Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ଦେଶରେ କାୟା ମେଲାଉଛି କରୋନା
ନୂଆଦିଲ୍ଲୀ; ଦେଶରେ ଲଗାତାର ବଢୁଛି ଦୈନିକ କରୋନା ସଂକ୍ରମଣ । ୨୪ ଘଂଟାରେ ଦେଶରୁ ୧୫ ଶହ ୯୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛି । ଗତ ୧୪୬ ଦିନ ମଧ୍ୟରେ ଶନିବାର ଦେଶରୁ ସବୁଠାରୁ ଅଧିକ ଦୈନିକ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି । ଶୁକ୍ରବାର ଏହି ସଂଖ୍ୟା ୧୨ ଶହ ୪୯ ଥିଲା । ସେହିପରି ଏବେ ଦେଶରେ!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି
କର୍ଣ୍ଣାଟକ; ଆଜି କର୍ଣ୍ଣାଟକରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ହୋଇଛି। ରାଜ୍ୟର ଡାଭାନଗେରେରେ ଆଜି ମୋଦି ରୋଡ୍ ଶୋ’ କରୁଥିବା ବେଳେ ଏପରି ଘଟଣା ଘଟିଛି। ମୋଦି ରୋଡ ଶୋ’ କରୁଥିବା ବେଳେ ଜଣେ ଯୁବକ ବ୍ୟାରିକେଡ ଡେଇଁ ତାଙ୍କ ନିକଟକୁ ଦୌଡ଼ି ଯିବାକୁ ପାଇଁ!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର
ଭୁବନେଶ୍ୱର , ୨୫/ ୦୩ : ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଂଟ ଟିବି ସେଂଟର। ଏହି ସେଂଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ!-->…
Read More...
Read More...
ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଭୋଳା ଗ୍ରାମରେ ସ୍ୱତନ୍ତ୍ର ଶିବିର
ଭୁବନେଶ୍ୱର, ୨୫/୦୩: ସମାଜରେ ସ୍ୱଚ୍ଛତା ଓ ପରିମଳ ପରିବେଶର ଉପକାରିତା, ପ୍ଳାଷ୍ଟିକ୍ ବର୍ଜନ, ବୃକ୍ଷରୋପଣ ଏବଂ ଜଳ ସଂରକ୍ଷଣ ବିଷୟକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ( ସୋଆ) ର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଶାଖା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଉପକଣ୍ଠ ଭୋଳା ଗ୍ରାମରେ ଏକ ସ୍ୱତନ୍ତ୍ର!-->…
Read More...
Read More...
ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ଦୈାଡ ପରୀକ୍ଷା ବେଳେ ଅଘଟଣ
ଗଞ୍ଜାମ/ରାୟଗଡା; ପୁଲିସ କନଷ୍ଟେବଲ ନିଯୁକ୍ତି ପାଇଁ ହେଉଥିବା ଶାରୀରିକ ପରୀକ୍ଷା ନିମନ୍ତେ ହେଉଥିବା ଦୌଡ଼ ପ୍ରତିଯୋଗିତା ବେଳେ ଜଣେ ମୃତ, ୨ ଗୁରୁତର। ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ଓ ରାୟଗଡା ଜେକେପୁର ଠାରେ ଚାଲିଥିବା ଦୌଡ଼ ପରୀକ୍ଷା ବେଳେ ଏହି ଅଘଟଣ ଘଟିଛି।
ସୂଚନାନୁସାରେ, ଛତ୍ରପୁରରେ!-->!-->!-->…
Read More...
Read More...
ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ
ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ!-->…
Read More...
Read More...
ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ସଚେତନତା ରାଲି
ଭୁବନେଶ୍ୱର , ୨୪/ ୦୩ : ବିଶ୍ୱ ଯକ୍ଷ୍ମା ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶୁକ୍ରବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି । ଯକ୍ଷ୍ମାର କାରଣ, ନିରାକରଣ ଓ ଚିକିତ୍ସା ପଦ୍ଧତି ବିଷୟରେ!-->…
Read More...
Read More...
ଦଶ ଲକ୍ଷରେ ଗୋଟିଏ କ୍ଷେତ୍ରରେ ଦେଖାଦେଉଥିବା ଜନ୍ମଗତ ତ୍ରୁଟିର ସମ୍ ରେ ସଫଳ ଅସ୍ତ୍ରୋପଚାର
ଭୁବନେଶ୍ୱର, ୨୪/ ୦୩ : ଏକ ବିରଳ ଘଟଣାରେ ଜନ୍ମଗତ ତ୍ରୁଟି ଯୋଗୁଁ ମୁହଁର ବିଭିନ୍ନ ଅଂଶରେ ଛିଦ୍ର ଓ ଫାଙ୍କ (ଟେସିୟର୍ କ୍ଲେଫ୍ଟ) ଥିବା ଗୋଟିଏ ୧୫ ମାସର ଶିଶୁ କନ୍ୟାର ସଫଳ ଅସ୍ତ୍ରୋପଚାର କରିଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଶିଶୁ କନ୍ୟା ସ୍ମୃତିର ଆଖି ଏବଂ ନାକରେ ଅନେକ!-->…
Read More...
Read More...
ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ
ଭୁବନେଶ୍ୱର: ଆଜି ସରକାର ଆଇଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ବଦଳିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିକୁଞ୍ଜବିହାରୀ ଧଳ ହେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୧୯୯୩ ବ୍ୟାଚ ଆଇଏସ ଅଫିସର ନିକୁଞ୍ଜବିହାରୀ ଧଳ । ସେହିଭଳି ବର୍ତ୍ତମାନ ରାଜ୍ୟ ମୁଖ୍ୟ ନିର୍ବାଚନ!-->…
Read More...
Read More...
କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪ ପ୍ରତିଶତ ବଢ଼ିଲା
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪% ବଢ଼ିଲା । ମହଙ୍ଗାଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଶୁକ୍ରବାରଦିନ ମଂଜୁରୀ ଦେଇଛି । ଅତିରିକ୍ତ କିସ୍ତି ଆକାରରେ ଏହା କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କୁ ମିଳିବ । ଦରଦାମ ବୃଦ୍ଧିର!-->…
Read More...
Read More...