Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
କାବୁଲରେ ବୋମା ବିସ୍ଫୋରଣ,୬ ମୃତ ଶତାଧିକ ଆହତ
କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲରେ ପୁଣି ଥରେ ବୋମା ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ଅତି କମରେ ୬ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଶତାଧିକ ଲୋକ ଆହତ ହୋଇଥିବା କୁହାଯାଉଛି । ସରକାରଙ୍କ ପକ୍ଷରୁ ବିସ୍ଫୋରଣ ନେଇ ଅଫିସିଆଲ୍ ଷ୍ଟେଟମେଣ୍ଟ ଆସିନାହିଁ । ଏକ!-->…
Read More...
Read More...
ସରକାରୀ ବାସଭବନ ଖାଲି କରିବାକୁ ରାହୁଲଙ୍କୁ ନୋଟିସ୍
ନୂଆଦିଲ୍ଲୀ: ରାହୁଲ ଗାନ୍ଧି ଲୋକସଭା ସଦସ୍ୟତା ହରାଇବା ପରେ ଏବେ ତାଙ୍କୁ ଦିଲ୍ଲୀସ୍ଥିତ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି।!-->…
Read More...
Read More...
ପୂର୍ବତନ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କ ସମେତ ୫ ଜଣଙ୍କୁ ଦଣ୍ଡାଦେଶ
ଭୁବନେଶ୍ବର: ପୂର୍ବତନ ଆଇଏଏସ ଅଧିକାରୀ ବିନୋଦ କୁମାରଙ୍କ ସମେତ ୫ ଜଣଙ୍କୁ ଦଣ୍ଡାଦେଶ ହୋଇଛି। ଓଡ଼ିଶା ରୁରାଲ ହାଉସିଂ ଡେଭେଲପମେଣ୍ଟ କର୍ପୋରେସନ ଦୁର୍ନୀତି ମାମଲାରେ ସୋମବାର ଭିଜିଲାନ୍ସ କୋର୍ଟରେ ଦଣ୍ଡାଦେଶ ହୋଇଛି। ୩ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ ସହ ତାଙ୍କୁ ୫୦ ହଜାର ଟଙ୍କାର ଜରିମାନା!-->…
Read More...
Read More...
ପଶ୍ଚିମା ଝଡ଼ ପ୍ରଭାବ; ୧୩ଟି ଜିଲ୍ଲାକୁ ୱାର୍ଣିଂ ଜାରି
ଭୁବନେଶ୍ବର; ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
!-->!-->!-->…
Read More...
Read More...
୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ନବୀନ
ଭୁବନେଶ୍ୱର: ୩୦ ଜିଲ୍ଲା ପାଇଁ ବିଜେଡିରୁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପର୍ଯ୍ୟବେକ୍ଷକ ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି । ସେହିପରି ଅନେକ ବିଧାୟକଙ୍କୁ ମିଳିଛି ୩୦ ଜିଲ୍ଲା ଦାୟିତ୍ବ । ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କୁ ଅନୁଗୁଳ, ଢେଙ୍କାନାଳ,!-->…
Read More...
Read More...
ବଢ଼ିଲା କରୋନା ସଂକ୍ରମଣ, ସର୍ତକ ରହିବାକୁ ପରାମର୍ଶ ଦେଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ବର : ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ବଢ଼ୁଛି। ହେଲେ କିଛି ରାଜ୍ୟରେ ଆବଶ୍ୟକ ଟେଷ୍ଟିଂ ହେଉ ନ ଥିବାରୁ ଏହାକୁ ନେଇ ଚିନ୍ତା ପ୍ରକାଶ କରିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଆଜି କେନ୍ଦ୍ର ସରକାର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖି ନୂଆ ନିର୍ଦେଶାବଳୀ!-->…
Read More...
Read More...
ଆମେରିକାରେ ଭୟଙ୍କର ଝଡତୋଫାନ; ୨୫ରୁ ଅଧିକ ମୃତ
ଓ୍ୱାଶିଂଟନ: ଆମେରିକା ମିସିସିପି, ଆଲାବାମା ଓ ଟେନେସେରେ ଭୟଙ୍କର ଝଡ଼ ତୋଫାନ । ବିଭିନ୍ନ ସ୍ଥାନରେ ପ୍ରାଣ ହରାଇଛନ୍ତି ୨୫ ଲୋକ । ଆହତ ହୋଇଛନ୍ତି ଶତାଧିକ ଲୋକ । ତୋଫାନରେ ସହର ଛାରଖାର ହୋଇଯାଇଥିବାବେଳେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜରୁରୀକାଳୀନ ସ୍ଥିତି ଘୋଷଣା କରିଛନ୍ତି । ତୋଫାନରେ!-->…
Read More...
Read More...
ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କଲା ଇସ୍ରୋ
୩୬ଟି ଉପଗ୍ରହକୁ ଉତକ୍ଷେପଣ କଲା ଇସ୍ରୋ'ୱାନ ୱେବ୍-୨' ମିଶନରେ ମହାକାଶକୁ ଛଡ଼ାଗଲା ୩୬ ଉପଗ୍ରହ ଆନ୍ଧ୍ର ଶ୍ରୀହରିକୋଟାରୁ LVM3 ରକେଟ ଜରିଆରେ ଉତକ୍ଷେପଣ ୪୩.୫ ମିଟର ଲମ୍ବ, ୬୪୩ ଟନ୍ ଓଜନ ବିଶିଷ୍ଟ LVM3 ରକେଟ
ଏକା ସଙ୍ଗେ ମହାକାଶକୁ ଛଡାଗଲା ୩୬ଟି ସାଟେଲାଇଟ୍। ଇସ୍ରୋର ୱାନ୍ ୱେବ୍-୨!-->!-->!-->…
Read More...
Read More...
କେନ୍ଦୁଝର ଜିଲ୍ଲାରେ ୪ ମଇଁଷିଙ୍କୁ ଖାଇଲା ବାଘ
ଘଟଗାଁ; କେନ୍ଦୁଝର ଜିଲ୍ଲା ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୪ଟି ମଇଁଷିକୁ ବାଘ ମାରି ଖାଇଥିବା ରେଞ୍ଜର ସୂଚନା ଦେଇଛନ୍ତି । ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟରେ ଥିବା ଏକ ଗାଁର କିଛି ମଇଁଷି ଶୁକ୍ରବାର ରାତିରେ ଜଙ୍ଗଲରେ ଥିଲେ। ଏହି ମଇଁଷ ପଲରୁ ୪ଟିକୁ ବାଘ ମାରି ଦେଇଥିବା!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗଞ୍ଜାମ ଜିଲ୍ଲାରେ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ
ଛତ୍ରପୁର, ହିଞ୍ଜିଳି, ଓ କବିସୂର୍ୟନଗରରେ ସାଧାରଣ ସଭା, ଉଦବୋଧନ ୨୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ୨୦ ହଜାର ଳୋକଙ୍କୁ ଗ୍ରାମ କଣ୍ଠ ଜମି ପଟ୍ଟା ଆବଣ୍ଟନ ମିଶନ ଶକ୍ତି ମା ମନଙ୍କୁ ବିନା ସୁଧରେ ଋଣ ପ୍ରଦାନ ଡିସେମ୍ବର ସୁଦ୍ଧା ଗଞ୍ଜାମର ସବୁ ହାଇ ସ୍କୁଲ୍ ର ରୂପାନ୍ତର ହେବ
!-->!-->!-->…
Read More...
Read More...