ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

Today’s Highlight

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ,
Read More...

ଆଜି ଅପରାହ୍ମରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା

ପୁରୀ: ପୁରୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମମତାଙ୍କ ତିନିଦିନିଆ ଓଡ଼ିଶା ଗସ୍ତର ଆଜି ଦ୍ବିତୀୟ ଦିନ । ଆଜି ଅପରାହ୍ମରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମମତା । ବିଶେଷ ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା
Read More...

ହୋର୍ଡିଂ ଟାଓ୍ବାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର: ଶିଶୁଭବନ ଛକରେ ଆଜି ସକାଳୁ ୪୦ ଫୁଟ ଉଚ୍ଚ ହୋର୍ଡିଂ ଟାଓ୍ବାର ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଥିଲା। ସେ ବେକରେ ଜିଆଇ ତାର ଗୁଡାଇ ଆତ୍ମହତ୍ୟା ଉଦ୍ୟମ କରୁଥିଲେ। ପ୍ରାୟ ୨ ଘଣ୍ଟା ପରେ ଟାୱାର ଉପରୁ ଅଗ୍ନିଶମ ବାହିନୀ ସଂପୃକ୍ତ ବ୍ୟକ୍ତିଙ୍କୁ
Read More...

କଳ୍ପନା ‌ଛକ ପେ‌ଟ୍ରୋଲ ପମ୍ପରେ ବୁଲିଲା ଖଣ୍ଡା

ଭୁବନେଶ୍ୱର: କଳ୍ପନା ଛକରେ ଥିବା ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇବାକୁ ନେଇ ଆଜି ସନ୍ଧ୍ୟାରେ ଖଣ୍ଡା ବୁଲିଛି | କଳ୍ପନା ଛକରେ ଥିବା କଳ୍ପନା ଜୟ ଅଟୋ ସେଣ୍ଟରରେ ପେଟ୍ରୋଲ ପକାଇବାକୁ ନେଇ ଉତ୍ତେଜନା ଦେଖାଦେଇଛି | ୩ ଜଣ ଯୁବକ ମାରଣାସ୍ତ୍ର ଧରି ଆକ୍ରମଣ କରିଥିବାବେଳେ ପେଟ୍ରୋଲ ପମ୍ପର ଏକାଧିକ
Read More...

ସିନିୟର ନ୍ୟାସ୍‌ନାଲ୍ ଟେବୁଲ୍ ଟେନିସ୍ ଚାମ୍ପିଅନ୍‌ସିପ୍‌ରେ ସୋଆ ଆଇନ୍ ଛାତ୍ରୀଙ୍କ ପ୍ରତିନିଧିତ୍ୱ

ଭୁବନେଶ୍ୱର, ୨୦/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଇନ୍‌ଟିଗ୍ରେଟେଡ୍ ଲ’ର ତୃତୀୟ ବର୍ଷ ଛାତ୍ରୀ ସୁଶ୍ରୀ ପାୟଲ୍ ପାଣୀ ଜମ୍ମୁଠାରେ ସୋମବାର ଆରମ୍ଭ ହୋଇଥିବା ୮୪ତମ ସିନିୟର ନ୍ୟାସ୍‌ନାଲ୍ ଓ ଇନ୍‌ଟର ଷ୍ଟେଟ୍ ଟେବୁଲ ଟେନିସ
Read More...

ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍‌କ୍ଲେଭ୍ ଉଦ୍‌ଯାପିତ

ଭୁବନେଶ୍ୱର, ୨୦/୦୩: କୃଷକମାନଙ୍କୁ ଜଳବାୟୁ ପରିବର୍ତନ ସହିତ ତାଳ ଦେଇ କୃଷିକାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍‌ଲିହୁଡ୍ ଅଲ୍ଟରନେଟିଭ୍‌ସ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍
Read More...

ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ
Read More...

କେରଳରେ ପ୍ରଥମ କରି ଜଣେ କିନ୍ନର ହେଲେ ଆଇନଜୀବୀ

କେରଳ, କେରଳରେ ପ୍ରଥମ କରି ଜଣେ କିନ୍ନର ପଦ୍ମାଲକ୍ଷ୍ମୀ ଆଇନଜୀବୀ ହୋଇଛନ୍ତି। ତାଙ୍କର ଏହି ସଫଳତାକୁ ନେଇ କେରଳର ଆଇନ୍ ମନ୍ତ୍ରୀ ପି ରାଜୀବ ବ୍ୟକ୍ତିଗତ ଭାବେ ପଦ୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କର ଇନଷ୍ଟାଗ୍ରାମ ଆକାଉଣ୍ଟରେ ପଦ୍ମାଙ୍କ ଫଟୋ ସେୟାର କରି ତାଙ୍କୁ ଅଭିନନ୍ଦନ
Read More...

‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କ ଆତ୍ମହତ୍ୟା

ଭୁବନେଶ୍ବର; ଓଡ଼ିଶାର ପ୍ରସିଦ୍ଧ ‘ଡିଜେ ଆଜେକ୍ସ’ ଓରଫ ଅକ୍ଷୟ କୁମାରଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଖାରବେଳନଗର ସ୍ଥିତ ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ତାଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ। ଅକ୍ଷୟ ଓରଫ ଆଜେକ୍ସଙ୍କ ପ୍ରେମିକା ଓ ତାଙ୍କ
Read More...

କାଳବୈଶାଖୀ ବର୍ଷା ପାଇଁ ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର; ଆଜି କାଳବୈଶାଖୀ ବର୍ଷା ପାଇଁ ୧୭ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପୂରା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା,
Read More...