ପ୍ରମୁଖ ଖବର

ରାଜ୍ୟରେ ଅଘୋଷିତ ବିଦ୍ୟୁତ୍ କାଟ୍‌ କରାଯିବ ନାହିଁ
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର
ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା: ଜବାବ ଦାଖଲ ପାଇଁ ସମୟ ନେଲେ ସରକାର
ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ
ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ
ସଫଳତାର ସହ ପୃଥିବୀ ପୃଷ୍ଠକୁ ପହଞ୍ଚିଲେ ସୁନିତା
କମିବ ଖରା, ୨୦ ରୁ ୨୪ ଯାଏଁ ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା
ଆଜି ଠାରୁ ମାଟ୍ରିକ୍‌ ପରୀକ୍ଷା ଖାତାଦେଖା ଆରମ୍ଭ
Browsing Category

Today’s Highlight

ସଫଳତାର ସହ ଉତକ୍ଷେପଣ ହେଲା ମିଶନ ସ୍ପାଡେକ୍ସ

ବର୍ଷ ଶେଷରେ ଇତିହାସ ରଚିଲା ଇସ୍ରୋ ଆନ୍ଧ୍ର ପ୍ରଦେଶ: ବର୍ଷ ୨୦୨୪ ରେ ଏକାଧିକ ଐତିହାସିକ ସଫଳତା ପାଇଥିବା ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ବର୍ଷ ଶେଷରେ ମଧ୍ୟ ଇତିହାସ ରଚିଛି। ସଫଳତାର ସହ ଉତକ୍ଷେପଣ ହେଲା ବହୁଚର୍ଚ୍ଚିତ ସ୍ପାଡେକ୍ସ ଉପଗ୍ରହ । ସମୟ ରାତି ପ୍ରାୟ ୧୦ ଟା ୧୫
Read More...

ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ପୁଅ ବୋହୂ କହି ଲୁଟୁଥିଲେ ଟଙ୍କା, ବାନ୍ଧିଲା କମିସନ୍‌ରେଟ୍‌ ପୋଲିସ

ଭୁବନେଶ୍ୱର: ହାଇପ୍ରୋଫାଇଲ ଦମ୍ପତ୍ତିଙ୍କ ହାଇପ୍ରୋଫାଇଲ ଡ୍ରାମା। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନାଁ ନେଇ କରୁଥିଲେ କଳା କାରନାମା। ନିଜକୁ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ପୁଅ ବୋହୂ କହି ଲୋକଙ୍କ ବୋକା ବନାଉଥିଲେ ଓ ଠକୁଥିଲେ ଦୁଇ ଠକ। ତାହା ପୁଣି ରାଜ୍ୟ ରାଜଧାନୀ
Read More...

ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍‌ଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର ପଟିଆ ଅଞ୍ଚଳର ଗୋଟିଏ ଲେଡିଜ ହଷ୍ଟେଲରୁ ମିଳିଲା ଫୁଡ୍ ବ୍ଲଗରଙ୍କ ମୃତଦେହ। ଇନଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ ନମ୍ବର ୨ ରୁ ଯୁବତୀଙ୍କ ମୃତଦେହ ମିଳିଥିବା ଜଣାପଡ଼ିଛି। ମୃତକଙ୍କ ନାଁ ସୋନାଲି ସଂଘମିତ୍ରା ପରିଡା। ଗତକାଲି ପରିବାର ଲୋକେ ତାଙ୍କୁ ବାରମ୍ବାର
Read More...

୨୦୨୫ରେ ମହିଳାଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆବର୍ଷରେ ମହିଳାଙ୍କୁ ମିଳିବ ବଡ ଉପହାର। ୨୦୨୫ ମସିହାରେ ମାଆ ମାନଙ୍କୁ ୩ ଥର ମିଳିବ ସୁଭଦ୍ରା ଟଙ୍କା। ଜାନୁଆରୀରେ ପ୍ରଥମ ପର୍ଯ୍ୟାୟରେ ଚତୁର୍ଥ କିସ୍ତି
Read More...

କେଜ୍ରିୱାଲଙ୍କ ବଡ଼ ଘୋଷଣା: ପୂଜାରୀଙ୍କୁ ପ୍ରତି ମାସରେ ମିଳିବ ୧୮ ହଜାର ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ଦିଲ୍ଲୀ ନିର୍ବାଚନ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସରଗରମ ରାଜନୀତି। ଏଥିଲାଗି ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି ସମସ୍ତ ରାଜନୈତିକ ଦଳ।
Read More...

ଜଗା ଦର୍ଶନବେଳେ ଅଚେତ୍‌ ହେଲେ ୪ ଭକ୍ତ

ପୁରୀ: ନୂଆବର୍ଷ ପାଖେଇ ଆସୁଥିବାରୁ ଏବେ ଛୁଟିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଛୁଟିଛି ଭକ୍ତଙ୍କ ସୁଅ। ଜନସମୁଦ୍ର ପାଲଟିଛି ଶ୍ରୀମନ୍ଦିର ପରିସର। ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚିଥିବା ବେଳେ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ
Read More...

ପରିସ୍ରା କରିବାକୁ ଉଠିଥିବା ବେଳେ ଯୁବକଙ୍କୁ ଦଳି ଦେଲା ଦନ୍ତା

କେନ୍ଦୁଝର: କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ରେଭେନ୍ସାପୁର ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର
Read More...

ଆସନ୍ତା ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ୍ ଭାରତ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆବର୍ଷରେ ଆହୁରି ସୁଲଭ ହେବ ସ୍ଵାସ୍ଥ୍ୟସେବା। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ
Read More...

କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଅଦିନିଆ ବର୍ଷା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲା ବୁଲିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆସନ୍ତା ୩୧ରେ ନବୀନ ୪ ଜିଲ୍ଲା ଗସ୍ତ କରିବେ। ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବେ ବିରୋଧୀ ଦଳ ନେତା। ଗତକାଲି ଅର୍ଥାତ୍ ୩୦
Read More...

ଓସିଏ ସଭାପତି ପଦ ଛାଡିଲେ ବବି ଦାସ

କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ
Read More...