Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
Today’s Highlight
ତୁର୍କୀରେ ଶକ୍ତିଶାଳୀ ଭୂମିକମ୍ପ;୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ
ତୁର୍କୀ; ତୁର୍କୀରେ ଗତକାଲି ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ଯୋଗୁ ଏଯାଏଁ ୪ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଆହୁରି ଅନେକ ଭଗ୍ନାବଶେଷ ତଳେ ଚାପି ହୋଇରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଚାଲିଛି। ୩୦ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ!-->…
Read More...
Read More...
ଚିର ନିଦ୍ରାରେ ସାରସ୍ୱତ ସାଧିକା ନିର୍ମଳପ୍ରଭା
ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧିକା ଶ୍ରୀମତୀ ନିର୍ମଳପ୍ରଭା ନାୟକଙ୍କର ଆଜି ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁରେ ସାହିତ୍ୟ, ରାଜନୀତି ଓ ସମାଜସେବା ସହ ଜଡିତ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି ।
ଶ୍ରୀମତୀ ନାୟକ ପାଟକୁରା ଗାନ୍ଧୀ!-->!-->!-->…
Read More...
Read More...
ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ
ଭୁବନେଶ୍ୱର: ଆଜି ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି!-->…
Read More...
Read More...
୫ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବ ଡେଲ କମ୍ପାନୀ
ନୂଆଦିଲ୍ଲୀ; ବଡ ବଡ କମ୍ପାନୀ ମାନଙ୍କର ଛଟେଇ କରିବାର ଅଭିଯାନ ଶେଷ ହଉନି। ଟ୍ୱିଟର, ଆମାଜନ, ମାଇକ୍ରୋସଫ୍ଟ ଭଳି ବଡ ବଡ କମ୍ପାନୀ ପରେ ଏବେ ଛଟେଇ କରିବ ଲାପଟପ କମ୍ପାନୀ ଡେଲ । ଡେଲ ଟେକ୍ନୋଲୋଜି କମ୍ପାନୀ ପ୍ରାୟ ୬ ହଜାର ୬୫୦ କର୍ମଚାରୀଙ୍କୁ ଛଟେଇ କରିବା ନେଇ ସୋମବାର ରିପୋର୍ଟ ପ୍ରକାଶ!-->…
Read More...
Read More...
ପୁଣି ତୁର୍କୀ ଭୟଙ୍କର ଭୂକମ୍ପ, ମୃତ୍ୟୁ ସଂଖ୍ୟା ୧୮ଶହ ପାର
ନୂଆଦିଲ୍ଲୀ: ଦ୍ୱିତୀୟ ଥର ପାଇଁ ଭୂକମ୍ପରେ ଥରିଲା ତୁର୍କୀ । ଏଥିରେ ୨୮୧୮ଟି କୋଠା ଭୁଶୁଡିଥିବା ଜଣାପଡିଛି । ତୁର୍କୀ, ସିରିଆରେ ଭୟଙ୍କର ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୮ଶହ ପାର କରିଛି । ୭ ଦଶମିକ ୮ ତୀବ୍ରତାରେ ଥରିଲା ଦୁଇ ପଡ଼ୋଶୀ ରାଷ୍ଟ୍ର । ଶକ୍ତିଶାଳୀ ଭୂକମ୍ପ ଝଟକାରେ ବିରାଟ ବିରାଟ!-->…
Read More...
Read More...
ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ
ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ସୁପ୍ରିମକୋର୍ଟ ଅଡିଟୋରିଅମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂଆ ବିଚାରପତିମାନେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନ ବିଚାରପତି ଡି ଓ୍ୱାଇ ଚନ୍ଦ୍ରଚୁଡ଼ ନୂଆ ବିଚାରପତିମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ୫!-->…
Read More...
Read More...
ମାର୍ଚ୍ଚ ଶେଷ ସୁଦ୍ଧା ସ୍କ୍ରାପିଙ୍ଗ ହେବ ୧୫ବର୍ଷର ପୁରୁଣା ଗାଡି
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ୧୫ ବର୍ଷରୁ ପୁରୁଣା ସରକାରୀ ଓ ସରକାରୀ ସଂସ୍ଥାର ଗାଡି ସ୍କ୍ରାପିଙ୍ଗ ହେବ। ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଏନେଇ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ୧୫ବର୍ଷରୁ!-->…
Read More...
Read More...
ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କୁ ଗିରଫ
କଟକ: ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ବଡ ଅଭିଯୋଗ ଆଣିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ସାଦା ପୋଷାକରେ ଆସି ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରା, ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ଧନେଶ୍ବର ବେହେରାଙ୍କୁ!-->…
Read More...
Read More...
ତୁର୍କୀରେ ଭୀଷଣ ଭୂମିକମ୍ପ
ନୂଆଦିଲ୍ଲୀ: ସୋମବାର ସକାଳୁ ଗାଜିଆନ୍ତେପ୍ ନିକଟ ଦକ୍ଷିଣ ତୁର୍କୀରେ ଭୂକମ୍ପ ହେବା ପରେ ପରେ ପୁଣି ଥରେ ତୀବ୍ର କମ୍ପନ ଅନୁଭୂତ ହୋଇଥିବା କଥା ‘ୟୁଏସ୍ ଜିଓଲୋଜିକାଲ୍ ସର୍ଭେ’ (ୟୁଏସ୍ଜିଏସ୍) କହିଛି। ରିକ୍ଟର ସ୍କେଲରେ ତୀବ୍ରତା ୭.୮ ଥିବା ୟୁଏସ୍ ଜିଓଲୋଜିକାଲ ସର୍ଭିସ ପକ୍ଷରୁ ସୂଚନା!-->…
Read More...
Read More...
ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ
ଭୁବନେଶ୍ବର; ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବା ପରେ ବଚସାକୁ ନେଇ ହୋଟେଲ ଉପରେ ବୋମାମାଡ କରିଛନ୍ତି ଦୁର୍ବୃତ୍ତ। ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ!-->…
Read More...
Read More...