ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

Today’s Highlight

“ଓଡ଼ିଶା ୱିମେନ୍ ଇନ୍ ମିଡିଆ”ର ଶୁଭାରମ୍ଭ

ଭୁବନେଶ୍ୱର , ୦୪/ ୦୩ : ଓଡ଼ିଶାର ବିଭିନ୍ନ ଗଣମାଧ୍ୟମ ଓ ଏବଂ ଏହି କ୍ଷେତ୍ର ସହିତ ଜଡ଼ିତ କାର୍ଯ୍ୟରତ ମହିଳାମାନଙ୍କୁ ନେଇ ଗଠନ ହୋଇଥିବା “ଓଡ଼ିଶା ୱିମେନ୍ ଇନ୍ ମିଡିଆ” (ଓଡବ୍ଲୁଏମ୍‌)ର ଶୁଭାରମ୍ଭ ହେବା ସହ ଏହାର ଲୋଗୋ ମଧ୍ୟ ଉନ୍ମୋଚିତ ହୋଇଯାଇଛି । ଏହି କ୍ଷେତ୍ର ସହିତ ଜଡ଼ିତ ମହିଳାମାନଙ୍କ
Read More...

କୋଭିଡ ଭଳି ଆହ୍ୱାନର ସାମ୍ନା କରିବା ପାଇଁ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍‌

ଭୁବନେଶ୍ୱର , ୦୩/ ୦୩ : କୋଭିଡ ଭଳି ସମସ୍ୟାକୁ ମାନବ ସମାଜ ବାରମ୍ବାର ସାମ୍ନା କରିବାର ଯଥେଷ୍ଟ ସମ୍ଭାବନା ରହିଥିବା ବେଳେ ଏହାକୁ ସାମ୍ନା କରିବା ସହ ମୁକାବିଲା କରିବା ନିମନ୍ତେ ବୈଜ୍ଞାନିକମାନେ ପ୍ରସ୍ତୁତ ରହିବା ଉଚିତ୍ ବୋଲି ଗବେଷକ କହିଛନ୍ତି । କୋଭିଡ୍ ୧୯ ଭଳି ସ୍ୱାସ୍ଥ୍ୟ ସମସ୍ୟା
Read More...

ନର୍ସମାନେ ଯତ୍ନର ସହ ରୋଗୀ ସେବା କରିବା ଉଚିତ୍

ଭୁବନେଶ୍ୱର , ୦୩/ ୦୩ : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ହାତରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରନ୍ତୁ ବୋଲି ଗ୍ୱାଲିୟର ସ୍ଥିତ କ୍ୟାନ୍ସର ହିଲ ହସ୍ପିଟାଲ୍‌ର ଅବସରପ୍ରାପ୍ତ ଅଧ୍ୟକ୍ଷା ପ୍ରଫେସର ରେଣୁକା ଦାସ କହିଛନ୍ତି । ଶିକ୍ଷା ଓ
Read More...

ସେନାର ଶକ୍ତି ବଢ଼ାଇବ ‘ଜେଟପ୍ୟାକ’

ନୂଆଦିଲ୍ଲୀ; ସେନାର ଶକ୍ତି ବଢ଼ାଇବ ‘ଜେଟପ୍ୟାକ’। ଆହୁରି ଶକ୍ତିଶାଳୀ ହୋଇପାରିବ ଭାରତୀୟ ସେନା। ବିମାନ ବିନା ଯବାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେଇଯିବ ଏହି ଜେଟପ୍ୟାକ । ସୂଚନାନୁସାରେ, ବ୍ରିଟେନ ପ୍ରତିରକ୍ଷା ବାହିନୀ ଠାରୁ ଜେଟ୍ ପ୍ୟାକ୍ କିଣିଛି ଭାରତ। ପ୍ରଥମ ପର୍ଯ୍ୟାୟରେ
Read More...

ମୁଖ୍ୟମନ୍ତ୍ରୀ କହିଲେ ମା’ ମାନେ କାହା ଠାରୁ କମ୍‌ ନୁହେଁ

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା – ମୁଖ୍ୟମନ୍ତ୍ରୀଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବକିଶୋର କିଶୋରୀ ମାନଙ୍କ ପାଇଁ ମାସ୍କଟ
Read More...

ସାର୍ ଗଙ୍ଗାରାମ ମେଡିକାଲରେ ସୋନିଆ

ନୂଆଦିଲ୍ଲୀ: ଜ୍ବରରେ ପୀଡ଼ିତ ହୋଇ ଦିଲ୍ଲୀସ୍ଥିତ ‘ସାର୍‌ ଗଙ୍ଗା ରାମ୍‌ ହସ୍ପିଟାଲ୍‌’ରେ ଭର୍ତ୍ତି ହୋଇଛନ୍ତି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏବେ ୭୬ ବର୍ଷୀୟ ସୋନିଆ ଗାନ୍ଧୀ ଡାକ୍ତରମାନଙ୍କ ତତ୍ତ୍ବାବଧାନରେ ଅଛନ୍ତି ଓ ତାଙ୍କର ପରୀକ୍ଷାନିରୀକ୍ଷା ଚାଲିଛି। ସମ୍ପ୍ରତି
Read More...

କ୍ଷୁଦ୍ର ଜଳସେଚନ ବିଭାଗ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ। ଆୟବହିର୍ଭୂି ସଂପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ କରିଛି। ୪ଜଣ ଡିଏସପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ
Read More...

ନାରାୟଣପାଟଣାରେ ଆଜି ଭୋରରୁ ମୃଦୁ ଭୂମିକମ୍ପ ଅନୁଭୂତ

ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର, ନାରାୟଣପାଟଣା ଓ ଦଶମନ୍ତପୁର ବ୍ଲକରେ ଆଜି ଭୋରରୁ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୋର ୫.୦୫ ମିନିଟ୍ ସମୟରେ ଭୂମିକମ୍ପ ହୋଇଥିବା ବେଳେ ଲୋକେ ଭୟଭୀତ ହୋଇଯାଇଥିଲେ। ଏହି ଭୂମିକମ୍ପରେ
Read More...

ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର। ଗତକାଲି ରାତିରେ ହାଇଦ୍ରାବାଦରୁ ଭୁବନେଶ୍ବରରେ ପହଞ୍ଚିଥିଲା ମରଶରୀର।  ଆମ୍ବୁଲାନ୍ସ ଯୋଗେ ମରଶରୀରକୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ରାତିରେ ରଖାଯାଇଥିଲା। ଆଜି ସକାଳେ ମଧ୍ୟ ପିଣ୍ଟୁଙ୍କୁ
Read More...

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର

ଭୁବନେଶ୍ବର; ଭୁବନେଶ୍ୱରରେ ପହଞ୍ଚିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବର୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବାର
Read More...