Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
କଂଗ୍ରେସରେ ଯୋଗ ଦେଲେ ବିଜୟ
ଭୁବନେଶ୍ବର; ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସର ସହ ହାତ ମିଶାଇଛନ୍ତି। ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ!-->…
Read More...
Read More...
ଇସ୍ପାତ ଏବଂ ଖଣି ବିଭାଗରେ ନିଯୁକ୍ତି ହେଲେ ୬୫ ଜଣ ଅଧିକାରୀ
ଭୁବନେଶ୍ୱର: ଇସ୍ପାତ ଏବଂ ଖଣି ବିଭାଗରେ ଆଜି ପ୍ରାୟ ୬୫ ଜଣ ଅଧିକାରୀ ରାଜ୍ୟ ସରକାରରେ ଯୋଗ ଦେଇଛନ୍ତି। ସେମାନେ ଓଡିଶା ମିନେରାଲ୍ ଆଡମିନିଷ୍ଟ୍ରେଟିଭ୍ ସର୍ଭିସେସ୍, ଓଡିଶା ଜିଓଲୋଜିକାଲ୍ ସର୍ଭିସ୍ ଏବଂ ଓଡିଶା ସବୋର୍ଡିନେଟ ମିନେରାଲ୍ ଆଡମିନିଷ୍ଟ୍ରେଟିଭ୍ ସର୍ଭିସର ଅଟନ୍ତି।
!-->!-->!-->…
Read More...
Read More...
ନବ ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମୃତିସଭାରେ ପହଞ୍ଚି ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ!-->…
Read More...
Read More...
ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍ଘାଟିତ
ଯାଜପୁର ଓଡିଶାର ଏକ ନମ୍ବର ଜିଲ୍ଲା ହେବ – ମୁଖ୍ୟମନ୍ତ୍ରୀଯାଜପୁର ବିଭିନ୍ନ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ
ଯାଜପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍ଘାଟନ କରିଛନ୍ତି । ଏହି!-->!-->!-->…
Read More...
Read More...
କୋର୍ଟ ଭିତରେ ପଶିଲା ବାଘ; ଆକ୍ରମଣରେ ୭ ଆହତ
ଗାଜିଆବାଦ: ଉତ୍ତରପ୍ରଦେଶର ଗାଜିଆବାଦ କୋର୍ଟ ପରିସରରେ ଏକ କଲରାପତରିଆ ହଠାତ୍ ପ୍ରବେଶ କରିଥିଲା। ବୁଧବାର ଅପରାହ୍ନରେ ଏହି ଘଟଣା ଘଟିଛି। ବାଘ ଆକ୍ରମଣରେ ପ୍ରାୟ ୭ଜଣ ଆହତ ହୋଇଥିବା ଜଣାପଡ଼ିଛି
ସୂଚନା ଅନୁଯାୟୀ, ହଠାତ୍ ଏକ କଲରାପତିରିଆ ବାଘ ଆସି କୋର୍ଟର ପ୍ରଥମ ମହଲାରେ ପହଞ୍ଚି!-->!-->!-->…
Read More...
Read More...
ଆରବିଆଇର ରେପୋରେଟ ବୃଦ୍ଧି; ମହଙ୍ଗା ହେବ ଇଏମଆଇ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ରାଜ୍ୟପାଳ ଶକ୍ତିକାନ୍ତ ଦାସଙ୍କ ନେତୃତ୍ୱାଧୀନ ମୁଦ୍ରା ନୀତି କମିଟି ରେପୋ ହାରକୁ ୨୫ ଆଧାର ପଏଣ୍ଟକୁ ୬.୫ ପ୍ରତିଶତକୁ ବୃଦ୍ଧି କରିଛି। ରେପୋ ରେଟ୍ ହେଉଛି ସେହି ହାର ଯେଉଁଥିରେ କେନ୍ଦ୍ରୀୟ ବ୍ୟାଙ୍କ ସରକାରୀ ସିକ୍ୟୁରିଟି ବିରୁଦ୍ଧରେ!-->…
Read More...
Read More...
ନବ ଦାସ ହତ୍ୟା ମାମଲା; କ୍ରାଇମ ସ୍ପଟରେ ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ
ଝାରସୁଗୁଡା; ଝାରସୁଗୁଡା ବ୍ରଜରାଜନଗରର ଗାନ୍ଧୀ ଛକରେ କ୍ରାଇମସ୍ପଟରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ଡିଜିଙ୍କ ସହ ବରିଷ୍ଠ ଅଧିକାରୀ ହତ୍ୟାକାଣ୍ଡର ବିଭିନ୍ନ ଦିଗକୁ ନେଇ ଡିଜିପି ତର୍ଜମା କରିଛନ୍ତି । ସେପଟେ, ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ୧୦ ଦିନ ବିତିଛି । ହେଲେ!-->…
Read More...
Read More...
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ; ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।!-->…
Read More...
Read More...
ତୁର୍କୀ ଓ ସିରିଆ ଭୂକମ୍ପ; ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା
ତୁର୍କୀ; ପ୍ରଳୟଙ୍କରୀ ଭୂକମ୍ପରେ ଭୟଙ୍କର ବିପର୍ଯ୍ୟୟର ସାମ୍ନା କଲା ତୁର୍କୀ ଓ ସିରିଆ। ଏବେ ଧ୍ବସ୍ତ ବିଧ୍ବସ୍ତ ସହରକୁ ସଜାଡିବାରେ ଲାଗି ପଡିଛନ୍ତି ସମସ୍ତେ। ୫୦ଟି ଦେଶ ସହାୟତା ପାଇଁ ଆଗେଇ ଆସିଛି। ଭାରତରୁ ମଧ୍ୟ ଏନଡିଆରଏଫ ଟିମ୍ ସହାୟତା ନେଇ ପହଞ୍ଚିବା ସହ ଉଦ୍ଧାର କାର୍ଯ୍ୟରେ ନିୟୋଜିତ!-->…
Read More...
Read More...
ପ୍ରକାଶ ପାଇଲା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ
ଭୁବନେଶ୍ବର: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍ନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ।
!-->!-->!-->…
Read More...
Read More...