିଷ୍ଟ ହୋଟେଲ ପପାୟା ଟ୍ରିରେ ବୁଧବାର ସକାଳେ ଭୟାବହ ଅଗ୍ନିକକାଣ୍ଡ ଘଟିଥିଲା। ଏହି ନିଆଁ ସବୁ ଫ୍ଲୋରକୁ ବ୍ୟାପି ଯିବା ଫଳରେ ରୁମ୍ ଗୁଡିକରେ ଧୂଆଁ ଭର୍ତ୍ତି ହୋଇଯାଇଛି। ନିଆଁ ଲାଗିବା ଖବର ପାଇବା ମାତ୍ରେ ନିଆଁ ଲିଭାଇବାକୁ!-->…
Read More...
Read More...
ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ
ବୈାଦ୍ଧ; ପେଟ୍ରୋଲିଂ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ କର୍ମଚାରୀ ଆହତ ହୋଇଛନ୍ତି । ଜଣଙ୍କର ଗୁଳି ହାତରେ ବାଜିଥିବା ବେଳେ, ଅନ୍ୟ ଜଣଙ୍କର ପିଠିରେ ସାମାନ୍ୟ ଆଘାତ ଲାଗିଛି । ଆହତ ମାନେ ହେଲେ ହେଲେ ସରଣ୍ଡା ଗ୍ରାମର ନୀଳମଣି ପ୍ରଧାନ ଓ ବଡ଼ବାଗବର ଗ୍ରାମର ନବ ସାହୁ । ଉଭୟଙ୍କୁ ଗୁରୁତର!-->…
Read More...
Read More...
ମେ ୧୦ରେ କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ପଡିବ ଭୋଟ
ନୂଆଦିଲ୍ଲୀ; କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଆଜି ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ ଆଜିଠୁ କର୍ଣ୍ଣାଟକରେ ନିର୍ବାଚନ ଆଚରଣବିଧି ଲାଗୁ ହେବ । କର୍ଣ୍ଣାଟକରେ ୨୨୪ଟି ବିଧାନସଭା!-->…
Read More...
Read More...
ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ
ନୂଆଦିଲ୍ଲୀ; ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।
ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ!-->!-->!-->…
Read More...
Read More...