Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା
ଭୁବନେଶ୍ବର; ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଦୀପ ଜେନା। ବରିଷ୍ଠ ଆଇଏଏସ୍ ଅଫିସର ପ୍ରଦୀପ କୁମାର ଜେନା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଅତିରିକ୍ତ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ,!-->…
Read More...
Read More...
ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ
ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି ନେତା ମନୀଷ ସିସୋଦିଆ ଓ ସତ୍ୟେନ୍ଦ୍ର ଜୈନ ଆଜି ସନ୍ଧ୍ୟାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ କ୍ୟାବିନେଟ୍ରୁ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସେମାନଙ୍କ ଇସ୍ତଫାକୁ ଗ୍ରହଣ କରିଛନ୍ତି।
ସୂଚନାଅନୁସାରେ; ଆଜି!-->!-->!-->…
Read More...
Read More...
ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ସୋଆ ସମ୍ମାନିତ
ଭୁବନେଶ୍ୱର , ୨୮/ ୦୨ : ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ‘ତୃତୀୟ ବିଆର୍ଏମ୍ ଆଶା’ ସମ୍ମାନ ପ୍ରଦାନ କରାଯାଇଛି । ସୋଆ ଏବଂ ଏହା ଦ୍ୱାରା ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍!-->…
Read More...
Read More...
ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ
ଭୁବନେଶ୍ବର; ଲୋୟର ପିଏମଜିରେ ବିଜେପି ଯୁବମୋର୍ଚ୍ଚା ଓ ପୋଲିସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ନବ ଦାସ ହତ୍ୟା ମାମଲାକୁ ନେଇ ଭୁବନେଶ୍ୱର ଲୋୟର ପିଏମଜିରେ ବିଜେପିର ଯୁବମୋର୍ଚ୍ଚା ରାଲି ହୋଇଥିଲା । ରାଲିକୁ ପୋଲିସ ଅଟକାଇବା ସମୟରେ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଏଣୁ ବିଜେପି!-->…
Read More...
Read More...
ଜେଏସପିକୁ ମିଳିଲା ସିଏସ୍ଆର୍ ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର ୨୦୨୨
ମୁମ୍ବାଇ / ଭୁବନେଶ୍ୱର; ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ, ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ସମ୍ମାନଜନକ ସିଏସ୍ଆର୍ ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର ୨୦୨୨ରେ ସମ୍ମାନୀତ କରାଯାଇଛି । ଦିବ୍ୟାଙ୍ଗ ପିଲା ମାନଙ୍କ!-->…
Read More...
Read More...
ପୁଣି ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩
ମୁମ୍ବାଇ; ଓଡ଼ିଶାରେ ସଫଳ ଆୟୋଜନ ପରେ ଜାତୀୟ ସ୍ତରରେ ପ୍ରଶଂସା ଓ ପୁରସ୍କାର । କ୍ରୀଡ଼ାର ବିକାଶ ପାଇଁ ଲଗାତର ଚତୁର୍ଥ ଥର ପାଇଁ ଓଡ଼ିଶା ହାତେଇଛି ସ୍ପୋର୍ଟ୍ସ ଷ୍ଟାର ଆସେସ ଆଓ୍ବାର୍ଡ-୨୦୨୩ । ମୁମ୍ବାଇଠାରେ ସ୍ପୋର୍ଟ୍ସ ଷ୍ଟାର ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା
ଭୁବନେଶ୍ୱର: ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ!-->…
Read More...
Read More...
ଓଇଆରସି ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ ସୁରେଶ ମହାପାତ୍ର
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ବିଦ୍ୟୁତ ନିୟାମକ ପ୍ରାଧିକରଣ (ଓଇଆରସି)ର ପରବର୍ତ୍ତୀ ଅଧ୍ୟକ୍ଷ ହେବେ। ଶକ୍ତି ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।। ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ!-->…
Read More...
Read More...
ଆମେରିକାର କାଲିଫର୍ଣ୍ଣିଆରେ ହଜାର ହଜାର ଲୋକ ଗୃହବନ୍ଦୀ
କାଲିଫର୍ଣ୍ଣିଆ: ଭୟଙ୍କର ତୁଷାରଝଡ଼ ଓ ବନ୍ୟାରେ ଆମେରିକାର କାଲିଫର୍ଣ୍ଣିଆରେ ହଜାର ହଜାର ଲୋକ ଗୃହବନ୍ଦୀ ଅବସ୍ଥାରେ ରହିଛନ୍ତି। ଗତ କିଛି ଦିନ ଧରି ଜାରି ରହିଛି ପ୍ରକୃତିର ତାଣ୍ଡବ। ଲସ ଏଞ୍ଜେଲସ ସମେତ ଅନେକ ସହରରେ ଲକ୍ଷାଧିକ ଲୋକ ବିନା ବିଦ୍ୟୁତରେ କରୁଛନ୍ତି ସଂଘର୍ଷ। ପ୍ରଭାବିତ ହୋଇଛନ୍ତି!-->…
Read More...
Read More...
ଆତଙ୍କବାଦୀଙ୍କ ଗୁଳିରେ କାଶ୍ମୀର ପଣ୍ଡିତଙ୍କ ମୃତ୍ୟୁ
ଜମ୍ମୁ-କଶ୍ମୀର; ପୁଲୱାମା ଠାରେ ଆତଙ୍କବାଦୀଙ୍କ ଗୁଳିରେ ପୁଣିଜଣେ କାଶ୍ମୀର ପଣ୍ଡିତଙ୍କ ମୃତ୍ୟୁ ହୋଇଛି । ସଂଜୟ ଶର୍ମା ନାମକ ଏହି କାଶ୍ମୀର ପଣ୍ଡିତ ସ୍ଥାନୀୟ ବଜାରକୁ ଯାଉଥିବା ବେଳେ ଆତଙ୍କବାଦୀମାନେ ତାଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ । ସ୍ଥାନୀୟ ଲୋକାମାନେ ତାଙ୍କୁ ତୁରନ୍ତ!-->…
Read More...
Read More...